ଏନ୍‌ଏମ୍‌ଡିସିକୁ ଏଚ୍‌ଆର୍‌ ପ୍ରାକ୍ଟିସ ଆଓ୍ବାର୍ଡ

ଭୁବନେଶ୍ୱର,୧୭।୯: ନ୍ୟାଶନାଲ ମିନେରାଲ ଡେଭଲପମେଣ୍ଟ କର୍ପୋରେଶନ (ଏନ୍‌ଏମ୍‌ଡିସି)କୁ ନିକଟରେ ଆଉ ଏକ ଜାତୀୟ ସ୍ତରର ସମ୍ମାନ (ଆଓ୍ବାର୍ଡ) ଦିଆଯାଇଛି। ଉଲ୍ଲେଖଯୋଗ୍ୟ, ବାଙ୍ଗାଲୁରୁଠାରେ ଆୟୋଜିତ ୨୨ତମ ଏସିଆ ପାସିଫିକ ଏଚ୍‌ଆର୍‌ଏମ୍‌ କଂଗ୍ରେସ ସମ୍ମିଳନୀ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଏନ୍‌ଏମ୍‌ଡିସିକୁ ‘ବେଷ୍ଟ ଅର୍ଗାନାଇଜେଶନ ଉଇଥ୍‌ ଇନୋଭେଶନ ଏଚ୍‌ଆର୍‌ ପ୍ରାକ୍ଟିସ’ ସମ୍ମାନରେ ସମ୍ମାନିତ କରାଯାଇଛି। ଏହି ପରିପ୍ରେକ୍ଷୀରେ ଏନ୍‌ଏମ୍‌ଡିସିର ଜିଏମ୍‌ (ଏଚ୍‌ଆର୍‌) ଭି. ଶ୍ରୀନିବାସ ଉକ୍ତ ସମ୍ମାନ ଅତିଥିଙ୍କଠାରୁ ଗ୍ରହଣ କରିଥିଲେ। ଏ ସମ୍ପର୍କରେ ଏନ୍‌ଏମ୍‌ଡିସିର ସିଏମ୍‌ଡି( ଅତିରିକ୍ତ ଦାୟିତ୍ୱ) ଅମିତାଭ ମୁଖାର୍ଜୀ କହିଛନ୍ତି, ଦେଶର ସର୍ବବୃହତ୍‌ ଲୁହା ପଥର ଉତ୍ପାଦକ ଭାବେ ପରିଚିତ ଏନ୍‌ଏମ୍‌ଡିସିରେ ଏକ ପ୍ରଭାବଶାଳୀ ଏଚ୍‌ଆର୍‌ ଟିମ୍‌ କାର୍ଯ୍ୟ କରୁଛନ୍ତି। ଏହି ସଫଳତା ଏନ୍‌ଏମ୍‌ଡିସିର ଏଚ୍‌ଆର୍‌ ଟିମ୍‌କୁ ଦିଆଯାଇଛି। ଆଗାମୀ ଦିନରେ ଏହି ଧାରା ଜାରି ରହିବ ବୋଲି ସେ ମତପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତିଧ୍ୱନୀ ନୃତ୍ୟୋତ୍ସବ ୨୦୨୪ ପାଳିତ

ଭୁବନେଶ୍ଵର,୨୧।୧୨: ଗୁରୁ ଦେବପ୍ରସାଦ ନୃତ୍ୟ ଧାରା, ସିଙ୍ଗାପୁର ପକ୍ଷରୁ ପ୍ରଥମ ଥର ପାଇଁ ଭୁବନେଶ୍ବର ସ୍ଥିତ ଜିକେସିଏମ ଓଡ଼ିଶୀ ଗବେଷଣା ପ୍ରତିଷ୍ଠାନର ଉତ୍କଳ ରଙ୍ଗମଞ୍ଚରେ ନୃତୋତ୍ସବ”...

ଚିଟ୍ ଫଣ୍ଡ ସ୍କାମର ଶିକାର ହୋଇଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ନୂଆଦିଲ୍ଲୀ,୨୪।୧୨: ଏକ ସମୟ ଏପରି ଥିଲା ଯେଉଁ ସମୟରେ ଓଡ଼ିଶାର ପ୍ରତ୍ୟେକ ଲୋକେ ଅଧିକ ଲାଭ ଆଶାରେ ଚିଟ୍ ଫଣ୍ଡରେ ଟଙ୍କା ନିବେଶ କରି ଠକାମିର...

ଚାଷୀଙ୍କ ପାଇଁ ବଡ଼ ଆଶ୍ବସ୍ତି: ଧାନର ମାନ କମ୍‌ ଥିଲେ ବି କିଣିବେ ସରକାର

ଭୁବନେଶ୍ୱର,୨୪।୧୨: ରାଜ୍ୟରେ ଅଦିନିଆ ବର୍ଷ କାରଣରୁ ବିଭିନ୍ନ ଜିଲାରେ ଧାନଚାଷୀମାନେ ସଂକଟରେ ପଡିଛନ୍ତି। ବର୍ତମାନ ଧାନ ଅମଳ ସହିତ ମଣ୍ଡିରେ ବିକ୍ରି ପ୍ରକ୍ରିୟା ଚାଲିଥିବା ବେଳେ...

ଧର୍ମେନ୍ଦ୍ରଙ୍କ ସହ ବିଜେଡି ନେତା, ରାଜନୀତିରେ ପୁଣି ଚହଳ!

ଭୁବନେଶ୍ୱର,୨୪।୧୨: ବରିଷ୍ଠ ସାମ୍ବାଦିକ ରୁବେନ ବାର୍ନାଜୀଙ୍କ ବହିରେ ବିସ୍ଫୋରକ ଖୁଲାସା ପରେ ରାଜନୀତିରେ ଚହଳ ପଡିଛି। ପାଣ୍ଡିଆନ ପଜଲ ଶୀର୍ଷକ ନାମକ ଅଧ୍ୟାୟ ଏବେ ସବୁଠି...

ପପ୍‌କର୍ନରେ ଜିଏସ୍‌ଟିକୁ ନେଇ ବିବାଦ

ନୂଆଦିଲ୍ଲୀ,୨୪ା୧୨:ଦେଶରେ ପପ୍‌କର୍ନ ଉପରେ ନୂଆ ଟିକସକୁ ନେଇ ବିବାଦ ମୁଣ୍ଡ ଟେକିଛି। ଏବେ ବିଭିନ୍ନ ଫ୍ଲେଭରର ପପ୍‌କର୍ନ ଉପରେ ଭିନ୍ନଭିନ୍ନ ଜିଏସ୍‌ଟି ଲାଗୁ ହୋଇଛି। ସାଦା...

କଟକରେ ସ୍ଥାପନ ହେଲା ଅଟଳଙ୍କ ବ୍ରୋଞ୍ଜ ପ୍ରତିମୂର୍ତ୍ତି

କଟକ,୨୪।୧୨(ଶିଳ୍ପା ପ୍ରିୟଦର୍ଶିନୀ): କଟକ ବେଲଭ୍ୟୁ ଛକଠାରେ ସୋମବାର ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତ ଅଟଳବିହାରୀ ବାଜପେୟୀଙ୍କ ଏକ ବ୍ରୋଞ୍ଜ ପ୍ରତିମୂର୍ତ୍ତି ସ୍ଥାପନ କରାଯାଇଛି। କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ...

ପିସିସି ସଭାପତି ଚୟନକୁ ନେଇ ମୋକିମଙ୍କ ବଡ଼ ବୟାନ

ଭୁବନେଶ୍ୱର,୨୪।୧୨: କଂଗ୍ରେସ ପିସିସି ସଭାପତି ଚୟନ ନେଇ କଳ୍ପନାଜଳ୍ପନା ଲାଗି ରହିଥିବା ବେଳେ କଂଗ୍ରେସର ବରିଷ୍ଠ ନେତା ମହମ୍ମଦ ମୋକିମ ସୋମବାର ଏକ ବଡ଼ ବୟାନ...

ବାଂଲାଦେଶରୁ ଆସିଥିବା ଜାହାଜରେ ସନ୍ଦିଗ୍ଧ ପାରା

ପାରାଦୀପ,୨୪।୧୨: ଜଗତସିଂହପୁର ଜିଲା ପାରାଦୀପ ବନ୍ଦରରେ ଲାଗିଥିବା ଏକ ଜାହାଜରୁ ସୋମବାର ଦୁଇଟି ସନ୍ଦିଗ୍ଧ ପାରା ଉଦ୍ଧାର ହୋଇଛି। ବାଂଲାଦେଶରୁ ଆସିଥିବା ଜାହାଜରୁ ଏହି ପାରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri