ନିର୍ଦ୍ଦେଶକ ହେବେ ହ୍ରିତିକ!

ମୁମ୍ବାଇ: ଅଭିନେତା ହ୍ରିତିକ ରୋଶନ ଫିଲ୍ମ ଇଣ୍ଡଷ୍ଟ୍ରିରେ ଦୁଇ ଦଶକରୁ ଅଧିକ ସମୟ ହେବ ଆକ୍ଟିଭ ଅଛନ୍ତି। ଇଣ୍ଡଷ୍ଟ୍ରିର ଟପ ଆକ୍ଟର ଲିଷ୍ଟରେ ରହିଛି ତାଙ୍କର ନାମ। ତାଙ୍କର ଆକ୍ଟିଂ ସାଙ୍ଗକୁ ଡ୍ୟାନ୍ସ ଅଡିଅନ୍ସଙ୍କୁ ଦିଓ୍ବାନା କରିଥାଏ। ତାଙ୍କ ଫିଲ୍ମ ବକ୍ସ ଅଫିସରେ ଧମାଲ କରିଥାଏ। ଏବେ ଶୁଣିବାକୁ ମିଳିଛି କି ଅଭିନେତା ନିର୍ଦ୍ଦେଶନା କ୍ଷେତ୍ରରେ ନିଜର ଭାଗ୍ୟ ପରୀକ୍ଷା କରିବାକୁ ଯାଉଛନ୍ତି। ହେଲେ ସେ ଫିଲ୍ମ ନୁହେଁ ଏକ ବିଜ୍ଞାପନର ନିର୍ଦ୍ଦେଶନାରେ ନିଜର ଭାଗ୍ୟ ପରୀକ୍ଷା କରିଛନ୍ତି।

ଟାଇମ୍ସ ଅଫ ଇଣ୍ଡିଆର ଖବର ଅନୁଯାୟୀ ଅଭିନେତା ବିହାଇଣ୍ଡ ଦ କ୍ୟାମେରା ନିଜ ଭାଗ୍ୟ ପରୀକ୍ଷା କରିଛନ୍ତି। ସେ ଏକ ପ୍ରିମିୟମ ମେନସୱେର ବ୍ରାଣ୍ଡ ପାଇଁ ଏକ ବିଜ୍ଞାପନ ଶୁଟ କରିଛନ୍ତି । ହ୍ରିତିକ ମଧ୍ୟ ଏହାର ବ୍ରାଣ୍ଡକୁ ସମର୍ଥନ କରନ୍ତି। ଏହି ବିଜ୍ଞାପନ ହ୍ରିତିକ ରୋଶନଙ୍କ ୨୫ ବର୍ଷର ଜର୍ନିଂକୁ ମଧ୍ୟ ସେଲିବ୍ରେଟ କରିଥାଏ। ହେଲେ ଏବେ ପର୍ଯ୍ୟନ୍ତ ହ୍ରିତିକ ରୋଶନଙ୍କ ନିର୍ଦ୍ଦେଶକ ଡେବ୍ୟୁ ବିଷୟରେ କୌଣସି ଅଫିସିୟାଲି ସୂଚନା ସାମ୍ନାକୁ ଆସିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦ ହୋଇଯିବ କି ଆପଣଙ୍କ Instagram, Facebook? ଏ ହେଉଛି ବଡ଼ କାରଣ…

ନୂଆଦିଲ୍ଲୀ,୧୬।୪: ମେଟା ଏକ ଆଣ୍ଟିଟ୍ରଷ୍ଟ ମାମଲା ସାମ୍ନା କରୁଛି। ଏହି ପରୀକ୍ଷଣ ଯୋଗୁ କମ୍ପାନୀ Instagram ଏବଂ WhatsApp ହରାଇପାରେ। ମେଟା ବିରୋଧରେ ଅନେକ ଅଭିଯୋଗ...

ଓଡ଼ିଶାରେ ସବୁ ରେକର୍ଡ ଭାଙ୍ଗିଲା ନା ମୂଲ୍ୟ, ଦୁଇଦିନରେ ଛୁଇଁବ ଲକ୍ଷେ ଟଙ୍କା

ଭୁବନେଶ୍ୱର,୧୬।୪: ଓଡ଼ିଶାରେ ସୁନା ମୂଲ୍ୟ ଅଭୂତପୂର୍ବ ଉଚ୍ଚତାରେ ପହଞ୍ଚିଛି। ୧୦ ଗ୍ରାମ ପାଇଁ ମୂଲ୍ୟ ୯୬,୦୦୦ ଟଙ୍କା ଅତିକ୍ରମ କରିଛି। ଭୁବନେଶ୍ୱର ବଜାରରେ, ୨୪ କ୍ୟାରେଟ୍...

ରାଜ୍ୟରେ ମାଗଣାରେ ମିଳିବ ୟୁପିଏସସି କୋଚିଂ, ଜାଣନ୍ତୁ କେମିତି କରିବେ ଆବେଦନ

ଭୁବନେଶ୍ୱର,୧୬।୪;ରାଜ୍ୟରେ ମାଗଣାରେ ମିଳିବ ୟୁପିଏସସି କୋଚିଂ। ସ୍ବଳ୍ପ ଓ ମଧ୍ୟମ ଆୟ ବର୍ଗର ୨ଶହ ମେଧାବୀଙ୍କୁ ଫ୍ରି କୋଚିଂ ଦେବାକୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି...

‘ମୁସଲମାନମାନେ ହିନ୍ଦୁ ବୋର୍ଡ ଚଲାଇବେ କି?’: ୱାକଫ ଆଇନର ବିବାଦ ମଧ୍ୟରେ କେନ୍ଦ୍ରକୁ ଭର୍ତ୍ସନା କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୬।୪: ସୁପ୍ରିମକୋର୍ଟ ବୁଧବାର ବିବାଦୀୟ ୱାକଫ ସଂଶୋଧନ ଆଇନ, ୨୦୨୫ ଉପରେ ଶୁଣାଣି କରି କେନ୍ଦ୍ର ସରକାରଙ୍କୁ ଭର୍ତ୍ସନା କରିଛନ୍ତି। କୋର୍ଟ ଏହି ଆଇନକୁ ଚ୍ୟାଲେଞ୍ଜ...

ଏ ହେଉଛି ଦେଶର ସବୁଠୁ ମହଙ୍ଗା ବାଇକ୍‌, ଦାମ୍‌ ଏତେ ଯେ ଗୋଟିଏ ବଦଳରେ କିଣିପାରିବେ ୫୦ Royal Enfield Bullet

ନୂଆଦିଲ୍ଲୀ,୧୬।୪: ଭାରତର ସବୁଠାରୁ ମହଙ୍ଗା ବାଇକ୍‌ର ମୂଲ୍ୟ ଏତେ ଅଧିକ ଯେ ଆପଣ କେବଳ ଗୋଟିଏ କି ଦୁଇଟି ନୁହେଁ ବରଂ ୫୦ଟି ରୟାଲ ଏନଫିଲ୍ଡ...

ଡରାଇଲା ଭବିଷ୍ୟବାଣୀ, ଜୁଲାଇରେ ଆସିବ ଭୟଙ୍କର ସୁନାମୀ, ୩୦ଫୁଟ ଉଚ୍ଚତାରେ ଊଠିବ ଜୁଆର!

ଟୋକିଓ,୧୬।୫: ଜାପାନର ଜଣାଶୁଣା ଭବିଷ୍ୟବକ୍ତା ତଥା ପୂର୍ବତନ ମାଙ୍ଗା କଳାକାର ରୟୋ ତାତ୍ସୁକି, ଯିଏକି ‘ଜାପାନର ବାବା ଭେଙ୍ଗା’ ନାମରେ ପରିଚିତ, ଏକ ଭୟଙ୍କର ଭବିଷ୍ୟବାଣୀ...

ଏଣିକି ମୃତଦେହ ପରିବହନ ପାଇଁ ରହିବ କଲ୍‌ ସେଣ୍ଟର; ଘର କିମ୍ବା ଶ୍ମଶାନ ଯାଏ…

ଭୁବନେଶ୍ୱର,୧୬।୪: ରାଜ୍ୟରେ ଏଣିକି ଶବ ପରିବହନ ପାଇଁ କଲ ସେଣ୍ଟର ରହିବ। ୧୦୮ ଆମ୍ବୁଲାନ୍ସ ସେବା ଭଳି ଏଥିରେ ଟୋଲ ଫ୍ରି ନମ୍ବର ରହିବ। ବୁଧବାର...

ସିନେମାରେ ବିପ୍ଳବ: କନ୍ନଡ ଭାଷାରେ ନିର୍ମିତ ବିଶ୍ୱର ପ୍ରଥମ AI ଫିଲ୍ମ ‘ଲଭ୍ ୟୁ’

ନୂଆଦିଲ୍ଲୀ,୧୬।୪: କୃତ୍ରିମ ବୁଦ୍ଧିମତ୍ତା (AI) ପ୍ରଯୁକ୍ତିବିଦ୍ୟା ବିଶ୍ୱବ୍ୟାପୀ ଚର୍ଚ୍ଚା ସୃଷ୍ଟି କରିଛି। ଏହାରି ମଧ୍ୟରେ ବିଶ୍ୱର ପ୍ରଥମ ସମ୍ପୂର୍ଣ୍ଣ AI-ଜେନେରେଟେଡ୍ ଫିଲ୍ମ ତିଆରି ହୋଇଛି ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image