ଭୁବନେଶ୍ୱର ବିମାନବନ୍ଦରରୁ ଜବତ ହେଲା ପୁଳାପୁଳା ଟଙ୍କା

ଭୁବନେଶ୍ୱର,୩୦।୪: ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦରରୁ ମଙ୍ଗଳବାର ପୁଳାପୁଳା ଟଙ୍କା ଜବତ ହୋଇଛି। ଏହା ୭୫ ଲକ୍ଷରୁ ଅଧିକ ହେବ ବୋଲି ଜଣାପଡିଛି। ଦୁଇ ଜଣ ବ୍ୟକ୍ତିଙ୍କଠାରୁ ଏହି ଟଙ୍କା ଜବତ ହୋଇଥିବା ସୂଚନା ମିଳିଛି। ଜଣେ ଦିଲ୍ଲୀରୁ ଆଉ ଜଣେ ଚେନ୍ନାଇରୁ ଆସିଥିଲେ। ଲଗେଜ୍‌ ସ୍କାନିଂ ସମୟରେ ଟଙ୍କା ଥିବା ଜଣାପଡିଥିଲା। ନିର୍ବାଚନ ବେଳେ ଏତେ ଟଙ୍କା କେଉଁଠୁ ଏବଂ କାହିଁକି ଆସିଥିଲା ତାହା ଏବେ ତଦନ୍ତ ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଷ୍ଟିସ ହରିଶ ଟଣ୍ଡନ ଓଡ଼ିଶା ହାଇକୋର୍ଟ ମୁଖ୍ୟ ବିଚାରପତି ନିଯୁକ୍ତ

ନୂଆଦିଲ୍ଲୀ,୨୧ା୩: ବିଚାରପତି ହରିଶ ଟଣ୍ଡନଙ୍କୁ ଓଡ଼ିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି ଭାବରେ ଶୁକ୍ରବାର ନିଯୁକ୍ତ କରାଯାଇଛି। ଏନେଇ ଆଇନ ମନ୍ତ୍ରଣାଳୟ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି...

ବେଆଇନ ହୁକା ବାର୍ ଉପରେ ଚଢାଉ; ତମାଖୁ, ଧୂମପାନ ସାମଗ୍ରୀ ଜବତ

ବ୍ରହ୍ମପୁର,୨୧ା୩: ସହରରେ ଚାଲିଥିବା ବେଆଇନ ହୁକା ବାର୍ ଉପରେ ଏକାଧିକ ଚଢାଉ କରି ହୁକା ପାତ୍ର, ତମାଖୁ ଉତ୍ପାଦ ଏବଂ ଅନ୍ୟାନ୍ୟ ଧୂମପାନ ସାମଗ୍ରୀ ଜବତ...

ମଦ ବ୍ୟବସାୟୀଙ୍କ ଘରେ ଜାରି ରହିଛି ଚଢ଼ାଉ: ମିଳୁଛି ପୁଳାପୁଳା ଟଙ୍କା

ଅନୁଗୋଳ,୨୧ା୩: ଅନୁଗୋଳର ମଦ ବ୍ୟବସାୟୀ ବିକ୍ରମ ସାହୁଙ୍କ ଘରେ ଆୟକର ବିଭାଗର ବଡ଼ ଧରଣର ରେଡ୍‌ ଜାରି ରହିଛି। ଶୁକ୍ରବାର ଦ୍ବିତୀୟ ଦିନରେ ଚଢ଼ାଉ ବେଳେ...

ଓଡ଼ିଶାରେ ୬ ଲକ୍ଷରୁ ଅଧିକ ଲୋକ ଭତ୍ତା ପାଇବାକୁ ଅପେକ୍ଷା କରିଛନ୍ତି: ମନ୍ତ୍ରୀ

ଭୁବନେଶ୍ୱର,୨୧ା୩: ବିଭିନ୍ନ ସାମାଜିକ କଲ୍ୟାଣ ଯୋଜନା ଅଧୀନରେ ଓଡ଼ିଶାରେ ୬ ଲକ୍ଷରୁ ଅଧିକ ଲୋକ ଭତ୍ତା ଲାଭ ପାଇବାକୁ ଅପେକ୍ଷା କରିଛନ୍ତି। ସାମାଜିକ ସୁରକ୍ଷା ଏବଂ...

ନବ ଦାସ ହତ୍ୟା ମାମଲା: ଝାରସୁଗୁଡ଼ା ବିମାନବନ୍ଦରରେ କ୍ରାଇମବ୍ରାଞ୍ଚର ଖୋଳତାଡ଼ ଆରମ୍ଭ

ଝାରସୁଗୁଡ଼ା,୨୧।୩: ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ହତ୍ୟା ଘଟଣାରେ ତଦନ୍ତ କରୁଥିବା କ୍ରାଇମବ୍ରାଞ୍ଚର ଟିମ୍‌ ଶୁକ୍ରବାର ଚତୁର୍ଥ ଦିନରେ ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚି ଖୋଳତାଡ଼ ଆରମ୍ଭ...

ବିଧାନସଭାକୁ ଫେରିଲେ ତାରା, କହିଲେ ପ୍ରତିବାଦ କେମିତି କରନ୍ତି ଏଥର…

ଭୁବନେଶ୍ୱର,୨୧ା୩: କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି ଇତିମଧ୍ୟରେ ପୁଣି ଥରେ ବିଧାନସଭାକୁ ଫେରିଛନ୍ତି। ୭ ଦିନର ନିଲମ୍ବନ ପରେ ତାରା ଶୁକ୍ରବାର ବିଧାନସଭାରେ ପହଞ୍ଚିଛନ୍ତି।...

ଅତିରିକ୍ତ ଜିଲାପାଳଙ୍କୁ ଭାଜପା ଜିଲା ସଭାପତିଙ୍କ ଦୁର୍ବ୍ୟବହାର ଅଭିଯୋଗ

ରାୟଗଡ଼ା,୨୧।୩(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଅତିରିକ୍ତ ଜିଲାପାଳ (ଏଡିଏମ୍‌) ନିହାର ରଞ୍ଜନ କହଁରଙ୍କୁ ଭାଜପା ଜିଲା ସଭାପତି ଗୋପୀ ଆନନ୍ଦ ଦୁର୍ବ୍ୟବହାର କରିଥିବା ନେଇ ଅଭିଯୋଗ...

ବିଧାନସଭାରେ ଘଣ୍ଟା ବାଡେଇ, ତୂରୀ ଫୁଙ୍କି କଂଗ୍ରେସର ପ୍ରତିବାଦ

ଭୁବନେଶ୍ୱର,୨୧ା୩: ଶୁକ୍ରବାର ବିଧାନସଭା ଆରମ୍ଭରୁ ବିଧାନସଭାରେ ପ୍ରବଳ ହଟ୍ଟଗୋଳ ଦେଖିବାକୁ ମିଳିଛି।ନାରୀ ସୁରକ୍ଷା ପ୍ରସଙ୍ଗରେ ଘଣ୍ଟ ବାଡ଼େଇ କଂଗ୍ରେସର ଜୋରଦାର ପ୍ରତିବାଦ କରିଛି। କଲା ଡ୍ରେସ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image