ଡେରାଡୁନ୍,୧।୧୦: କେଦାରନାଥ ମନ୍ଦିର ନିକଟରୁ ଏକ ବିଶାଳକାୟ ବରଫଖଣ୍ଡ ଶନିବାର ଧସିପଡିଛି। ତେବେ ଏଥିରେ ମନ୍ଦିରର କୌଣସି କ୍ଷୟକ୍ଷତି ହୋଇ ନଥିବା ସୂଚନା ମିଳିଛି। ଏହି ହିମସ୍ଖଳନର ଭିଡିଓ ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।
#WATCH | Uttarakhand: An avalanche occurred this morning in the Himalayan region but no damage was sustained to the Kedarnath temple: Shri Badrinath-Kedarnath Temple Committee President, Ajendra Ajay pic.twitter.com/fyi2WofTqZ
— ANI UP/Uttarakhand (@ANINewsUP) October 1, 2022