ନିର୍ବାଚନ ପୂର୍ବରୁ ଝଟ୍‌କା: କଂଗ୍ରେସ, ଭାଜପା ଛାଡ଼ିଲେ ଶତାଧିକ କର୍ମୀ

ଦାରିଙ୍ଗବାଡି,୧୨।୪(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ମିଶ୍ର କଲ୍ୟାଣ ମଣ୍ଡପଠାରେ ବିଜେଡିର କର୍ମୀ ସମ୍ମିଳନୀ ଏବଂ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ କନ୍ଧମାଳ ଏମ୍‌ପି ତଥା ପ୍ରାର୍ଥୀ ଡ. ଅଚ୍ୟୁତ ସାମନ୍ତ ଯୋଗଦେଇଥିବା ବେଳେ ଅନ୍ୟତମ ଅତିଥି ଭାବେ ଜି. ଉଦୟଗିରି ବିଧାୟକ ତଥା ପ୍ରାର୍ଥୀ ସାଲୁଗା ପ୍ରଧାନ, ବ୍ଲକ ଅଧ୍ୟକ୍ଷ ସୁଶାନ୍ତ କୁମାର ପ୍ରଧାନ, ବିଜେଡି ବ୍ଲକ ସଭାପତି ଜ୍ୟୋତିରାଜ ପ୍ରଧାନ, କାର୍ଯ୍ୟକାରୀ ସଭାପତି ଦିଲୀପ କୁମାର ପ୍ରଧାନ ପ୍ରମୁଖ ଯୋଗଦେଇଥିଲେ।

କାର୍ଯ୍ୟକ୍ରମରେ ଜିଲା ପରିଷଦ ସଦସ୍ୟ ରଞ୍ଜନ ପ୍ରଧାନ ମଞ୍ଚ ପରିଚାଳନା କରିଥିଲେ। ରାଜ୍ୟରେ ଷଷ୍ଠ ଥର ପାଇଁ ଦଳର ରାଜ୍ୟ ସଭାପତି ନବୀନ ପଟ୍ଟନାୟକଙ୍କୁ ମୁଖ୍ୟମନ୍ତ୍ରୀ କରିବାକୁ ସମସ୍ତ ଦଳୀୟ କର୍ମୀ ନିସ୍ବାର୍ଥ ଭାବେ କାମ କରିବାକୁ କୁହାଯାଇଥିଲା।

ସେହିପରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିକାଶ ଧାରାରେ ଅନୁପ୍ରାଣିତ ହୋଇ ଭାଜପା ଏବଂ କଂଗ୍ରେସର ପ୍ରାୟ ୧୩୨ଜଣ ର୍କମୀ ବିଜେଡିରେ ସାମିଲ ହୋଇଥିଲେ। ସାମିଲ ହୋଇଥିବା ବ୍ୟକ୍ତିବିଶେଷଙ୍କୁ ମୁଖ୍ୟ ଅତିଥି ଡ. ଅଚ୍ୟୁତ ସାମନ୍ତ ଏବଂ ସାଲୁଗା ପ୍ରଧାନ ସ୍ବାଗତ କରିବା ସହ ଦଳୀୟ ଉତ୍ତରୀୟ ଦେଇ ସମ୍ବର୍ଦ୍ଧନା ଜଣାଇଥିଲେ।

ଦଳରେ ସାମିଲ ହୋଇଥିବା ବ୍ୟକ୍ତିଙ୍କ ମଧ୍ୟରେ ଭାଜପାର ଲଡୁ କିଶୋର ସାହୁ, ଦିଲୀପ ସାହୁ, ସରୋଜ ସାହୁ, ଭଗବାନ ସାହୁ, ସୁଦର୍ଶନ ନାୟକ, ମଣ୍ଟୁ ସାହୁ, ରଞ୍ଜିତ ସେନାପତି, ରମେଶ ଚନ୍ଦ୍ର ସାହୁଙ୍କ ସମେତ ମୋଟ ୧୩୨ଜଣ ସାମିଲ ହୋଇଥିଲେ।

ବିକାଶ ଧାରାରେ ସ୍ଥାନୀୟ ଲୋକଙ୍କ ସହଯୋଗ ରହିଥିବାରୁ ବିଧାୟକ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ। କାର୍ଯ୍ୟକ୍ରମକୁ ଦଳର ଦୀପକ କୁମାର ସାହୁ, ବିକାଶ ନାୟକ, ରୂପକ କୁମାର ସାହୁ, ମିଲୁ ସାହୁ, ସନ୍ତୋଷ ବିଶୋଇ, ସାଧୁ ନାୟକ, ପରମେ ପ୍ରଧାନ, ପ୍ଳିହେରି ସରପଞ୍ଚ ପାଉଲ ପ୍ରଧାନ ପ୍ରମୁଖ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସରକାର ବଦଳିବାରୁ ଆଶା ଆଶଙ୍କାରେ ଅଲ୍‌ ଓଡିଶା ପେକ୍ସ ଓ ଲେମ୍ପସ କର୍ମଚାରୀ: ମନ୍ତ୍ରୀଙ୍କୁ ଭେଟି…

କୋକସରା,୧୫।୧୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଅଲ୍‌ ଓଡିଶା ପେକ୍ସ ଓ ଲେମ୍ପସ କର୍ମଚାରୀ ଫେଡେରେଶନ ପକ୍ଷରୁ ୫ ଦଫା ଦାବି ନେଇ ରାଜ୍ୟ ସରକାରଙ୍କୁ ପୂର୍ବରୁ ଦାବି...

କାଲିଠୁ ୪ ଦ୍ୱାର ଦେଇ ଶ୍ରୀମନ୍ଦିରକୁ ପ୍ରବେଶ କରିବେ ଶ୍ରଦ୍ଧାଳୁ, ହେଲେ ପ୍ରସ୍ଥାନ ପାଇଁ ନାହିଁ …

ପୁରୀ,୧୫।୧୧(ଅଜିତ୍‌ କୁମାର ମହାନ୍ତି): କାର୍ତ୍ତିକ ପୂର୍ଣ୍ଣିମାରେ ବ୍ରତ ଧାରିମାନେ ଡ଼ଙ୍ଗା ଭସାଇବା ସହ ଶ୍ରୀ ମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି ।ପବିତ୍ର କାର୍ତ୍ତିକ ପୂର୍ଣ୍ଣିମାରେ ବହୁ...

ଧାନ କିଣାକୁ ନେଇ ଦ୍ୱନ୍ଦ…

ସୋନପୁର,୧୫l୧୧(ମୃତ୍ୟୁଞ୍ଜୟ ଶତପଥୀ): ଖରିଫ ଧାନ କିଣା ସମ୍ପର୍କରେ ରାଜ୍ୟ ସରକାରଙ୍କ ସ୍ପଷ୍ଟ ସୂଚନା ନାହିଁ l ଧାନର ସର୍ବନିମ୍ନ ସହାୟକ ମୂଲ୍ୟ ୨୩୦୦ ଟଙ୍କା ଓ...

ମନ୍ଦିର ଭିତରେ ବୃଦ୍ଧାଙ୍କ ବେକରୁ ଝାମ୍ପିନେଲେ ସୁନା ଚେନ୍‌

ଭୁବନେଶ୍ବର,୧୫।୧୧: ଭୁବନେଶ୍ୱର ନୟାପଲ୍ଲୀ ଥାନା ଅଧୀନ ବେହେରା ସାହିସ୍ଥିତ ଶିବ ମନ୍ଦିରକୁ ପୂଜା କରିବାକୁ ଆସିଥିବା ଜଣେ ବୃଦ୍ଧାଙ୍କ ବେକରୁ ଜଣେ ଦୁର୍ବୃତ୍ତ ସୁନା ଚେନ...

ଅବସରପ୍ରାପ୍ତ ସେନା କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ଘରୁ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ଲୁଟିନେଲେ ଦୁର୍ବୃତ୍ତ

କୁଚିଣ୍ଡା,୧୫।୧୧: ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା ସାନଦୁମେରମୁଣ୍ଡା ଗାଁରେ ଏକ ସଶସ୍ତ୍ର ଡକାୟତି ହୋଇଛି। ଦୁର୍ବୃତ୍ତମାନେ ଜଣେ ଅବସରପ୍ରାପ୍ତ ସେନା କର୍ମଚାରୀଙ୍କ ଘରେ ପଶି ବନ୍ଧୁକ...

କାର୍ତ୍ତିକ ପୂର୍ଣ୍ଣିମାରେ ବୋଇତ ବନ୍ଦାଣ: ମନ୍ଦିରରେ ଶ୍ରଦ୍ଧାଳୁଙ୍କ ଭିଡ଼

ବୁଗୁଡ଼ା,୧୫।୧୧(କାଳିଚରଣ ଦାଶ): ଧର୍ମ ମାସ କାର୍ତ୍ତିକ ପୂର୍ଣ୍ଣିମାରେ ବୁଗୁଡ଼ା ଅଞ୍ଚଳର ବାଘୁଆ ନଦୀ ଏବଂ ବିଭିନ୍ନ ପୁଷ୍କରିଣୀରେ ବୋଇତ ବନ୍ଦାଣ ପର୍ବ ପାଳନ ସାଙ୍ଗକୁ ଠାକୁର...

ଗ୍ରୋସରୀ ଦୋକାନରେ ଭୟାବହ ଅଗ୍ନିକାଣ୍ଡ: ଜଳିଗଲା ଲକ୍ଷାଧିକ ଟଙ୍କାର ସାମଗ୍ରୀ

ରାଉରକେଲା,୧୫।୧୧: ସୁନ୍ଦରଗଡ଼ ଜିଲା ରଘୁନାଥପାଲି ଥାନା ଅଧୀନ ରାଉରକେଲା ସିଭିଲ ଟାଉନ୍‌ଶିପରେ ଥିବା ଏକ ବଡ଼ ଗ୍ରୋସରୀ ଦୋକାନରେ ଶୁକ୍ରବାର ଭୟାବହ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ...

ଗଞ୍ଜାମ ଏନ୍‌ଏସିର ବିଚିତ୍ର ନୀତି: ଆହାର କେନ୍ଦ୍ର ସମ୍ମୁଖରେ ଡମ୍ପିଂୟାର୍ଡ

ଗଞ୍ଜାମ,୧୫ା୧୧(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସିରେ ଦିନକୁ ଦିନ ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ ହେବାରେ ଲାଗିଛି। ଶୁକ୍ରବାର ସହରବାସୀ ପବିତ୍ର କାର୍ତ୍ତିକ ମାସ ଶେଷ ବ୍ରତ ପୂଜା...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri