ଶୀଘ୍ର ଶୀଘ୍ର କିଣି ନିଅନ୍ତୁ ସୁନା, ଏତେ ହଜାର କମିଲା ସୁନା ଦର

ନୂଆଦିଲ୍ଲୀ,୨୩।୭: ସୁନା କୁଣିବାକୁ ଚାହୁଁଛନ୍ତି କି? ତା’ହେଲେ ଡେରି କାହିଁକି। ଶୀଘ୍ର ଯାଇ ସୁନା କିଣି ଆଣନ୍ତୁ। କାରଣ ସୁନା ଦର କମିଛି। ସୁନା ଓ ରୂପା ଉପରେ କଷ୍ଟମ ଶୁଳ୍କ ହ୍ରାସ କରିବାକୁ ସରକାର ବଜେଟରେ ଘୋଷଣା କରିଥିବାରୁ ଏହି ମୂଲ୍ୟବାନ ଧାତୁର ମୂଲ୍ୟ ଆଜି ହ୍ରାସ ପାଇଛି।

ସୁନା ଓ ରୂପା ମୂଲ୍ୟ ଆଜି ଫ୍ୟୁଚର ବଜାରରେ ଏକ ବଡ଼ ହ୍ରାସ ସହିତ କାରବାର କରୁଥିବା ଦେଖିବାକୁ ମିଳିଛି। ସୁନା ମୂଲ୍ୟରେ ୪ ହଜାରରୁ ଅଧିକ ଟଙ୍କା ହ୍ରାସ ଘଟିଛି।MCX ବିନିମୟରେ, ୨୦୨୩ ଅକ୍ଟୋବର ୪ରେ ବିତରଣ ପାଇଁ ସୁନା ୧୦ ଗ୍ରାମ ପିଛା ୬୯,୨୩୦ ଟଙ୍କାରେ କାରବାର ହୋଇଥିବା ଦେଖିବାକୁ ମିଳିଥିଲା। ସେହି ଆଜି ଅର୍ଥାତ୍ ମଙ୍ଗଳବାର ସନ୍ଧ୍ୟାରେ ୫.୪୪ ପ୍ରତିଶତ ହ୍ରାସ ହେବା ସୁନା ମୂଲ୍ୟରେ ୪୦୦୦ ଟଙ୍କା ହ୍ରାସ ପାଇଛି। ପୂର୍ବରୁ ୧୦ ଗ୍ରାମ ପିଛା ୬୭, ୫୦୦ ଥିଲା, ଏବେ ୬୪ ହଜାର କମିଛି। ପୂର୍ବରୁ ରୁପା କିଲୋ ୯୫ ହଜାର ଥିଲା, ଏବେ ୯୦ ହଜାର ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପଳାଶୁଣୀ ଛକରେ ଛକି ବସିଥିଲା ମୃତ୍ୟୁ: ୫ମାସ ହେଲା ଶିଳାନ୍ୟାସରେ ଅଟକିଛି ଫୁଟ୍‌ ଓଭରବ୍ରିଜ୍‌

ଭୁବନେଶ୍ୱର,୨୧ା୧୧(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱରରେ ରହୁଥିବା ପୁଅ ପାଖକୁ ଗଁାରୁ ଆସୁଥିଲେ ବାପା। ଦୁଇଟି ବ୍ୟାଗରେ ଭର୍ତ୍ତିକରି ଆଣିଥିଲେ ବିଭିନ୍ନ ପ୍ରକାର ପରିବା, ଚାଉଳ, ଲୁଗାପଟା ଆଦି...

ବିଜେଡି ଗୁଣ୍ଡାଗର୍ଦ୍ଦି ପାଇଁ ଯାଜପୁରବାସୀ ଭୟଭୀତ: ହିମାଂଶୁ

ଯାଜପୁର/କାଏମା, ୨୨ା୧୧ (ହର୍ଷବର୍ଦ୍ଧନ ବେହେରା/ଶିବପ୍ରସାଦ ମହାନ୍ତି): ବିଜେଡିର ଗୁଣ୍ଡାଗର୍ଦ୍ଦି ପାଇଁ ଯାଜପୁରବାସୀ ଭୟଭୀତ ବୋଲି ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁ(ଲିକୁ) କହିବା ସହ ତାଙ୍କ...

ଆଦାନୀଙ୍କୁ ତୁରନ୍ତ ଗିରଫ କର: ରାହୁଲ

ନୂଆଦିଲ୍ଲୀ,୨୨।୧୧: ବିଳିୟନେୟାର ଶିଳ୍ପପତି ଗୌତମ ଆଦାନୀଙ୍କ ବିରୋଧରେ ଲାଞ୍ଚ ଓ ଜାଲିଆତି ମାମଲାରେ ଆମେରିକାରେ ଗିରଫ ପରଓ୍ବାନା ଜାରି ହେବା ପରେ ଲୋକ ସଭାର ବିରୋଧୀ...

ବାଘକୁ ନେଇ ବିଧାୟକ ବିବ୍ରତ

ବାରିପଦା,୨୨ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ପାଦଦେଶ ଅଞ୍ଚଳରେ ବାଘ ଆତଙ୍କ ଦେଖାଦେଇଛି। ଏନେଇ ଅଞ୍ଚଳବାସୀ ଭୟଭୀତ ଅବସ୍ଥାରେ ରହିଛନ୍ତି। ବାଘ କବଳରୁ ରକ୍ଷା...

ମଧ୍ୟାହ୍ନଭୋଜନରେ ପୋକ, ଘରକୁ ଫେରିଲେ ଛାତ୍ରୀଛାତ୍ର

କଣାସ/ସାକ୍ଷୀଗୋପାଳ,୨୨।୧୧ (ବିଭୂତି ଭୂଷଣ ତ୍ରିପାଠୀ/ଭରତ ରାଉତ): ରାଜ୍ୟର ସମସ୍ତ ସରକାରୀ ବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କୁ ମାଗଣାରେ ପୁଷ୍ଟିକର ଖାଦ୍ୟ ଯୋଗାଇଦେବା ପାଇଁ ମଧ୍ୟାହ୍ନଭୋଜନ ଯୋଜନା କାର୍ଯ୍ୟକାରୀ ହେଉଛି।...

୨୦୨୧: ଓଡ଼ିଶା ସରକାରଙ୍କୁ ଲାଞ୍ଚ ଦେଇଥିଲେ ଆଦାନୀ

ନ୍ୟୁୟର୍କ/ନୂଆଦିଲ୍ଲୀ,୨୨ା୧୧(ରଏଟର୍ସ/ପି.ଟି.): ୨୦୨୧ରେ ଆଦାନୀ ଗ୍ରୁପ୍‌ ସ୍ଥାନୀୟସ୍ତରରେ ସୋଲାର ସେଲ୍‌ ଏବଂ ମୋଡ୍ୟୁଲାର ପ୍ଲାଣ୍ଟଗୁଡ଼ିକୁ ବ୍ୟବହାରକରି ଉତ୍ପାଦିତ ୮,୦୦୦ ମେଗାଓ୍ବାଟ୍‌ (୮ ଜିଡବ୍ଳ୍ୟୁ) ବିଦ୍ୟୁତ୍‌ ଶକ୍ତି ଭାରତର...

ଗୋଟିଏ ମୋବାଇଲ୍ ନମ୍ବରରେ ଏକାଧିକ ଆକାଉଣ୍ଟ ଲିଙ୍କ୍‌ ଥିଲେ ଆସିବନି ଟଙ୍କା, ଏମିତି କରିବାକୁ ଅପିଲ୍ କଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧।୧୧: ରାଜ୍ୟ ସରକାରଙ୍କର ସୁଭଦ୍ରା ଯୋଜନାରେ ଆସନ୍ତା ଡିସେମ୍ବର ମାସ ପହିଲା ସୁଦ୍ଧା ୧ କୋଟି ମହିଳା ହିତାଧିକାରୀ ଆର୍ଥିକ ସହାୟତା ପାଇଥିବେ ବୋଲି ଉପମୁଖ୍ୟମନ୍ତ୍ରୀ...

କାହାକୁ କଳାପତାକା ଦେଖାଇବା ବେଆଇନ ନୁହେଁ: ହାଇକୋର୍ଟ

ଥିରୁଭାନନ୍ତପୁରମ୍‌,୨୧ା୧୧:କାହାକୁ କଳାପତାକା ଦେଖାଇବା ବେଆଇନ କାର୍ଯ୍ୟ ନୁହେଁ ଏବଂ ଏହାକୁ ମାନହାନି କୁହାଯାଇପାରିବ ନାହିଁ ବୋଲି କେରଳ ହାଇକୋର୍ଟ ଟିପ୍ପଣୀ ଦେଇଛନ୍ତି। କେରଳ ମୁଖ୍ୟମନ୍ତ୍ରୀ ପିନାରାୟୀ...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri