ସ୍ବାମୀ- ସ୍ତ୍ରୀ ମଧ୍ୟରେ ବଚସା: ବ୍ରିଜ ଉପରୁ ଡେଇଁପଡ଼ିଲେ ସ୍ତ୍ରୀ

କୋରାପୁଟ, ୧୬।୧୦(ସ୍ବ.ପ୍ର.): କୋରାପୁଟ ଜିଲା ପାଡୁଆ ଥାନା ଅଧୀନ ପାତାଳି ନଦୀ ବ୍ରିଜ ଉପରୁ ଡେଇଁ ଜଣେ ମହିଳାଙ୍କ ଶନିବାର ମୃତ୍ୟୁ ଘଟିଛି। ସେ ହେଲେ ପାଡୁଆ ଥାନା ଅଧୀନ କୁକୁଡ଼ାପକ୍ଷୀ ଗ୍ରାମର ଜଗବନ୍ଧୁ ଖରାଙ୍କ ସ୍ତ୍ରୀ ପଦ୍ମା ଖରା(୪୦)।

ପ୍ରାପ୍ତ ସୂଚନା ମୁତାବକ, ଜଗବନ୍ଧୁ ତାଙ୍କ ସ୍ତ୍ରୀ ପଦ୍ମାଙ୍କ ସହ ଏକ ଗାଡ଼ି ଯୋଗେ ପୂଜାରିପୁଟ ଗ୍ରାମରେ ହେଉଥିବା ଏକ ସାମାଜିକ ଉତ୍ସବରେ ଯୋଗଦେବାକୁ ଯାଉଥିଲେ। ହେଲେ ବାଟରେ ସ୍ବାମୀ- ସ୍ତ୍ରୀଙ୍କ ମଧ୍ୟରେ କୌଣସି କଥାକୁ ନେଇ ବଚସା ହୋଇଥିଲା। ଏଥିରେ ଉତ୍‌କ୍ଷିପ୍ତ ହୋଇ ପଦ୍ମା ବ୍ରିଜରୁ ଉପରୁ ନଦୀକୁ ଡେଇଁ ପଡିଥିଲେ। ଏନେଇ ଜଗବନ୍ଧୁ ପାଡୁଆ ଥାନା ଏବଂ ସ୍ଥାନୀୟ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ଅଗ୍ନିଶମ ବିଭାଗ କମର୍ର୍ଚାରୀ ଘଟଣାସ୍ଥଳରେ ପହଞ୍ଚି ବହୁ ଖୋଜାଖୋଜି ପରେ ନଦୀରୁ ପଦ୍ମାଙ୍କ ମୃତଦେହ ଉଦ୍ଧାର କରିଥିଲେ। ପାଡୁଆ ଥାନା ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏନେଇ ପୋଲିସ ଏକ ମାମଲା ରୁଜୁ କରି ଘଟଣାର ଅଧିକ ତଦନ୍ତ ଚଳାଇଛି। ସେମାନଙ୍କ ୩ଟି ସନ୍ତାନ ରହିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୀତ ମହୋତ୍ସବ ପାଇଁ ସଜବାଜ: ନୂତନ କମିଟି ଚୟନ ପାଇଁ ନିଷ୍ପତି

ଦାରିଙ୍ଗବାଡି,୨୩୧୨( ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡିରେ ୨୦୨୫ ଶୀତ ମହୋତ୍ସବ ପାଳନ କରାଯିବା ପାଇଁ ସୋମବାର ଶୀତ ମହୋତ୍ସବ ପାଳନ କମିଟିର ସମ୍ପାଦକ ତଥା ବିଡ଼ିଓ...

ବନ ବିଭାଗର ବଡ଼ ଧରଣର ଚଢ଼ାଉ: ଧରାପଡ଼ିଲେ ବାଘ ଛାଲ ରାକେଟ୍‌

ଭୁବନେଶ୍ୱର,୨୩।୧୨: ବାଲେଶ୍ୱର ଏବଂ ମୟୂରଭଞ୍ଜ ଜିଲାରେ ସୋମବାର ବନ ବିଭାଗ ଏବଂ ସ୍ପେଶାଲ ସ୍କ୍ବାଡ୍‌ ପକ୍ଷରୁ ବଡ଼ ଧରଣର ଚଢ଼ାଉ କରାଯାଇଛି। ଚଢାଉ ବେଳେ ଅଧିକାରୀମାନେ...

ପ୍ରଥମଥର ଦାରିଙ୍ଗବାଡି ବୁଲିଲେ ଗଣଶିକ୍ଷା ମନ୍ତ୍ରୀ: ପର୍ଯ୍ୟଟନକ୍ଷେତ୍ରର ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡି,୨୩।୧୨( ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡିକୁ ଦିନିକିଆ ଗସ୍ତରେ ସୋମବାର ଓଡିଶା ରାଜ୍ୟ ଗଣ ଶିକ୍ଷା ମନ୍ତ୍ରୀ ତଥା ଅନୁସୂଚିତ ଜାତି ଜନଜାତି ଉନ୍ନୟନ ସଂଖ୍ୟା...

ଉଜୁଡା ଫସଲ ଦେଖି ଧାନ କ୍ଷେତରେ ଟଳିପଡିଲେ ଚାଷୀ

ସାକ୍ଷୀଗୋପାଳ, ୨୩।୧୨(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଅଦିନିଆ ବର୍ଷା ପାଣିରେ ଧାନ ଫସଲ ପଡିଥିବା ଦେଖି ଜଣେ ଚାଷୀ ସୋମବାର ଧାନ କ୍ଷେତରେ ଟଳି ପଡ଼ିଛନ୍ତି।...

ଥାନା ଅଞ୍ଚଳରେ ସିରିଜ ଚୋରି: ବଢିଲା ପୋଲିସର ମୁଣ୍ଡବ୍ୟଥା

ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଥାନା ଇଲାକାରେ ସିରିଜ ଚୋରି ପୋଲିସର ମୁଣ୍ଡବ୍ୟଥା ବଢାଇ ଦେଇଛି। ଦୁର୍ବୃତ୍ତମାନେ ଲଗାଣ ବର୍ଷା ଓ ଶୀତ ରାତିର ସୁଯୋଗ...

ଜିନ୍ନତକୁ ଟ୍ରାଙ୍କୁଲାଇଜ ପାଇଁ ଚାଲିଛି ଉଦ୍ୟମ

ଭୁବନେଶ୍ୱର,୨୩।୧୨: ଶିମିଳିପାଳରୁ ଖସି ପଳାଇଥିବା ବାଘୁଣୀ ଜିନ୍ନତକୁ ଓଡ଼ିଶା ଫେରାଇ ଆଣିବାକୁ ବନ ବିଭାଗ କସରତ ଆରମ୍ଭ କରିଦେଇଛି। ବାଘୁଣୀ ଜିନ୍ନତ ଏବେ ପଶ୍ଚିମବଙ୍ଗ ପୁରୁଲିଆରେ...

ଖବରକାଗଜ ବିତରକଙ୍କ ଉପରକୁ ଡେଇଁଲା ମାଙ୍କଡ଼: ଆଉ ତା’ପରେ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ସଦରମହାକୁମା ଛତ୍ରପୁରରେ ମାଙ୍କଡ଼ ମାନଙ୍କ ଉପଦ୍ରବ ବଢ଼ିବାରେ ଲାଗିଛି। ଜଣେ ଖବରକାଗଜ ବିତରକ ଏହାର ଏହାର ଶିକାର ହୋଇଛନ୍ତି।...

ଏଫଏକ୍ୟୁ ମାନ କୋହଳ ପାଇଁ ଉଠିଲା ଦାବି

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ଲଗାଣ ବର୍ଷା ହେତୁ ଖରିଫ ଧାନ ଫସଲ କ୍ଷୟକ୍ଷତିର ଭରଣା, ଧାନର ଏଫଏକ୍ୟୁ ମାନ କୋହଳ, ଟୋକେନ ଅବଧି ବର୍ଦ୍ଧିତ ଦାବି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri