ହାଇଦ୍ରାବାଦ ବନ୍ୟା: ମୁଖ୍ୟମନ୍ତ୍ରୀଙ୍କ ୫ କୋଟି ସହାୟତା ଘୋଷଣା

ଭୁବନେଶ୍ୱର, ୨୨।୧୦(ବ୍ୟୁରୋ): ହାଇଦ୍ରାବାଦ ସମେତ ତେଲଙ୍ଗାନାର କିଛି ଅଞ୍ଚଳରେ ବନ୍ୟା ପରବର୍ତ୍ତୀ ଉଦ୍ଧାର କାର୍ଯ୍ୟ ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ୫ କୋଟି ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି। ଓଡ଼ିଶା ଲୋକଙ୍କ ତରଫରୁ ଏହି ରାଶି ପ୍ରଦାନ କରାଯାଉଥିବା ସେ କହିଛନ୍ତି। ଏନେଇ ମୁଖ୍ୟ ଶାସନ ସଚିବ ଅସିତ୍‌ ତ୍ରିପାଠୀ ଟୁଇଟ୍‌ ଯୋଗେ ସୂଚନା ଦେଇଛନ୍ତି।

Share