ଭାଜପାରେ ମିଶିବାକୁ ନେଇ ହେଉଥିଲା ଜୋର୍‌ଦାର ଚର୍ଚ୍ଚା: ମୁଁ ବିଜେଡିରେ ଅଛି…

ଦେଓଗାଁ,୨୪ା୩(କୃଷ୍ଣ ପ୍ରସାଦ ପାଣିଗ୍ରାହୀ): ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ୍‌ ଅଧ୍ୟକ୍ଷ ଦୟାନିଧି ଖମାରୀ ଭାଜପାରେ ମିଶିବା ନେଇ ସାମାଜିକ ଗଣମାଧ୍ୟମରେ ଖବର ପ୍ରକାଶ ପାଇଥିଲା। ଏନେଇ ବିଭିନ୍ନ ମହଲରେ ଚର୍ଚ୍ଚା ଆଲୋଚନା ଲାଗି ରହିଥିଲା।

ବ୍ଲକ୍‌ ଅଧ୍ୟକ୍ଷ ଖମାରୀ ସୋମବାର ଖବରଦାତା ସମ୍ମିଳନୀରେ ଭାଜପାରେ ମିଶିବା ନେଇ ଯେଉଁ ଖବର ପ୍ରସାରିତ ହୋଇଥିଲା ତାହା ସମ୍ପୂର୍ଣ୍ଣ ମଥ୍ୟା ବୋଲି ସ୍ପଷ୍ଟ କରିଥିଲେ। ମୁଁ ବିଜେଡିର ଜଣେ ଶୃଙ୍ଖଳିତ କର୍ମୀ। ଦୀର୍ଘ ବର୍ଷ ହେଲା ମୁଁ ବିଜେଡିରେ ରହିଆସିଛି। ଏଭଳି ମିଥ୍ୟା ଖବର ପ୍ରକାଶ ନ କରିବା ପାଇଁ ଗଣମାଧ୍ୟମକୁ ଅନୁରୋଧ କରିଥିଲେ। ସମ୍ମିଳନୀରେ ଅନ୍ତର୍ଯାମୀ ଭୋଇ, ରାଜପ୍ରତାପ ସିଂଦେଓ, ବୁଦ୍ଧଦେବ ପରୁଆ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିରୋଧୀଙ୍କ ଉପରେ ବର୍ଷିଲେ ମନମୋହନ, କହିଲେ ସେମାନେ ଦଳର…

ଭୁବନେଶ୍ୱର,୨୭ା୩: କଂଗ୍ରେସ ଗୁରୁବାର ବିଧାନସଭା ଘେରାଉ କରିଛି। ଏପଟେ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ ଦଳୀୟ କାର୍ଯ୍ୟାଳୟରେ ପ୍ରେସ୍‌ମିଟ୍‌ କରି ବିରୋଧୀଙ୍କ ଉପରେ ପ୍ରବଳ...

କଂଗ୍ରେସ କଲା ଗର୍ଜନ, ମାନସଙ୍କୁ ଘରୁ ଉଠାଇ ନେଲା ପୋଲିସ

ଭୁବନେଶ୍ୱର,୨୭।୩: ବିଧାନସଭା ଘେରାଉ ପାଇଁ ବାହାରିଲା କଂଗ୍ରେସ। ରାମମନ୍ଦିର ଛକରୁ କଂଗ୍ରେସର ପଦଯାତ୍ରା ଆରମ୍ଭ ହୋଇଛି। ସେପଟେ ବିଧାନସଭା ପ୍ରଶ୍ନକାଳ ଆରମ୍ଭ ପୁର୍ବରୁ ଗଙ୍ଗା ଜଳ...

ବାପା ଆଗରେ ଚାଲିଗଲା ୫ବର୍ଷ ଶିଶୁର ଜୀବନ

କେନ୍ଦୁଝର,୨୭।୩(ନରେଶ ଚନ୍ଦ୍ର ପଟ୍ଟନାୟକ) ଟ୍ରକ ଧକ୍କାରେ ଚାଲିଗଲା ୫ବର୍ଷ ଶିଶୁର ଜୀବନ। ବାପା ଆଗରେ ଚାଲିଗଲା ଶିଶୁର ଜୀବନ। ଏପରି ଅଭାବନୀୟ ଘଟଣା ଘଟିଛି ଯୋଡ଼ା...

ହୋମ୍‌ଗାର୍ଡ ପରୀକ୍ଷା ବେଳେ ଅଚେତ ହୋଇପଡ଼ିଥିଲେ ପରୀକ୍ଷାର୍ଥୀ, ଚିକିତ୍ସାଧୀନ ଅବସ୍ଥାରେ…

ଦେବଗଡ଼,୨୭ା୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ରିଜର୍ଭ ପୋଲିସ ପଡ଼ିଆରେ ଚାଲିଥିଲା ଶାରିରୀକ ପରୀକ୍ଷା। ଏହି ପରୀକ୍ଷା ବେଳେ ଏକ ଦୁଃଖଦ ଘଟଣା ଘଟିଛି। ପରୀକ୍ଷା ପାଇଁ...

ଛାତ୍ରୀ ମୃତ୍ୟୁ ଘଟଣା: ହଷ୍ଟେଲ ଛାଡିଲେ ୧୭୦ ଅନ୍ତେବାସୀ

ଉଦଳା,୨୭।୩(ସନ୍ତୋଷ କୁମାର ବାଛିନି): ହଷ୍ଟେଲରେ ଛାତ୍ରୀଙ୍କ ମୃତ୍ୟୁ ପରେ ଚିନ୍ତାରେ ଅଭିଭାବକ। ବିଳମ୍ବିତ ରାତିରେ ହଷ୍ଟେଲ ଛାଡିଲେ ଅନ୍ତେବାସିନୀ। ଅନଷୋ ହଷ୍ଟେଲରେ ନବମ ଶ୍ରେଣୀ ଛାତ୍ରୀ...

ବାପାଙ୍କ ସହ ଯୁକ୍ତିତର୍କ ପରେ ଫ୍ୟାନ୍‌ରେ ଝୁଲି ପଡ଼ିଲେ ନାବାଳକ

ଫୁଲବାଣୀ, ୨୭।୩(ରାକେଶ କୁମାର ରାଉତ)-କନ୍ଧମାଳ ଜିଲା ଫୁଲବାଣୀ ଟାଉନ ଥାନା ଅନ୍ତର୍ଗତ କେନ୍ଦୁପଦର ଅଞ୍ଚଳରେ ବୁଧବାର ଜଣେ ନାବାଳକଙ୍କ ମୃତଦେହ ସନ୍ଦେହ ଜନକ ଅବସ୍ଥାରେ ଉଦ୍ଧାର...

ଭୁବନେଶ୍ୱରକୁ ଘେରିଗଲେ ପୋଲିସ ଫୋର୍ସ, ଚେତାବନୀ ଦେଲେ ଭକ୍ତ ଦାସ…

ଭୁବନେଶ୍ୱର,୨୭।୩: ଆଜି ଭୁବନେଶ୍ୱର ଘେରିବ କଂଗ୍ରେସ। ଏନେଇ ହାଇ ଆର୍ଲଟ ମୋଡରେ ରାଜଧାନୀ। ସାରା ଭୁବନେଶ୍ୱରରେ ହୋଇଛି ପୋଲିସ ଛାଉଣୀ। ରାଜ୍ୟରେ ମହିଳା ଅସୁରକ୍ଷିତ ଏବଂ...

ଦାମୋଦରପୁରରେ ମା’ ଦଣ୍ଡକାଳୀ ଉତ୍ସବ, ମନ ଜିଣିଲା ଉଷାରାଣୀଙ୍କ ଆଙ୍କରିଂ

ଗଞ୍ଜାମ,୨୬।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଦାମୋଦରପୁର ଗ୍ରାମରେ ପ୍ରଥମ ମା ଦଣ୍ଡକାଳୀଙ୍କ ଉତ୍ସବ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଛତ୍ରପୁର କମାପାଲି ଦଣ୍ଡ ସକାଳେ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image