Posted inଜାତୀୟ

ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା ହେବା ପୂର୍ବରୁ ସିଦ୍ଦାରାମାୟାଙ୍କୁ ଶୁଭେଚ୍ଛା ଜଣାଇଲେ ଶିବକୁମାର

ବେଙ୍ଗାଲୁରୁ,୧୫।୫: କର୍ନାଟକରେ ପରବର୍ତ୍ତୀ ସରକାର କିଏ ହେବ ସେନେଇ କଳ୍ପନାଜଳ୍ପନା ଲାଗିରହିଛି। ଗୋଟିଏ ପଟେ ସିଦ୍ଦାରାମାୟା ମୁଖ୍ୟମନ୍ତ୍ରୀଙ୍କ ଦୌଡରେ ରହିଥିବା ବେଳେ ଅନ୍ୟପଟେ କର୍ନାଟକ କଂଗ୍ରେସ ମୁଖିଆ ଡି.କେ ଶିବକୁମାର ରହିଛନ୍ତି। ଏହି ସମୟରେ ହାଇକମାଣ୍ଡଙ୍କୁ ଭେଟିବାକୁ ଆଜି ଦିଲ୍ଲୀ ଯାଇଛନ୍ତି ସିଦ୍ଦାରାମାୟା। ମୁଖ୍ୟମନ୍ତ୍ରୀ ସମ୍ପର୍କରେ ଦିଲ୍ଲୀରେ ଏକ ବୈଠକ ଅନୁଷ୍ଠିତ ହୋଇଛି। କଂଗ୍ରେସ ହାଇକମାଣ୍ଡ ସୋମବାର ଉଭୟ ଦଳର ନେତା ଏବଂ ବିଧାୟକମାନଙ୍କୁ ଦିଲ୍ଲୀ ଡାକିଥିଲେ। କିନ୍ତୁ ଶେଷ ମୁହୂର୍ତ୍ତରେ ଡି.କେ ଶିବକୁମାର ଦିଲ୍ଲୀ ଗସ୍ତକୁ ବାତିଲ କରିଦେଇଥିଲେ। କଂଗ୍ରେସ ଦ୍ୱାରା ଏ ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀଙ୍କ ନାମ ଘୋଷଣା ହୋଇ ନଥିବା ବେଳେ ଶିବକୁମାର ସିଦ୍ଦାରାମାୟାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏଭଳି ପରିସ୍ଥିତିରେ ହାଇକମାଣ୍ଡଙ୍କ ନିଷ୍ପତ୍ତିରେ ଡି.କେ ଶିବକୁମାର ଅସନ୍ତୁଷ୍ଟ ଥିବା ଅନୁମାନ କରାଯାଉଛି। ତେଣୁ ସେ ଦିଲ୍ଲୀ ଯାତ୍ରା ବାତିଲ କରିଥିବା କୁହାଯାଉଛି। ଶିବକୁମାର କହିଛନ୍ତି, ମୁଁ ପିଲା ନୁହେଁ। ମୋର ନିଜର ଚିନ୍ତାଧାରା ଅଛି। ମୋର ଦୃଷ୍ଟିଶକ୍ତି ଅଛି। ମୁଁ ବିଦ୍ରୋହ କରେ ନାହିଁ। ସିଦ୍ଦାରାମାୟାଙ୍କୁ ମୋର ଶୁଭେଚ୍ଛା। ତାଙ୍କ ପାଖରେ ବହୁମତ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଖେଳକୁ ବୁଝନ୍ତୁ ଲୋକେ:ରାହୁଲ

ନୂଆଦିଲ୍ଲୀ,୨୩ା୧୧:ସୌର ଶକ୍ତି ଠିକା ପାଇଁ ଭାରତୀୟ ଅଧିକାରୀମାନଙ୍କୁ ଲାଞ୍ଚ ଦେବା ଓ ନିବେଶକଙ୍କୁ ଠକେଇ ଅଭିଯୋଗରେ ଶିଳ୍ପପତି ଗୌତମ ଆଦାନୀଙ୍କ ବିରୋଧରେ ଆମେରିକା କୋର୍ଟରୁ ଗିରଫ...

Maharashtra Election Result Live: ପ୍ରାରମ୍ଭିକ ଟ୍ରେଣ୍ଡରେ ମହାୟୁତି ଆଗରେ

ପୁଣେ,୨୩।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଇଁ ଶନିବାର ସକାଳୁ ମତଗଣନା ଚାଲିଛି। ସକାଳ ୮ଟାରୁ ଗଣତି କାର୍ଯ୍ୟ ଆରମ୍ଭ ହୋଇଛି। ପୋଷ୍ଟାଲ ବାଲଟ ଗଣତିରେ ମହାୟୁତି...

ଆଦାନୀ ଲାଞ୍ଚ: ତଦନ୍ତ ଆରମ୍ଭ କରିନି ସେବି

ମୁମ୍ବାଇ,୨୩ା୧୧:୬୨ ବର୍ଷୀୟ ବିଲିୟନେୟାର ଗୌତମ ଆଦାନୀ, ତାଙ୍କ ପୁତୁରା ସାଗର ଆଦାନୀ ଏବଂ କମ୍ପାନୀର ଏକ୍‌ଜିକ୍ୟୁଟିଭ୍‌ମାନେ ନିଜର ଆଦାନୀ ଗ୍ରୁପ୍‌ ଅଧୀନ ଏକ ଅକ୍ଷୟ ଶକ୍ତି...

ପୂର୍ବ ମୁଖ୍ୟମନ୍ତ୍ରୀଙ୍କଠାରୁ ଆତିଶୀ ହଜାରେ ଗୁଣ ଭଲ: ଉପରାଜ୍ୟପାଳ

ନୂଆଦିଲ୍ଲୀ,୨୩ା୧୧: ଏକ ବିରଳ ଘଟଣାକ୍ରମରେ ଦିଲ୍ଲୀ ଉପରାଜ୍ୟପାଳ ଭି.କେ. ସାକ୍ସେନା ଶୁକ୍ରବାର ମୁଖ୍ୟମନ୍ତ୍ରୀ ଆତିଶୀଙ୍କୁ ଭୂୟସୀ ପ୍ରଶଂସା କରିଛନ୍ତି। ଆତିଶୀ ପୂର୍ବ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କଠାରୁ...

ଦିଲ୍ଲୀ ପ୍ରଦୂଷଣ ଅସମ୍ଭାଳ

ନୂଆଦିଲ୍ଲୀ,୨୩ା୧୧: ବାୟୁ ଗୁଣବତ୍ତା ସୂଚକାଙ୍କ ସ୍ତର ନିମ୍ନଗାମୀ ହେଉଥିବାରୁ ଏହାକୁ ଦୃଷ୍ଟିରେ ରଖି ଦିଲ୍ଲୀ -ଏନ୍‌ସିଆର୍‌ରେ ଗ୍ରେଡେଡ୍‌ ରେସ୍ପନ୍ସ ଆକ୍ସନ ପ୍ଲାନ୍‌ (ଜିଆର୍‌ଏପି) ଚତୁର୍ଥ ପର୍ଯ୍ୟାୟ...

ଆଜି ମହାରାଷ୍ଟ୍ର, ଝାଡ଼ଖଣ୍ଡ ନିର୍ବାଚନ ଫଳାଫଳ, ୮ଟାରେ ପୋଷ୍ଟାଲ ବାଲଟ ଗଣନା

ନୂଆଦିଲ୍ଲୀ,୨୩ା୧୧: ମହାରାଷ୍ଟ୍ର ଓ ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ଭୋଟଗଣତି ଶନିବାର ଅନୁଷ୍ଠିତ ହୋଇ ଫଳାଫଳ ପ୍ରକାଶ ପାଇବାକୁ ଯାଉଛି। ଉଭୟ ରାଜ୍ୟରେ ଶାସକ ଓ...

ରାଜି ଥିଲେ ଘର ଲୋକେ, ପଡ଼ିଥାନ୍ତା ହାତଗଣ୍ଠି…ହେଲେ ହଳଦୀ ଉତ୍ସବ ଦିନ କାହିଁକି ପଙ୍ଖାରେ ଝୁଲି ପଡ଼ିଲେ ବରକନ୍ୟା?

ଲକ୍ଷ୍ନୌ,୨୨।୧୧: ୩ ବର୍ଷର ପ୍ରେମସମ୍ପର୍କ। ପରିବାର ଲୋକେ ରାଜି ହେବା ପରେ ବିବାହର ଦିନ ସ୍ଥିର ହୋଇଥିଲା। ଆଉ ଦି ଦିନ ପରେ ପଡ଼ିଥିଲା ହାତଗଣ୍ଠି।...

ବିଶେଷଜ୍ଞଙ୍କ ବଡ଼ ଆକଳନ, ମହାରାଷ୍ଟ୍ରରେ ଏହି ଦଳ କରିବ ରାଜ୍‌!

ମୁମ୍ବାଇ,୨୨।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନକୁ ନେଇ ସି-ଭୋଟର ପ୍ରତିଷ୍ଠାତା ୟଶୱନ୍ତ ଦେଶମୁଖ ଆଶ୍ଚର୍ଯ୍ୟଜନକ ତଥ୍ୟ ଦେଇଛନ୍ତି। ଭାରତୀୟ ଜନତା ପାର୍ଟି ନେତୃତ୍ୱାଧୀନ ଏନଡିଏ ବା ମହାୟୁତି...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri