ବିବାହ ବନ୍ଧନରେ ବାନ୍ଧି ହେଲେ ସମ୍ବଲପୁର-ବଲାଙ୍ଗୀର ଜିଲାପାଳ

ଭୁବନେଶ୍ୱର,୨।୫(ବ୍ୟୁରୋ): ବିବାହ ବନ୍ଧନରେ ବାନ୍ଧି ହେଲେ ସମ୍ବଲପୁର ଜିଲାପାଳ ଅନନ୍ୟା ଦାଶ ଓ ବଲାଙ୍ଗୀର ଜିଲାପାଳ ଚଞ୍ଚଳ ରଣା। ଆସାମ ଗୁଆହାଟୀର ଏକ ବିଳାସମୟ ହୋଟେଲରେ ଉଭୟଙ୍କର ହାତଗଣ୍ଠି ପଡିଛି। ତେବେ ବିବାହ ପୂର୍ବରୁ ଉଭୟଙ୍କର ଏକ ଡ୍ୟାନ୍ସ ଭିଡିଓ ଭାଇରାଲ ହୋଇଥିଲା। ଯେଉଁଥିରେ ୨ ଜିଲାପାଳଙ୍କ ଜବରଦସ୍ତ ଡ୍ୟାନ୍ସ ଦେଖିବାକୁ ମିଳିଥିଲା।

Share