Posted inଜାତୀୟ

ମାଆ ହେବାକୁ ଯାଉଛନ୍ତି ଜୈସଲମେର କଲେକ୍ଟର ଟିନା ଡାବି, ପତ୍ର ଲେଖି ମାଗିଲେ ଛୁଟି

ଜୈଲସମେର,୩୦।୬: ଜୈସଲମେର କଲେକ୍ଟର ତଥା ଆଇଏଏସ ଟିନା ଡାବି ଏବେ ଗର୍ଭବତୀ। ସେ ଖୁବଶୀଘ୍ର ମାଆ ହେବାକୁ ଯାଉଛନ୍ତି। ଏଥିପାଇଁ ସେ ସରକାରଙ୍କୁ ପତ୍ର ଲେଖି ମ୍ୟାଟରନିଟି ଲିଭ ମାଗିଛନ୍ତି। ଏହାପରେ ଜଣାପଡିଛି ଯେ ସେ ଗର୍ଭବତୀ ଅଛନ୍ତି। କିଛିଦିନ ହେବ ସେ କଷ୍ଟ ଅନୁଭବ କରୁଥିଲେ ବି କାମରେ କେବେହେଲେ ହେଳା କରି ନ ଥିଲେ। ସୂଚନାଯୋଗ୍ୟ, ଆଇଏଏସ ଟିନା ଡାବି ୨୦ ଏପ୍ରିଲ ୨୦୨୨ରେ ଆଇଏଏସ ଡା. ପ୍ରଦିପ ଗାଓ୍ବଡେଙ୍କ ସହ ଦ୍ୱିତୀୟ ବିବାହ କରିଥିଲେ।

ସୂଚନାଯୋଗ୍ୟ, ୨୦୧୫ ବ୍ୟାଚ ଟପ୍ପର ଆଇଏଏସ ଟିନା ଡାବି ଦ୍ୱିତୀୟ ଥର ଆଇଏଏସ ପ୍ରଦିପ ଗାୱାଡେଙ୍କୁ ବିବାହ କରିଥିଲେ । ୨୦ ଏପ୍ରିଲ ୨୦୨୨ରେ ଉଭୟ ବିବାହ ବନ୍ଧନରେ ଆବଦ୍ଧ ହୋଇଥିଲେ। ପୂର୍ବରୁ ଟିନା ଆଇଏଏସ ଅଥାର ଆମୀର ଖାନଙ୍କୁ ବିବାହ କରିଥିଲେ, କିନ୍ତୁ ପରେ ସେମାନେ ଅଲଗା ହୋଇ ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହତ୍ୟାକାଣ୍ଡ ରାୟ ପ୍ରକାଶ: ୪ ଜଣଙ୍କୁ ଆଜୀବନ କାରାଦଣ୍ଡ

ଖୋର୍ଦ୍ଧା,୨୫ା୪(ପ୍ରଭାତ ପାଣିଗ୍ରାହୀ): ୧୦ବର୍ଷ ପରେ ଏକ ହତ୍ୟାକାଣ୍ଡ ରାୟ ପ୍ରକାଶ ପାଇଛି। ଏହି ମାମଲାର ବିଚାର କରି ଅତିରିକ୍ତ ଜିଲା ଓ ଦୌରାଜଜ୍‌ (୧ମ) ମଞ୍ଜୁଲତା...

ଆପଲ୍ ଆସନ୍ତା ବର୍ଷ ସୁଦ୍ଧା ଆମେରିକାରୁ ସମ୍ପୂର୍ଣ୍ଣ ଆଇଫୋନ୍ ଫ୍ୟାକ୍ଟ୍ରି ଭାରତ ସ୍ଥାନାନ୍ତର କରିପାରେ: ରିପୋର୍ଟ

ନୂଆଦିଲ୍ଲୀ,୨୫।୪: ଆପଲ୍ କମ୍ପାନୀ ଆସନ୍ତା ବର୍ଷ ଅର୍ଥାତ୍‌ ୨୦୨୬ ସୁଦ୍ଧା ଆମେରିକା ବଜାର ପାଇଁ ସମ୍ପୂର୍ଣ୍ଣ ଆଇଫୋନ୍ ଆସେମ୍ବଲିକୁ ଭାରତକୁ ସ୍ଥାନାନ୍ତର କରିବାକୁ ଯୋଜନା କରୁଛି...

ସ୍ୱାଧୀନତା ସଂଗ୍ରାମୀମାନଙ୍କ ଉପରେ ମନ୍ତବ୍ୟରୁ ବିରତ ରହିବାକୁ ନିର୍ଦ୍ଦେଶ: ରାହୁଲ ଗାନ୍ଧୀଙ୍କୁ ସୁପ୍ରିମକୋର୍ଟଙ୍କ ଭର୍ତ୍ସନା

ନୂଆଦିଲ୍ଲୀ,୨୫।୪: ସୁପ୍ରିମକୋର୍ଟ ଶୁକ୍ରବାର କଂଗ୍ରେସ ନେତା ତଥା ଲୋକସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀଙ୍କୁ ସ୍ୱାଧୀନତା ସଂଗ୍ରାମୀ ବୀର ସାଭରକରଙ୍କ ବିଷୟରେ ଦିଆଯାଇଥିବା ମନ୍ତବ୍ୟ...

ପହଲଗାମ୍‌ରୁ ସତ୍ୟବାଦୀ ଫେରିଲେ ୮ ପର୍ଯ୍ୟଟକ

ସାକ୍ଷୀଗୋପାଳ,୨୫ା୪(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଜମ୍ମୁ-କଶ୍ମୀରର ପହଲଗାମ୍‌ ପରିଭ୍ରମଣରେ ଯାଇଥିବା ସତ୍ୟବାଦୀର ୮ ଜଣ ପର୍ଯ୍ୟଟକ ସୁରକ୍ଷିତ ଫେରି ଆସିଛନ୍ତି। ସେମାନେ ହେଲେ ଦୀପକ ଶତପଥୀ,...

ଯେଉଁଠି ଲୁଚିଛନ୍ତି, ଖୋଜିଆଣି ଦଣ୍ଡ ଦିଅ: ସେନା ମୁଖ୍ୟଙ୍କୁ କହିଲେ ଏଲଜି

ଶ୍ରୀନଗର,୨୫।୪: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ, ଜମ୍ମୁ ଏବଂ କଶ୍ମୀରର ଲେଫ୍ଟନାଣ୍ଟ ଗଭର୍ନର (ଏଲଜି) ମନୋଜ ସିହ୍ନା ଆଜି ଶ୍ରୀନଗରରେ ସେନା ମୁଖ୍ୟ ଉପେନ୍ଦ୍ର ଦ୍ୱିବେଦୀଙ୍କ...

ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲେ ଶାହା, କହିଲେ ନିଜ ନିଜ ରାଜ୍ୟରେ ଥିବା…

ନୂଆଦିଲ୍ଲୀ,୨୫ା୪: ପହଲଗାମ ଆତଙ୍କବାଦୀ ଘଟଣାକୁ ନେଇ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଶୁକ୍ରବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଛନ୍ତି। ଉକ୍ତ ବୈଠକରେ ସବୁ ରାଜ୍ୟର...

ଛୁଟିରେ ସ୍କୁଲ ଖୋଲିଲେ କଡ଼ା କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ

ଭୁବନେଶ୍ୱର,୨୫ା୪: ବେସରକାରୀ ସ୍କୁଲ ଓ କଲେଜକୁ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କଡ଼ା ଚେତାବନୀ ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ସରକାରଙ୍କ ଗ୍ରୀଷ୍ମ ପ୍ରବାହ ଏସ୍‌ଓପି ନ...

ଆମେରିକା ପାଇଁ ଏହି ଘୃଣ୍ୟ କାମ କରାଯାଇଛି: ଆତଙ୍କବାଦୀଙ୍କୁ ସମର୍ଥନ, ତାଲିମ ଦେବା କଥା ସ୍ୱୀକାର କଲେ ପାକିସ୍ତାନ ପ୍ରତିରକ୍ଷା ମନ୍ତ୍ରୀ

ନୂଆଦିଲ୍ଲୀ,୨୫।୪: ପାକିସ୍ତାନର ରକ୍ଷା ମନ୍ତ୍ରୀ ଖ୍ୱାଜା ଆସିଫ ଏକ ସାକ୍ଷାତକାରରେ ଚାଞ୍ଚଲ୍ୟକର ସ୍ୱୀକାରୋକ୍ତି କରିଛନ୍ତି। ସେ କହିଛନ୍ତି ଯେ ପାକିସ୍ତାନ ଗତ ତିନି ଦଶନ୍ଧି ଧରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image