Posted inଜାତୀୟ

ପୁରୁଷ ନେଇପାରିବେ ଗର୍ଭନିରୋଧକ ଟିକା, ବିଶ୍ୱରେ ପ୍ରଥମ ଦେଶ ଭାବେ ଭାରତରେ ସଫଳ ପରୀକ୍ଷଣ

ନୂଆଦିଲ୍ଲୀ,୧୨।୧୦: ଗର୍ଭନରୋଧକ ଟିକା ଏବେ କେବଳ ମହିଳା ନୁହେଁ ପୁରଷ ମଧ୍ୟ ନେଇପାରିବେ। ଆଉ ଏହି ଟିକା ପ୍ରଥମ ଦେଶ ଭାବେ ଭାରତରେ ସଫଳତାର ସହ ପରୀକ୍ଷଣ ହୋଇଯାଇଛି। ଇଣ୍ଡିଆନ କାଉନସିଲ ଅଫ ମେଡିକାଲ ରିସର୍ଚ୍ଚ (ଆଇସିଏମଆର) ଦ୍ୱାରା ପ୍ରସ୍ତୁତ ଏହି ଟିକା ସମ୍ପୂର୍ଣ୍ଣ ସୁରକ୍ଷିତ ଏବଂ ପ୍ରଭାବଶାଳୀ ବୋଲି ଜଣାପଡିଛି। ରିଭର୍ସେବୁଲ ଇନହିବିଏଶନ ଅଫ ସ୍ପର୍ମ ଅଣ୍ଡର ଗାଇଡାନ୍ସ (ରିସୁଗ) ଟିକାକୁ ପରୀକ୍ଷା କରିବା ପାଇଁ ପ୍ରାୟ ସାତ ବର୍ଷ ସମୟ ଲାଗିଥିବା ଆଇସିଏମଆର କହିଛି।

ଅନ୍ତର୍ଜାତୀୟ ଓପନ ଏକ୍ସେସ ଜର୍ନାଲ ଆଣ୍ଡ୍ରୋଲୋଜିରେ ଅଧ୍ୟୟନର ତୃତୀୟ ପର୍ଯ୍ୟାୟର ନିଷ୍କର୍ସ ପ୍ରକାଶ ପାଇଛି। ଆଇଆଇଟି ଖଡଗପୁରର ପ୍ରଫେସର ଡକ୍ଟର ସୁଜୟ କୁମାର ଗୁହା କହିଛନ୍ତ, ରିସୁଗର ଗୋଟିଏ ଡୋଜର ପ୍ରଭାବ ପ୍ରାୟ ୧୩ ବର୍ଷ ପର୍ଯ୍ୟନ୍ତ ରହିଥାଏ। ବିଶେଷ କଥା ହେଉଛି ଏହାର କୌଣସି ପାର୍ଶ୍ୱ ପ୍ରତିକ୍ରିୟା ନାହିଁ। ଏହା ୯୯ ପ୍ରତିଶତ ଭାବେ ଗର୍ଭଧାରଣକୁ ରୋକିବାରେ ସକ୍ଷମ ଅଟେ।


Enter your email to get our daily news in your inbox.

All Right Reserved By Dharitri.Com

ଖୁସିରେ ଗଦ୍‌ଗଦ୍‌ ଅଜିତ ପାଓ୍ବାର: ଭଣଜାଙ୍କୁ କହିଦେଲେ ଏମିତି କଥା

ପୁଣେ,୨୫।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ବିଜୟ ପରେ ଏନସିପି ମୁଖ୍ୟ ଅଜିତ ପାୱାରଙ୍କ ଆତ୍ମବିଶ୍ୱାସ ଚରମ ସୀମାରେ ରହିଛି। ସେ ଭଣଜା ରୋହିତ ପାୱାରଙ୍କ ବିଜୟକୁ...

ପାର୍ଲାମେଣ୍ଟକୁ ସାଇକେଲରେ ଆସିଲେ ଟିଡିପି ଏମ୍‌ପି

ନୂଆଦିଲ୍ଲୀ,୨୫।୧୧: ପାର୍ଲାମେଣ୍ଟର ଶୀତକାଳୀନ ଅଧିବେଶନ ସୋମବାର ଆରମ୍ଭ ହୋଇଯାଇଛି। ଅଧିବେଶନରେ ଯୋଗଦେବାକୁ ଟିଡିପି ଏମ୍‌ପି ଆପାଲା ନାଇଡୁ ସାଇକେଲରେ ଆସି ପାର୍ଲାମେଣ୍ଟରେ ପହଞ୍ଚିଥିଲେ। ଏହି ଅବସରରେ...

୧୫୫ ଖଣ୍ଡ ଭୋଟ ମିଳିବା ପରେ ଟ୍ରୋଲ ହେଉଛନ୍ତି ଏହି ଅଭିନେତା: ଜବାବ ମିଳିଲା ଏମିତି…

ପୁଣେ,୨୫।୧୧: ନଭେମ୍ବର ୨୦ରେ ମହାରାଷ୍ଟ୍ରରେ ନିର୍ବାଚନ ଅନୁଷ୍ଠିତ ହୋଇଥିଲା ଏବଂ ନଭେମ୍ବର ୨୩ରେ ଭୋଟ ଗଣତି ପରେ ଫଳାଫଳ ଘୋଷଣା କରାଯାଇଥିଲା। ଏହି ନିର୍ବାଚନରେ ଅନେକ...

ଶୀତକାଳୀନ ଅଧିବେଶନ ଆରମ୍ଭରୁ ହୋ-ହଲ୍ଲା: ଗୃହକୁ ସ୍ଥଗିତ ରଖିଲେ ବାଚସ୍ପତି

ନୂଆଦିଲ୍ଲୀ,୨୫ା୧୧: ପାର୍ଲାମେଣ୍ଟର ଶୀତକାଳୀନ ଅଧିବେଶନ ସୋମବାର ଆରମ୍ଭ ହୋଇଯାଇଛି। ବାଚସ୍ପତି ଓମ୍‌ ବିର୍ଲା ଅଧିବେଶନ ଆରମ୍ଭରେ ଲୋକ ସଭାରେ ଶୋକ ପ୍ରସ୍ତାବ ଆଗତ କରିଥିଲେ। ଏହି...

ଶୀତ ଅଧିବେଶନ ପୂର୍ବରୁ ବିପକ୍ଷଙ୍କୁ ଟାର୍ଗେଟ୍‌ କଲେ ମୋଦି

ନୂଆଦିଲ୍ଲୀ,୨୫।୧୧: ଶୀତ ଅଧିବେଶନ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗଣମାଧ୍ୟମକୁ ସମ୍ବୋଧିତ କରିଛନ୍ତି। ସେ କହିଛନ୍ତି, ଶୀତ ଅଧିବେଶନ ଆଜିଠାରୁ ଆରମ୍ଭ ହେଉଛି ଏବଂ ପରିବେଶ...

ସ୍ବାମୀଙ୍କ ନାଁରେ ଏମିତି ଅଭିଯୋଗ ଆଣିଲେ ନବବିବାହିତା: ମୁଣ୍ଡରେ ହାତ ଦେଲା ପୋଲିସ

ନୂଆଦିଲ୍ଲୀ,୨୫।୧୧: ଉତ୍ତର ପ୍ରଦେଶର ଆଗ୍ରାରେ ଏକ ଅଜବ ଘଟଣା ଘଟିଛି। ଜଣେ ନବବିବାହିତ ସ୍ବାମୀଙ୍କ ନାଁରେ ସଙ୍ଗୀନ ଅଭିଯୋଗ ଆଣିଛନ୍ତି। ଲିପଷ୍ଟିକ ଏବଂ ପାଉଡର ଆଣିବାକୁ...

ମେଣ୍ଟ ସହଯୋଗୀଙ୍କ ମଧ୍ୟରେ ସମନ୍ବୟ ନ ଥିଲା: କଂଗ୍ରେସ

ମୁମ୍ବାଇ, ୨୫।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ପରାଜୟ ପରେ ମହା ବିକାଶ ଅଘାଡ଼ି ମେଣ୍ଟରେ ଆରୋପ ପ୍ରତ୍ୟାରୋପ ରାଜନୀତି ଆରମ୍ଭ ହୋଇଛି। ମହା ବିକାଶ ଅଘାଡ଼ି(ଏମ୍‌ଭିଏ)...

ପୋଲିସ ଗୁଳିରେ ୪ ମୃତ

ସମ୍ଭଲ(ୟୁପି),୨୫ା୧୧: ଉତ୍ତରପ୍ରଦେଶର ସମ୍ଭଲସ୍ଥିତ ଏକ ମସ୍‌ଜିଦରେ ରବିବାର ସକାଳେ ସର୍ଭେ ଚାଲିଥିବାବେଳେ ପୋଲିସ ଓ ଏକ ନିର୍ଦ୍ଦିଷ୍ଟ ସମ୍ପ୍ରଦାୟର ଲୋକଙ୍କ ମଧ୍ୟରେ ସଂଘର୍ଷ ଘଟିଛି। ଉକ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri