Categories: ଜାତୀୟ

କାଲି ପ୍ରକାଶ ପାଇବ ଆଇସିଏସ୍‌ଇ ଦଶମ, ଆଇଏସ୍‌ସି ଦ୍ୱାଦଶ ରେଜଲ୍ଟ

ଭୁବନେଶ୍ୱର, ୯।୭(ବ୍ୟୁରୋ): ଆସନ୍ତା ଶୁକ୍ରବାର ଆଇସିଏସ୍‌ଇ ଦଶମ, ଆଇଏସ୍‌ସି ଦ୍ୱାଦଶ ରେଜଲ୍ଟ ପ୍ରକାଶ ପାଇବ। ଅପରାହ୍ନ ୩ଟାରେ ରେଜଲ୍ଟ ବାହାରିବ ବୋଲି ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି। ଆଇସିଏସ୍‌ଇ ଏବଂ ଆଇଏସ୍‌ସି ଓ୍ବେବ୍‌ସାଇଟ୍‌ରେ ରେଜଲ୍ଟ ଉପଲବ୍ଧ ହେବ। ମୋବାଇଲରେ ଏସ୍‌ଏମ୍‌ଏସ୍‌ ମାଧ୍ୟମରେ ମଧ୍ୟ ରେଜଲ୍ଟ ଜାଣିପାରିବେ ଛାତ୍ରୀଛାତ୍ର।

Share