ନୂଆ ଜିଲା ଜଜ୍‌ ପରିସର ନିର୍ମାଣ ପାଇଁ ଜମି ଚିହ୍ନଟ, ହସ୍ତାନ୍ତର ଆରମ୍ଭ

କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା ଜଜ୍‌ କୋର୍ଟର ନୂତନ ପରିସର ନିର୍ମାଣ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ବୁଧବାର ଏନେଇ ସ୍ଥାନୀୟ ଢାଙ୍ଗରପଡ଼ା ନିକଟରେ ଜିଲା ଜେଲ ନିକଟରେ ୭ ଏକର ଜମି ଚିହ୍ନଟ କରାଯାଇ ହସ୍ତାନ୍ତର କାର୍ଯ୍ୟ ଆରମ୍ଭ ହୋଇଛି। ସଦର ତହସିଲ ଅନ୍ତର୍ଗତ ଆଟପୁର ମୌଜାର ଖାତା ନମ୍ବର ୪୮୦ରେ ଜମି ଚିହ୍ନଟ ହୋଇଛି। ଏନେଇ ବିଚାର ବିଭାଗ ଓ ରାଜସ୍ବ ବିଭାଗର ଅଧିକାରୀଙ୍କ ଉପସ୍ଥିତିରେ ମାପଚୁପ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୀତରେ ଥରୁଛି ଜି. ଉଦୟଗିରି: ସର୍ବନିମ୍ନ ତାପମାତ୍ରା ୪. ୮ ଡିଗ୍ରୀ

ଜି ଉଦୟଗିରି,୧୧।୧(ଶିଶିର ପଟ୍ଟନାୟକ): ଜି. ଉଦୟଗିରି ସହରରେ ଚଳିତ ମାସ ୧ ତାରିଖରୁ ଶୀତର ଲହରୀ ଜାରି ରହିଛି । ଶନିବାର ସର୍ବନିମ୍ନ ତାପମାତ୍ରା ୪....

ଚାଷୀଙ୍କୁ ଉପଯୁକ୍ତ କ୍ଷତିପୂରଣ ଦାବି: କିଷାନ କଂଗ୍ରେସର ବିକ୍ଷୋଭ

ଛତ୍ରପୁର,୧୧।୧(ଦିଲ୍ଲୀପ ସାମଲ): କୃଷି ଋଣ ଛାଡ଼ କରିବା, ମଣ୍ଡି ଖୋଲି ସମସ୍ତ ଚାଷୀଙ୍କ ଧାନ କ୍ରୟ କରିବା ସହିତ ଚାଷୀଙ୍କୁ ଉପଯୁକ୍ତ କ୍ଷତିପୂରଣ ଯୋଗାଇ ଦେବା...

ଖଳା ନିକଟରୁ ବୋମା ଭର୍ତ୍ତି ବ୍ୟାଗ ଜବତ: ସହରରେ ଗୋଷ୍ଠୀ ସଂଘର୍ଷ ଏଡାଇବାକୁ ପୋଲିସର ପ୍ରୟାସ

ବ୍ରହ୍ମପୁର, ୧୧।୧(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ସହର ଏବେ ଧୀରେ ଧୀରେ ପୁଣିଥରେ ଅଶାନ୍ତ ଆଡକୁ ଗତି କରୁଛି। ନୂତନ ଭାବେ ଯୁବଗୋଷ୍ଠୀ ଅପରାଧ ଦୁନିଆରେ...

ସ୍ତ୍ରୀଙ୍କୁ ବିଭତ୍ସ ହତ୍ୟା କରି ଥାନାରେ ଆତ୍ମସମର୍ପଣ କଲେ ସ୍ବାମୀ

ମାଲକାନଗିରି,୧୧।୧(ଦୁର୍ଯ୍ୟୋଧନ ପାତ୍ର): ମାଳକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ ଏମଭି ୬୬ ଗ୍ରାମରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି । ସ୍ତ୍ରୀଙ୍କୁ ଅତି ବିଭତ୍ସ ଭାବରେ...

ଢେମସା, ବଜାସାଲରେ ଦୁଲୁକିଲା ମଞ୍ଚ

କୋକସରା,୧୧ା୧ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):କଳାହାଣ୍ଡି ଜିଲା କୋକସରା ବ୍ଲକସ୍ତରୀୟ କଳାହାଣ୍ଡି ଉତ୍ସବର ଦ୍ବିତୀୟ ସାରେ ବ୍ଲକ ଅଧ୍ୟକ୍ଷା ରୀତା ଅଗ୍ରୱାଲ ଅଧ୍ୟକ୍ଷତା କରିଥିଲେ। ନର୍ଲା ବିଧାୟିକା...

ବାଉଁଶ ବ୍ୟବସାୟୀଙ୍କ ଘର ଉପରକୁ ବୋମା ମାଡ଼

କଟକ,୧୧।୧: ଜଣେ ବାଉଁଶ ବ୍ୟବସାୟୀଙ୍କ ଘର ଉପରକୁ ବୋମା ମାଡ଼ ହୋଇଛି। ଏଭଳି ଘଟଣା କଟକ ସଦର ଥାନା ସୁଭଦ୍ରାପୁରରେ ଘଟିଛି। ବୋମାମାଡର କାରଣ ଅସ୍ପଷ୍ଟ...

ଶ୍ରୀକୃଷ୍ଣ, ବଳରାମଙ୍କୁ ଭେଟିଲେ ଅକ୍ରୂର

ମଥୁରାନଗରୀ/ଗୋପପୁର,୧୧।୧(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ଅଷ୍ଟମ ଦିବସରେ ଉଭୟ ମଥୁରା ନଗରୀ ଏବଂ ଗୋପପୁର ଦୃଶ୍ୟାଭିନୟ ଦେଖିବାକୁ ପ୍ରବଳ ଭିଡ଼ ହୋଇଥିଲା।...

ନବ ଦାସଙ୍କ ପୁଅଙ୍କୁ ନେଇ ତେଜିଲା ରାଜନୀତି

ଝାରସୁଗୁଡ଼ା,୧୧।୧(ଆଶିଷ ରଞ୍ଜନ ଦାଶ)”ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ପୁଅ ତଥା ଝାରସୁଗୁଡ଼ାର ପୂର୍ବତନ ବିଧାୟିକା ଦୀପାଳି ଦାସଙ୍କ ଭାଇ ବିଶାଳଙ୍କୁ ନେଇ ସ୍ଥାନୀୟ ରାଜନୀତି ଜୋର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image