ମାଓବାଦୀ-ଯବାନ ଛକାପଞ୍ଝା : ସୀମାନ୍ତରୁ ଜୀବନ୍ତ ଆଇଇଡ଼ି ଜବତ

ରାଉରକେଲା,୨୫।୧(ସଙ୍ଗୀତା ଜେନା): ଓଡ଼ିଶା ସୀମାନ୍ତ ଅଞ୍ଚଳରେ ମାଓବାଦୀ ଓ ସୁରକ୍ଷାବଳ ମଧ୍ୟରେ ଛକାପଞ୍ଝା ଜାରି ରହିଥିବା ବେଳେ ସପ୍ତାହକ ମଧ୍ୟରେ ୧୦ରୁ ଊର୍ଦ୍ଧ୍ୱ ଜୀବନ୍ତ ଆଇଇଡ଼ି ଜବତ କରାଗଲାଣି। ଏହି କ୍ରମରେ ବୁଧବାର ଅପରାହ୍ନରେ ଟୋଣ୍ଟୋ ଥାନା ଗ୍ରାମ ତୁମ୍ବାହାକା ନିକଟ ଜଙ୍ଗଲରେ କୋମ୍ବିଂ ଅପରେଶନ ଚାଲିଥିବା ବେଳେ ଜୀବନ୍ତ ଆଇଇଡ଼ି ଜବତ ହୋଇଛି।

ସେହିପରି ଗୋଇଲକେରା ଥାନା ବନଗ୍ରାମ ହୁସିପି, ଲେମସାଡ଼ିହି ଓ ହାଥିବୁରୁ ନିକଟ ଜଙ୍ଗଲ ଓ ପାହାଡ ଅଞ୍ଚଳରେ ୨ଟି ଆଇଇଡ଼ି କଚାରାସ୍ତାରେ ପୋତାଯାଇଥିଲା। ଏହାକୁ ଜବତ କରି ବମ୍‌ ନିରୋଧକ ଟିମ୍‌ ଦ୍ୱାରା ନଷ୍ଟ କରାଯାଇଛି। ଉକ୍ତ ଅଞ୍ଚଚରେ ଆଇଇଡ଼ି ସହ ୫ଟି ଲୁହା ତୀରକୁ ସୁରକ୍ଷାବଳ ଜବତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଧରିତ୍ରୀ ପ୍ରଭାବ: ଚୋରା ମଦ ବିକ୍ରି ଅଭିଯୋଗ ଘଟଣାରେ ପୋଲିସର ରେଡ

ଦାରିଙ୍ଗବାଡି, ୧୯।୧୦ (ଅରୁଣ ସାହୁ )-ସିମନବାଡି ଅଞ୍ଚଳରେ ଚୋରାଦେଶୀ ମଦ ଓ ନକଲି ବିଦେଶୀ ମଦ ବିକ୍ରି ଅଭିଯୋଗ ଘଟଣାରେ ପୋଲିସ ଆକ୍ସନ ମୋଡ଼ରେ ରହିଛି।...

ବାପ-ପୁଅଙ୍କୁ ଏସିଡ୍‌ ମାଡ: ସ୍ବାସ୍ଥ୍ୟାବସ୍ଥା ଗୁରୁତର

ତୁମୁଡିବନ୍ଧ(ଦୀପକ କୁମା ପରାସେଠ): ବାପା ପୁଅଙ୍କୁ ଘରେ ଶୋଇଥିବା ସମୟରେ ଏସିଡ ମାଡ଼। ବିଳମ୍ବିତ ରାତିରେ ଘରେ ଶୋଇଥିବା ସମୟରେ ଦୁର୍ବୁତ୍ତ ଘରେ ପଶି ଏସିଡ...

ରେଳ କର୍ମଚାରୀଙ୍କ ଘରେ ପଶିଲେ ଲୁଟେରା: ହାତଗୋଡ଼ ବାନ୍ଧି ସବୁ ଲୁଟିନେଲେ

ରାଉରକେଲା,୧୯।୧୦(ସଂଗୀତା ଜେନା): ରାଉରକେଲା ବନ୍ଧମୁଣ୍ଡାରେ ବଡ଼ ଧରଣର ଡକାୟତି ହୋଇଛି। ଫିଲ୍ମ ଷ୍ଟାଇଲରେ ଏହି ଡକାୟତି ହୋଇଥିବା ଜଣାପଡିଛି। ଶୁକ୍ରବାର ବିଳମ୍ବିତ ରାତିରେ ମାରଣାସ୍ତ୍ର ଦେଖାଇ...

୩ଶହ ସ୍କୁଲରେ ପାଠପଢ଼ା ବନ୍ଦ: ଜିଲାଭିତ୍ତିକ ନିଯୁକ୍ତିକୁ ସମର୍ଥନ କରି ପିଲାଙ୍କୁ ସ୍କୁଲ ପଠାଇଲେନି ଅଭିଭାବକ

ନବରଙ୍ଗପୁର, ୧୮/୧୦(ସଦାଶିବ ପ୍ରହରାଜ): ଜିଲାଭିତ୍ତିକ ନିଯୁକ୍ତିକୁ ସମର୍ଥନ କରି ପିଲାଙ୍କୁ ସ୍କୁଲ ଯିବାକୁ ବାରଣ କଲେ ଅଭିଭାବକ। ପ୍ରଥମେ ଅବିଭକ୍ତ କୋରାପୁଟ ଜିଲାକୁ ବନ୍ଦ ଡାକରା...

୨୦ରୁ ସି. କେ. ନାଇଡୁ ଟ୍ରଫି:ବରଗଡ଼ରେ ଓଡ଼ିଶା ଏବଂ ମହାରାଷ୍ଟ୍ର ଦଳ

ବରଗଡ଼,୧୯।୧୦(ପ୍ରେମାନନ୍ଦ ଖମାରୀ):ବରଗଡ଼ କ୍ରୀଷ୍ଣା ବିକାଶ ଗ୍ରାଉଣ୍ଡରେ ଆସନ୍ତା ୨୦ରୁ ୨୩ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଏବଂ ମହାରାଷ୍ଟ୍ର ମଧ୍ୟରେ ୨୩ବର୍ଷରୁ କମ୍‌ ସି. କେ. ନାଇଡୁ କ୍ରିକେଟ...

ଅଢ଼େଇ ମାସ ପରେ ବରଗଡ଼ ଧନୁଯାତ୍ରା:କଂସ ଅଭିନେତାଙ୍କ ବିରୋଧରେ ବଢୁଛି ବିତର୍କ

ବରଗଡ଼,୧୯।୧୦(ପ୍ରେମାନନ୍ଦ ଖମାରୀ):ଆଉ ଅଢ଼େଇ ମାସ ପରେ ବରଗଡ଼ ଧନୁଯାତ୍ରା ମହୋତ୍ସବ। ଶନିବାର ସନ୍ଧ୍ୟାରେ ଧନୁଯାତ୍ରା ମହୋତ୍ସବ ସମିତି କାର୍ଯ୍ୟକାରିଣୀ ବୈଠକ ବସିବ। କିନ୍ତୁ ଏହା ପୂର୍ବରୁ...

ଶ୍ରୀମନ୍ଦିର ସେବାୟତଙ୍କୁ ଆକ୍ରମଣ ଘଟଣା: ପନ୍ତିବଡ଼ୁ ସେବକ ନିଲମ୍ବିତ

ପୁରୀ,୧୯।୧୦: ଶ୍ରୀମନ୍ଦିରର ବରିଷ୍ଠ ସେବାୟତ ତଥା ସିନିଅର ସୁପରଭାଇଜର ବକ୍ସି ରାମଚନ୍ଦ୍ର ପ୍ରତିହାରୀଙ୍କୁ ଆକ୍ରମଣ ଘଟଣାରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି ଶ୍ରୀମନ୍ଦିର ପ୍ରଶାସନ। ଏହି...

ରାଜନୈତିକ ଶତ୍ରୁତାରୁ ବୋମାମାଡ଼ ଅଭିଯୋଗ: ଦୁର୍ବୃତ୍ତ ଫେରାର

ଖଲ୍ଲିକୋଟ,୧୯।୧୦(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ କେଶପୁର ଛକରେ ଥିବା ମୃତ ଦିଲ୍ଲୀପ ପାହାନଙ୍କ ଶ୍ରୀ ରାମ ଟାଇଲସ ଓ ମାର୍ବଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri