Posted inଜାତୀୟ

ନିର୍ବାଚିତ ହେଲେ ଅମେଠି, ରାଏବରେଲିକୁ ସମାନ ଭାବେ ଦେଖିବି: ରାହୁଲ

ଅମେଠି,୧୭ା୫: ରାଏବରେଲିରୁ ନିର୍ବାଚିତ ହେଲେ ଉଭୟ ଅମେଠି ଓ ରାଏବରେଲିର ବିକାଶ ପାଇଁ ସମାନ ଧ୍ୟାନ ଦେବେ ବୋଲି କଂଗ୍ରେସ ନେତା ରାହୁଲ ଗାନ୍ଧୀ କହିଛନ୍ତି। ଅମେଠିରୁ ରାହୁଲ ୩ ଥର ଲୋକ ସଭାକୁ ନିର୍ବାଚିତ ହୋଇଥିବାବେଳେ ୨୦୧୯ରେ ଭାଜପା ନେତ୍ରୀ ସ୍ମୃତି ଇରାନୀଙ୍କଠାରୁ ହାରିଯାଇଥିଲେ। ଏଥର ସେ ଅମେଠି ପରିବର୍ତ୍ତେ ତାଙ୍କ ମାଆଙ୍କ ଆସନ ରାଏବରେଲିରୁ ନିର୍ବାଚନ ଲଢ଼ୁଛନ୍ତି। ଯଦି ରାଏବରେଲିରେ ୧୦ ଟଙ୍କାର ବିକାଶମୂଳକ କାମ ହୁଏ, ଅମେଠିରେ ମଧ୍ୟ ସମାନ ପରିମାଣର ବିକାଶ କରାଯିବ ବୋଲି ରାହୁଲ ପ୍ରତିଶ୍ରୁତି ଦେଇଛନ୍ତି। ଅମେଠିରେ କଂଗ୍ରେସ ପ୍ରାର୍ଥୀ କେ.ଏଲ୍‌. ଶର୍ମାଙ୍କ ସମର୍ଥନରେ ସମାଜବାଦୀ ପାର୍ଟି ଅଧ୍ୟକ୍ଷ ଅଖିଳେଶ ଯାଦବଙ୍କ ସହ ରାହୁଲ ମିଳିତ ରାଲିରେ ଉଦ୍‌ବୋଧନ ଦେଇଥିଲେ। କଂଗ୍ରେସ କେନ୍ଦ୍ରରେ କ୍ଷମତାକୁ ଆସିଲେ ପ୍ରତ୍ୟେକ ଯୁବତୀଯୁବକଙ୍କୁ ମାସିକ ୮,୫୦୦ ଟଙ୍କା ଯୋଗାଇ ଦିଆଯିବ ବୋଲି ରାହୁଲ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସଧଗୁରୁଙ୍କୁ ମିଳିଲା ବଡ଼ ଆଶ୍ବସ୍ତି, ସୁପ୍ରିମକୋର୍ଟ କହିଲେ ଦୁଇ ନାବାଳିକା…

ନୂଆଦିଲ୍ଲୀ,୧୮।୧୦: ସଧଗୁରୁଙ୍କ ଇଶା ଫାଉଣ୍ଡେସନକୁ ସୁପ୍ରିମକୋର୍ଟଙ୍କରୁ ବଡ଼ ଆଶ୍ବସ୍ତି ମିଳିଛି। ଫାଉଣ୍ଡେସନ ବିରୋଧରେ ହାଇକୋର୍ଟରେ ଚାଲିଥିବା ମାମଲାକୁ ସୁପ୍ରିମକୋର୍ଟ ଖାରଜ କରିଛନ୍ତି। ତେବେ ଏହି ନିଷ୍ପତ୍ତିର...

ଦିପାବଳୀ ପୂର୍ବରୁ କୋଟି କୋଟି କର୍ମଚାରୀଙ୍କୁ ବଡ଼ ଝଟ୍‌କା ଦେଲେ ସରକାର, ମିଳିବ ନାହିଁ ୧୮ ମାସର ଏରିୟର! ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୧୮।୧୦: ଏବେ ଉତ୍ସବ ଋତୁ ଚାଲିଛି, ଏହି ସମୟରେ ସରକାରୀ କର୍ମଚାରୀମାନେ ଧନୀ ହେବାରେ ଲାଗିଛନ୍ତି। ଡିଏରୁ ବୋନସ ପର୍ଯ୍ୟନ୍ତ ସବୁକିଛି ମିଳୁଛି ଏମାନଙ୍କୁ। କିନ୍ତୁ...

ଟିମ୍‌ ଇଣ୍ଡିଆର ଟେନ୍‌ସନ୍‌ ବଢିଲା: ରିଷଭ ପନ୍ତଙ୍କ ପରେ ଏହି ଖେଳାଳି ଆହତ

ବେଙ୍ଗାଲୁରୁ,୧୮।୧୦: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ବେଙ୍ଗାଲୁରୁର ଏମ ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଉଛି। ଏହି ମ୍ୟାଚ...

ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ପଦକୁ ନେଇ ଟଣାଓଟରା

ମୁମ୍ବାଇ,୧୮।୧୦: ଶିବସେନା (ୟୁବିଟି)ର ବରିଷ୍ଠ ନେତାମାନେ ନଭେମ୍ବର ୨୦ରେ ହେବାକୁ ଥିବା ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଇଁ ଏହାର ବିଧାୟକ ତଥା ସମ୍ଭାବ୍ୟ ପ୍ରାର୍ଥୀଙ୍କୁ ଭେଟିଛନ୍ତି।...

ନିଜ ଦେଶର ପ୍ରଧାନମନ୍ତ୍ରୀଙ୍କ ଉପରେ ପ୍ରଶ୍ନ ଉଠାଇଲେ ଜାତୀୟ ସୁରକ୍ଷା ବିଶେଷଜ୍ଞ

ନୂଆଦିଲ୍ଲୀ/ଓଟାଓ୍ବା,୧୮।୧୦: ଭାରତ-କାନାଡା ତିକ୍ତତା ମଧ୍ୟରେ ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ନିଜ ଦୋଷ ସ୍ବୀକାର କରିଛନ୍ତି। ସେ କହିଛନ୍ତି, ନିଜ୍ଜାର ହତ୍ୟା ମାମଲାରେ କାନାଡା ଭାରତକୁ ଆବଶ୍ୟକୀୟ...

ଭାରତ-କାନାଡା ପରସ୍ପର ଉପରେ ପ୍ରତିବନ୍ଧକ ଲଗାଇଲେ କାହାର ହେବ ବେଶୀ କ୍ଷତି: ଜାଣନ୍ତୁ

ନୂଆଦିଲ୍ଲୀ,୧୮।୧୦: ଭାରତ ଏବଂ କାନାଡା ମଧ୍ୟରେ ସମ୍ପର୍କରେ ତିକ୍ତତା ବଢିବାରେ ଲାଗିଛି। ଏହା ପଛରେ ସବୁଠାରୁ ବଡ କାରଣ ହେଉଛି ଖଲିସ୍ତାନୀ ବିଚ୍ଛିନ୍ନତାବାଦୀ ହରଦୀପ ସିଂ...

ସଲମାନଙ୍କୁ ପୁଣି ଧମକ

ମୁମ୍ବାଇ,୧୮ା୧୦: ଅଭିନେତା ସଲମାନ ଖାନଙ୍କୁ ପୁଣି ଧମକ ମିଳିଛି। ହ୍ବାଟ୍ସଆପ୍‌ରେ ମୁମ୍ବାଇ ଟ୍ରାଫିକ୍‌ ପୋଲିସକୁ ଏପରି ଧମକପୂର୍ଣ୍ଣ ମେସେଜ ଆସିଛି। ଏଥିରେ ସଲମାନଙ୍କଠାରୁ ୫ କୋଟି...

ଓଲଟା ସାମ୍ନା କରିବେ ନା ନିଜେ ଓଲଟି ଯିବେ ନୀତୀଶ? ପୁଣି ଅଡୁଆରେ ବିହାର ସରକାର

ପାଟନା,୧୭।୧୦: ବିହାରରେ ମଦ ଉପରେ ନିଷେଧାଦେଶ ଜାରି କରାଯାଇଥିବା ବେଳେ ଯେଉଁମାନେ ବେଆଇନ ମଦ ବ୍ୟବସାୟ କରୁଛନ୍ତି ସେମାନେ ପୁଣି ଥରେ ସରକାରଙ୍କୁ ଏକ ଶକ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri