ଯଦି କମଲା ହାରିସ୍‌ ରାଷ୍ଟ୍ରପତି ହୁଅନ୍ତି, ତେବେ ଘଟିବ ଏମିତି, ଯାହା ୨୩୫ ବର୍ଷର ଇତିହାସରେ କେବେ ହୋଇନାହିଁ

ଓ୍ବାଶିଂଟନ୍‌,୬।୧୧: ଆମେରିକାର ରାଷ୍ଟ୍ରପତି ନିର୍ବାଚନରେ କିଏ ଜିତିବ ତାହା ଏପର୍ଯ୍ୟନ୍ତ ସ୍ଥିର ହୋଇନାହିଁ। ଉଭୟ ଡୋନାଲ୍ଡ ଟ୍ରମ୍ପ ଏବଂ କମଲା ହାରିସ୍‌ ବିଜୟ ଦାବି କରୁଛନ୍ତି। ଚିତ୍ରଟି କିଛି ସମୟ ପରେ ସ୍ପଷ୍ଟ ହୋଇଯିବ ଯେ କାହାର ହାତ ଆସନ୍ତା ଚାରି ବର୍ଷ ଧରି ଆମେରିକାର ଦାୟିତ୍ୱ ଧରିବ। ହେଲେ ଯଦି ଡେମୋକ୍ରାଟିକ ପାର୍ଟିର କମଲା ହାରିସ ଏଥର ଜିତନ୍ତି, ତେବେ ଆମେରିକାର ନିର୍ବାଚନ ଇତିହାସରେ ସବୁଠାରୁ ଅନନ୍ୟ ରେକର୍ଡ ସୃଷ୍ଟି ହେବ।

ବାସ୍ତବରେ, ଯଦି ଆମେ ଆମେରିକାର ରାଷ୍ଟ୍ରପତି ନିର୍ବାଚନର ୨୩୫ ବର୍ଷର ଇତିହାସକୁ ଦେଖିବା, ଆଜି ପର୍ଯ୍ୟନ୍ତ କୌଣସି ମହିଳା ବିଜେତା ହୋଇପାରି ନାହାଁନ୍ତି। ୧୮୭୨ରେ ଭିକ୍ଟୋରିଆ ଉଡହୁଲ ରାଷ୍ଟ୍ରପତି ପଦ ପାଇଁ ନିର୍ବାଚନ ଲଢିଥିବା ଲଢିଥିବା ପ୍ରଥମ ମହିଳା ଥିଲେ।

କମଲା ହାରିସଙ୍କ ପୂର୍ବରୁ ୨୦୧୬ରେ ହିଲାରୀ କ୍ଲିଣ୍ଟନ ରାଷ୍ଟ୍ରପତି ଦୌଡ଼ରେ ଥିଲେ କିନ୍ତୁ ସେ ହାରିଯାଇଥିଲେ। କହୁରଖୁଛୁ ଯେ ଆମେରିକାରେ ରାଷ୍ଟ୍ରପତି ସିଧାସଳଖ ଜନସାଧାରଣଙ୍କ ଦ୍ୱାରା ନିର୍ବାଚିତ ହୁଅନ୍ତି ନାହିଁ । ଲୋକମାନେ ସିନେଟ ଚୟନ କରନ୍ତି ଏବଂ ତା’ପରେ ସେହି ନିର୍ବାଚିତ ପ୍ରତିନିଧୀମାନେ ରାଷ୍ଟ୍ରପତି ଚୟନ କରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାଜିଲରେ ବିମାନ ଦୁର୍ଘଟଣା

ବ୍ରାସିଲିଆ,୨୨ା୧୨: ବ୍ରାଜିଲର ଦକ୍ଷିଣ ଭାଗରେ ଅବସ୍ଥିତ ପର୍ଯ୍ୟଟନ ସହର ଗ୍ରାମାଡୋରେ ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହେବାରୁ ୧୦ ଜଣଙ୍କ ମୃତ୍ୟୁ ଘଟିଛି। ସହର କେନ୍ଦ୍ରସ୍ଥଳରେ ଥିବା...

ହସ୍ପିଟାଲକୁ ଧକ୍କାଦେଲା ହେଲିକପ୍ଟର: ଚାଲିଗଲା ୪ ଜୀବନ

ଆଙ୍କାରା,୨୨ା୧୨:ତୁର୍କୀରେ ରବିବାର ସକାଳେ ପ୍ରବଳ କୁହୁଡ଼ି ଯୋଗୁ ଏକ ହେଲିକପ୍ଟର ହସ୍ପିଟାଲ୍‌କୁ ଧକ୍କା ଦେବା ଫଳରେ ୪ ଜଣଙ୍କ ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରେ ହେଲିକପ୍ଟରର...

ମୋଦିଙ୍କୁ ମିଳିଲା ‘ଦ ଅର୍ଡର ଅଫ ମୁବାରକ ଅଲ କବୀର’ ସମ୍ମାନ

କୁଏତ ସିଟି,୨୨।୧୨: କୁଏତ ଗସ୍ତର ଶେଷ ଦିନ ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାୟନ ପ୍ୟାଲେସରେ ଗାର୍ଡ ଅଫ ଅନର ପ୍ରଦାନ କରାଯାଇଥିଲା। କୁଏତ ପ୍ରଧାନମନ୍ତ୍ରୀ...

ମୋଦିଙ୍କୁ କୁଏତ୍‌ରେ ଗାର୍ଡ ଅଫ ଅନର୍‌

କୁଏତ ସିଟି,୨୨।୧୨: କୁଏତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଗାର୍ଡ ଅଫ ଅନର ପ୍ରଦାନ କରାଯାଇଛି। କୁଏତର ବାଇନ ପ୍ୟାଲେସରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଗାର୍ଡ ଅଫ ଅନର...

ଆମେରିକାକୁ ବାଧ୍ୟ କଲା ଭାରତର ଶକ୍ତି, ଏହି ନିୟମକୁ କରିବାକୁ ପଡିଲା ପରିବର୍ତ୍ତନ

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୨।୧୨: ଏବେ ସାରା ବିଶ୍ୱରେ ଭାରତର ଶକ୍ତି ଏବଂ ଏହାର ସାମର୍ଥ୍ୟର ଶବ୍ଦ ଶୁଣିବାକୁ ମିଳୁଛି। ଆଜି ବିଶ୍ୱର ସମସ୍ତ ଦେଶ ଭାରତର ଶକ୍ତିକୁ ସ୍ବୀକୃତି...

ବାଂଲାଦେଶର ବଡ଼ ଅଭିଯୋଗ; ‘ଆମ ଲୋକଙ୍କୁ ଜବରଦସ୍ତ ନିଖୋଜ କରିବା ପଛରେ ଭାରତର ହାତ…

ଢାକା,୨୨।୧୨: ଭାରତ ଉପରେ ଆଉ ଏକ ବଡ଼ ଅଭିଯୋଗ ଲଗାଇଛି ବାଂଲାଦେଶ। ଏହାର ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ଦ୍ୱାରା ଗଠିତ ଏକ ଅନୁସନ୍ଧାନ କମିଶନ କହିଛନ୍ତି ଯେ...

ଟ୍ରକ୍‌କୁ ପିଟି ଜଳିଗଲା ବସ୍‌: ୩୮ ଜଣଙ୍କ ଜୀବନ ଗଲା, ୯ ଗୁରୁତର

ବ୍ରାସିଲିଆ,୨୨ା୧୨: ଏକ ଯାତ୍ରୀବାହୀ ବସ୍‌ ଟ୍ରକ୍‌କୁ ଧକ୍କା ଦେବା ପରେ ହୁତୁହୁତ ହୋଇ ରାସ୍ତାରେ ଜଳିଯାଇଛି। ଫଳରେ ୩୮ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୯ ଜଣ...

ଗୁରୁତ୍ୱପୂର୍ଣ୍ଣ ବିଲ୍‌ରେ ଦସ୍ତଖତ କଲେ ବାଇଡେନ, ଟଳିଲା ଶଟଡାଉନ୍ ବିପଦ

ନୂଆଦିଲ୍ଲୀ, ୨୧।୧୨: ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ଶନିବାର ମଧ୍ୟଭାଗରେ ସରକାରଙ୍କୁ ପାଣ୍ଠି ଯୋଗାଇବା ପାଇଁ କଂଗ୍ରେସ ଦ୍ୱାରା ପାରିତ ହୋଇଥିବା ଆଇନରେ ଦସ୍ତଖତ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri