Posted inଜାତୀୟ

ଯଦି ସରକାର ନ ମାନନ୍ତି ତେବେ…ସ୍ବାଧୀନ ଭାରତରେ ପ୍ରଥମଥର ହେବ ଲୋକ ସଭା ବାଚସ୍ପତି ପାଇଁ ନିର୍ବାଚନ

ନୂଆଦିଲ୍ଲୀ,୧୮।୬: ଲୋକ ସଭାରେ ଡେପୁଟି ସ୍ପିକର ପଦବୀ ଦାବିରେ ଜିଦ ଧରିଥିବା ବିରୋଧୀ ଚେତାବନୀ ଦେଇଛନ୍ତି ଯେ ଯଦି ସରକାର କୌଣସି ବିରୋଧୀଦଳର ନେତାଙ୍କୁ ଡେପୁଟି ସ୍ପିକର କରିବାକୁ ରାଜି ନ ହୁଅନ୍ତି, ତେବେ ସେମାନେ ଲୋକ ସଭା ବାଚସ୍ପତି ପଦ ପାଇଁ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବେ। ଯଦି ବିରୋଧୀ ଦଳ ଆସନ୍ତା ସପ୍ତାହରେ ଲୋକ ସଭା ବାଚସ୍ପତି ପଦ ପାଇଁ ପ୍ରାର୍ଥୀ ଦିଅନ୍ତି, ତେବେ ସ୍ବାଧୀନ ଭାରତ ଇତିହାସରେ ଏହା ପ୍ରଥମ ଥର ହେବ ଯେ ଲୋକ ସଭା ବାଚସ୍ପତି ପଦ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଏକଘରିକିଆ ହୋଇଗଲେଣି ନବୀନ-ପାଣ୍ଡିଆନ: ମୂଳ ଲକ୍ଷ୍ୟ କଂଗ୍ରେସକୁ ନ ଯାଆନ୍ତୁ

ଭୁବନେଶ୍ୱର,୯ା୪(ସୁନିତ୍‌ ମିଶ୍ର):କେନ୍ଦ୍ରୀୟ ଭାଜପା ନେତୃତ୍ୱ ବୁଝିସାରିଲେଣି ନବୀନ-ପାଣ୍ଡିଆନ ବର୍ତ୍ତମାନ ଏକଘରିକିଆ ହୋଇଗଲେଣି। ତୃଣମୂଳସ୍ତର କର୍ମୀ ଆଉ ତାଙ୍କ ଉପରେ ଭରସା ରଖୁନାହାନ୍ତି କି ସେମାନଙ୍କ ପାଖରେ...

ଖୁସି ଖବର: ଓଡ଼ିଶାରେ ସୃଷ୍ଟି ହେବ ୯୫,୯୧୫ ନିଯୁକ୍ତି ସୁଯୋଗ

ଭୁବନେଶ୍ୱର,୯ା୪(ଅନୁରାଧା ମହାରଣା):ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଇଦିନିଆ ଦିଲ୍ଲୀ ଗସ୍ତରେ ଯାଇ ଦେଶର ବହୁ ଶିଳ୍ପ ନେତୃତ୍ୱଙ୍କ ସହ ଆଲୋଚନା କରିଛନ୍ତି। ମଙ୍ଗଳବାର ରାଜ୍ୟରେ ପୁଞ୍ଜିନିବେଶ...

ମ୍ୟାନ୍‌ମାର ଭୂକମ୍ପରେ ପୋତି ହୋଇଥିବା ଲୋକଙ୍କୁ ଖୋଜିବାକୁ ବାହାରିଲା ‘ଅସରପା’

ମ୍ୟାନ୍‌ମାର,୯।୪:ନିକଟରେ ମ୍ୟାନ୍‌ମାର୍‌ରେ ଆସିଥିବା ୭.୭ ତୀବ୍ରତାର ଭୂମିକମ୍ପ ପରେ ସେଠାରେ ଏବେ ମଧ୍ୟ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଏବେ ସାଇବର୍ଗ ଅସରପା ମଧ୍ୟ ଏହି...

ମେ’ ଦ୍ୱିତୀୟ ସପ୍ତାହରେ ମାଟ୍ରିକ୍‌ ପରୀକ୍ଷାଫଳ

କଟକ,୯ା୪(କାର୍ତ୍ତିକ ସାହୁ):ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତବର୍ଷର ମାଟ୍ରିକ୍‌ ପରୀକ୍ଷା ଖାତାଦେଖା କାର୍ଯ୍ୟ ଶେଷ ହେବାକୁ ଆଉ ୨ ଦିନ ସମୟ ଲାଗିବ।...

ମା’ ଠାକୁରାଣୀଙ୍କ ଚୈତ୍ର ପର୍ବ ମହାସମାରୋହରେ ସମ୍ପନ୍ନ

ଥୁଆମୂଳ ରାମପୁର,୯।୪(ଦୁର୍ଗା କୀର୍ତ୍ତି): ସାରା ଓଡିଶାରେ ବାର ମାସରେ ତେର ପର୍ବ ପାଳିତ ହେଉଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ସ୍ଥିତ...

ବ୍ଲୁ ଡାଇମଣ୍ଡ କ୍ଲବ ୪-୧ ଗୋଲରେ ବିଜୟୀ

ବରଗଡ଼,୯।୪(ପ୍ରେମାନନ୍ଦ ଖମାରୀ):ଓଡ଼ିଶା ସରକାରଙ୍କ କ୍ରୀଡ଼ା ଓ ଯୁବ ବ୍ୟାପାର ବିଭାଗ ଏବଂ ଫୁଟବଲ ଆସୋସିଏଶନ ଅଫ ଓଡ଼ିଶାର ମିଳିତ ଆନୁକୁଲ୍ୟରେ ବରଗଡ଼ ଲେଙ୍ଗୁ ମିଶ୍ର ମିନି...

ମିଳୁନି ସୁରକ୍ଷା, ପୋଲିସ ଉପରେ ତୁଟୁଛି ଭରସା

ବରଗଡ଼,୯।୪(ପ୍ରେମାନନ୍ଦ ଖମାରୀ):ପଶ୍ଚିମ ଓଡ଼ିଶାରେ ବରଗଡ଼ ଏକ ପ୍ରମୁଖ ଜିଲା। ବରଗଡ଼ ସହର ମଧ୍ୟରେ ଜିଲାର ପ୍ରମୁଖ ମୁଖ୍ୟାଳୟ ରହିଛି। ଫଳରେ ସହରକୁ ଜିଲାର ସଦର ମହକୁମା...

ଲଗାତାର ୪ର୍ଥ ଥର ପାଇଁ ହାରିଲା ଚେନ୍ନାଇ, ପ୍ରିୟାଂଶ ସାଜିଲେ ପଞ୍ଜାବ ବିଜୟର ହିରୋ

ମୁଲାନପୁର,୮ା୪: ପ୍ରିୟାଂଶ ଆର୍ଯ୍ୟଙ୍କ ଧୂଆଁଦାର ଶତକ ବଳରେ ମଙ୍ଗଳବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ୧୮ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)କୁ ପରାସ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image