ମାଲିକ ନ କଲେ ଆଣ୍ଟିଜେନ ଟେଷ୍ଟ, ସିଲ୍‌ ହେବ ଦୋକାନ

ଗଞ୍ଜାମ,୧୧।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ସ୍ଥିତି ଦିନକୁ ଦିନ ବିଗିଡ଼ିବାରେ ଲାଗିଛି। ଏ ନେଇ ଗଞ୍ଜାମ ସହରରେ ଥିବା ସମସ୍ତ ଦୋକାନ ମାଲିକମାନେ ଆଣ୍ଟିଜେନ ଟେଷ୍ଟ କରିବା ନିମନ୍ତେ ଗଞ୍ଜାମ ତହସିଲଦାର ଅବନୀ କୁମାର ସାହୁ ପରାମର୍ଶ ଦେଇଛନ୍ତି l ଯଦି କୌଣସି ଦୋକାନୀ ନିଜର ଆଣ୍ଟିଜେନ ଟେଷ୍ଟ ନ କରନ୍ତି ତେବେ ଉକ୍ତ ଦୋକାନ ସିଲ କରାଯିବ ବୋଲି ଜିଲାପାଳଙ୍କ ନିର୍ଦ୍ଦେଶ ଥିବା ତହସିଲଦାର କହିଛନ୍ତି l ଏଥିସହ କିଛି ଜରୁରୀ କାମ ନ ଥିଲେ ଘରୁ ବାହାରନ୍ତୁ ନାହିଁ, ଯିବା ସମୟରେ ମାକ୍ସ ପିନ୍ଧିବେ ଓ ସାମାଜିକ ଦୂରତା ରଖିବାକୁ ଗଣମାଧ୍ୟମ ଜରିଆରେ ତହସିଲଦାର ସୂଚନା ଦେଇଛନ୍ତି l
ସୂଚନା ଯୋଗ୍ୟ ଗତକାଲି ୧୦୦ ଜଣଙ୍କ ଆଣ୍ଟିଜେନ ଟେଷ୍ଟ ହୋଇଥିଲା l ସେଥିରୁ ୩ ଜଣ କରୋନା ପଜିଟିଭ୍‌ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବେଧଡକ ଗଛକଟା ଅଭିଯୋଗ: ତାତିଲେ ମହିଳା

ଅମରପାଲି,୧୯।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଲପଦର ପଞ୍ଚାୟତର ଭାଲୁଡୁଙ୍ଗୁରୀ ଗ୍ରାମଠାରୁ ହାତିଲିମୁଣ୍ଡା ଯାଇଥିବା ରାସ୍ତାର ଉଭୟ ପାଶର୍‌ବରେ ଓ ସଂରକ୍ଷିତ ଜଙ୍ଗଲରେ...

ସକାଳୁ ସକାଳୁ ଫରେଷ୍ଟ ରେଞ୍ଜରଙ୍କୁ ମାଡ଼ିବସିଲା ଭିଜିଲାନ୍ସ

ରାୟଗଡ଼ା,୧୯।୯(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା କାଶୀପୁର ଫରେଷ୍ଟ ରେଞ୍ଜର ଅନ୍ତର୍ଯ୍ୟାମୀ ସାହୁଙ୍କ ସରକାରୀ ବାସଭବନରେ ଭିଜିଲାନ୍ସ ଚଢ଼ାଉ କରିଛୁ ଭିଜିଲାନ୍ସ ଟିମ। ଆୟର୍ବହିଭୂତ୍ତ ସମ୍ପତ୍ତି...

ପୋଲିସ ମୁଖା ତଳେ ଛପିଥିଲା ସଇତାନ ଚେହେରା: ଶୁଭମିତ୍ରା ହତ୍ୟାକାରୀ ଦୀପକଙ୍କ ଗୁମର ଫିଟୁଛି

ଭୁବନେଶ୍ୱର,୧୯ା୯(ସତ୍ୟଜିତ୍‌ ରାଉତ):ଟ୍ରାଫିକ୍‌ କନ୍‌ଷ୍ଟେବଲ ଶୁଭମିତ୍ରା ସାହୁଙ୍କ ହତ୍ୟା ଘଟଣାରେ ଗୋଟିଏ ପରେ ଗୋଟିଏ ରହସ୍ୟ ପଦାକୁ ଆସିବାରେ ଲାଗିଛି। ଶୁଭମିତ୍ରାଙ୍କ ହତ୍ୟାକାରୀ କନ୍‌ଷ୍ଟେବଲ ସ୍ବାମୀ ଦୀପକ...

ବିଜେଡି ତଣ୍ଟିରେ ଅନାସ୍ଥା କଣ୍ଟା: ଆଇଏଏସ୍‌ଙ୍କ ପରେ ଜଣେ ଓଏଏସ୍‌ ଅଫିସରଙ୍କୁ ଭେଟିବାକୁ ଧାଉଁଛନ୍ତି

ଭୁବନେଶ୍ୱର,୧୯ା୯(ସୁନିତ୍‌ ମିଶ୍ର):ରାଜ୍ୟ ସରକାରଙ୍କ ବିରୋଧରେ ବିଭିନ୍ନ ପ୍ରସଙ୍ଗକୁ ନେଇ କଂଗ୍ରେସ ପକ୍ଷରୁ ଅନାସ୍ଥା ପ୍ରସ୍ତାବ ଅଣାଯାଇଛି। ଚଳିତ ଅଧିବେଶନରେ ଅନାସ୍ଥା ଆଣିବ ବୋଲି କଂଗ୍ରେସ ପକ୍ଷରୁ...

ନିଯୁକ୍ତି ଠକେଇ ଅଭିଯୋଗରେ SSB କନେଷ୍ଟବଳ ଗିରଫ

ଭୁବନେଶ୍ୱର,୧୯/୯: ଟ୍ୱିନ ସିଟି କମିଶନରେଟ ପୋଲିସ ଏକ ନିଯୁକ୍ତି ଠକେଇ ମାମଲାରେ ସଶସ୍ତ୍ର ସୀମା ବଳ (SSB) କନେଷ୍ଟବଳ ପତିତପାବନ ପତି (୪୦) ଓ ତାଙ୍କର...

ନ୍ୟାଶନାଲ ଜିଓଗ୍ରାଫିକ୍‌ର କଭର ପେଜ୍‌ରେ ଶିମିଳିପାଳ କଳାବାଘ

ନୂଆଦିଲ୍ଲୀ,୧୯ା୯(ପି.ଟି.):ଓଡ଼ିଶାର ଶିମିଳିପାଳ ଜାତୀୟ ଉଦ୍ୟାନରେ ଭାରତୀୟ ଫଟୋଗ୍ରାଫର ପ୍ରସନ୍‌ଜିତ ଯାଦବଙ୍କ ଦ୍ୱାରା ନିଆଯାଇଥିବା ଏକ ଦୁର୍ଲଭ କଳାବାଘର ଫଟୋ ନ୍ୟାଶନାଲ ଜିଓଗ୍ରାଫିକ୍‌ ମାଗାଜିନର ଆଗାମୀ ଅକ୍ଟୋବର...

ସୁପର-୪’ରେ ସ୍ଥାନ ପକ୍କା କଲେ ଶ୍ରୀଲଙ୍କା, ବାଂଲାଦେଶ

ଆବୁଧାବି,୧୮ା୯: ନୁଓ୍ବାନ ଥୁସାରାଙ୍କ ଘାତକ ବୋଲିଂ ଓ ପରେ କୁସାଲ ମେଣ୍ଡିସଙ୍କ ଅପରାଜିତ ଅର୍ଦ୍ଧଶତକ ବଳରେ ଚଳିତ ଏସିଆ କପ୍‌ରେ ଗୁରୁବାର ଖେଳାଯାଇଥିବା ଗ୍ରୁପ୍‌-ବି’ର ଅନ୍ତିମ...

ବଲାଙ୍ଗିରରେ ଲକ୍ଷାଧିକ ଟଙ୍କାର କେନ୍ଦୁକାଠ ବୋଝେଇ ଟ୍ରକ ଜବତ, ଦୁଇ ଅଭିଯୁକ୍ତ ଅଟକ

ବଲାଙ୍ଗିର,୧୮ା୯: ବଲାଙ୍ଗିର ବନ ଖଣ୍ଡ ବିଭାଗ ପକ୍ଷରୁ ବିଜାଖମନ ଗାଁ ନିକଟରେ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର କେନ୍ଦୁକାଠ ବୋଝେଇ ଏକ ଟ୍ରକ (WB 25N...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image