Categories: ଜାତୀୟ

ଇଣ୍ଡୋନେସିଆରେ ଭାରତର ପରବର୍ତ୍ତୀ ରାଷ୍ଟ୍ରଦୂତ ହେବେ ସନ୍ଦୀପ ଚକ୍ରବର୍ତ୍ତୀ

ନୂଆଦିଲ୍ଲୀ,୨୧।୭: ଆଇଏଫଏସ ଅଧିକାରୀ ସନ୍ଦୀପ ଚକ୍ରବର୍ତ୍ତୀଙ୍କୁ ଇଣ୍ଡୋନେସିଆ ରିପବ୍ଲିକରେ ଭାରତର ପରବର୍ତ୍ତୀ ରାଷ୍ଟ୍ରଦୂତ ଭାବରେ ନିଯୁକ୍ତ କରାଯାଇଛି। ବୈଦେଶିକ ମନ୍ତ୍ରଣାଳୟ ଏ ସମ୍ପର୍କରେ ସୂଚନା ଦେଇଛି। ସନ୍ଦୀପ ଚକ୍ରବର୍ତ୍ତୀ ବର୍ତ୍ତମାନ ବୈଦେଶିକ ମନ୍ତ୍ରଣାଳୟର ଯୁଗ୍ମ ସଚିବ ଅଛନ୍ତି।

Share