ବିଜେଡିକୁ ଅଣଦେଖା, ନିଜେ ଶୋଭାଯାତ୍ରା କଲେ ଅରିନ୍ଦମ୍‌

କଟକ,୨୪।୧(ଶିଳ୍ପା ପ୍ରିୟଦର୍ଶିନୀ): ଦଳୀୟ କାର୍ଯ୍ୟକ୍ରମରୁ ବାହାରି ନିଜସ୍ବ ପଦଯାତ୍ରା କରିଛନ୍ତି ବିଜେଡି ରାଜ୍ୟ ସାଧାରଣ ସମ୍ପାଦକ ତଥା ଅଭିନେତା ଅରିନ୍ଦମ୍‌ ରାଏ। କଲେଜ ଛକସ୍ଥିତ ରେଭେନ୍ସା ବିଶ୍ୱବିଦ୍ୟାଳୟ ସମ୍ମୁଖରୁ ବାହାରି ନେତାଜୀଙ୍କ ଜନ୍ମସ୍ଥାନ ସଂଗ୍ରହାଳୟଠାରେ ନିଜ ସମର୍ଥକମାନଙ୍କୁ ନେଇ ସେ ପହଞ୍ଚତ୍ଥିଲେ। ଏହି ପଦଯାତ୍ରା ତାଙ୍କୁ ପୁଣି ଚର୍ଚ୍ଚାକୁ ଆଣିଛି। ମଙ୍ଗଳବାର ନେତାଜୀ ଜୟନ୍ତୀ ଅବସରରେ ବିଜେଡି ପକ୍ଷରୁ କଟକ ସହରରେ ଏକ ପଦଯାତ୍ରାର ଆୟୋଜନ କରାଯାଇଥିଲା, ହେଲେ ସେଠାରେ ତାଙ୍କୁ ଦେଖିବାକୁ ମିଳି ନ ଥିଲା। ଏନେଇ ଅରିନ୍ଦମ୍‌ କହିଛନ୍ତି, ନେତାଜୀଙ୍କ ଜୟନ୍ତୀ ଅବସରରେ ସମସ୍ତଙ୍କୁ ଏକାଠି କରିବା ପାଇଁ ଏହା ତାଙ୍କର ଏକ ପ୍ରୟାସ। ନେତାଜୀଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ସେ କାର୍ଯ୍ୟ କରୁଛନ୍ତି। ଏହି ଶୋଭାଯାତ୍ରା ତୁଳସୀ ଫାଉଣ୍ଡେଶନ ପକ୍ଷରୁ କରାଯାଉଛି ଓ ଏବେ ସେ ବିଜେଡିରେ ଅଛନ୍ତି। ଦଳ ପକ୍ଷରୁ ଯେତେବେଳେ ତାଙ୍କୁ ଯେଉଁ କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ଡାକରା ଆସିଥାଏ, ସେ ସେହି କାର୍ଯ୍ୟକ୍ରମରେ ଯୋଗ ଦେଇଥାଆନ୍ତି। ଏପରିକି ଯେଉଁଠି ଦଳର ଶୋଭାଯାତ୍ରା ହୋଇଥାଏ, ସେଠାକୁ ସେ ଯାଇଥାଆନ୍ତି। ହେଲେ ଏବେ ଯୁବ ଓ ଛାତ୍ରଙ୍କ ଶୋଭାଯାତ୍ରା କରାଯାଇଛି। ସେ ଯୁବରେ ନାହାନ୍ତି କିମ୍ବା ଛାତ୍ର ରଖି ନାହାନ୍ତି। ସେ ଶୋଭାଯାତ୍ରା କେବଳ ଯୁବ ଓ ଛାତ୍ରଙ୍କୁ ନେଇ କରାଇଛନ୍ତି ବୋଲି ଅରିନ୍ଦମ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧାନ ମଣ୍ଡିକୁ ନେଇ ବିବାଦ: ଧାରଣା ଦେଲେ ଖେଳାଳି

ହିଞ୍ଜିଳିକାଟୁ,୨୩।୧୨(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ରାଳବ ଗାଁରେ ଆରଏମସି ମାକେର୍ଟ ୟାର୍ଡ ମଧ୍ୟରେ ଖରିଫ ଋତୁରେ ଧାନ ସଂଗ୍ରହ ପାଇଁ ଧାନ ମଣ୍ଡି...

ରାଜ୍ୟରେ ୪୦୦୦ ଖାଲି କନିଷ୍ଠ ଶିକ୍ଷକ ପଦବୀ ପୂରଣ କରିବାକୁ ସରକାରଙ୍କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ,୨୩ା୧୨: ରାଜ୍ୟରେ କନିଷ୍ଠ ଶିକ୍ଷକ ପଦବୀ ନିଯୁକ୍ତିକୁ ନେଇ ଚାଲିଥିବା ବିବାଦରେ ପୁଣିଥରେ ହାଇକୋର୍ଟଙ୍କ ନିର୍ଦ୍ଦେଶ ଆସିଛି। ସଦ୍ୟତମ ବିକାଶରେ ହାଇକୋର୍ଟ ନୂତନ କଟ୍ ମାର୍କ...

ଲାଞ୍ଚ ନେବାବେଳେ ବ୍ଲକ ଯୋଗାଣ ସାହାୟିକାଙ୍କ ଉପରେ ମାଡିବସିଲା ଭିଜିଲାନ୍ସ, ୪ ସ୍ଥାନରେ ଚାଲିଛି ଚଢାଉ

କୋରାପୁଟ,୨୩।୧୨ ( ଅମିତାଭ ବେହେରା ): ଭିଜିଲାନ୍ସ ଜାଲରେ ପଡିଲେ ଦଶମନ୍ତପୁର ବ୍ଲକର ଯୋଗାଣ ସାହାୟିକା ( ଏମଆଇ )ମମତା ବେହେରା। କୋରାପୁଟ ଜିଲାର ଦଶମନ୍ତପୁର...

ସ୍ଥାୟୀ ବିଇଓ ନିଯୁକ୍ତି ପାଇଁ ଗଣଶିକ୍ଷା ମନ୍ତ୍ରୀଙ୍କ ନିକଟରେ ଦାବି

ଦାରିଙ୍ଗବାଡି,୨୩।୧୨( ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଷ୍ଠି ଶିକ୍ଷା ଅଧିକାରୀ (ବିଇଓ )ସ୍ଥାୟୀ ପଦବୀ ଦୀର୍ଘ ଦିନ ହେଲା ଖାଲି ପଡିଛି। ଉକ୍ତ ବ୍ଲକର...

ମନ୍ତ୍ରୀ କଲେ ବଡ଼ ଖୁଲାସା: ”ରାଜ୍ୟରେ ଏବେ ବି ରହିଛି ବିଜେଡି ଶାସନ ଚାପ”

କେସିଙ୍ଗା, ୨୩।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରରେ ଆୟୋଜିତ ବୁଢା ଡଙ୍ଗର ଲୋକ ମହୋତ୍ସବରେ ଯୋଗଦେବା ପାଇଁ ଗସ୍ତରେ ଆସିଥିବା ପଞ୍ଚାୟତିରାଜ, ଗ୍ରାମ୍ୟ ଉନ୍ନୟନ...

ବୁଢା ଡଙ୍ଗର ଲକୋମହୋତ୍ସବ ଆରମ୍ଭ: ନିଶାନ ବାଜାରେ ଦୁଲୁକିଲା କେସିଙ୍ଗା ସହର

କେସିଙ୍ଗା୨୩।୧୨: କଳାହାଣ୍ଡି ଜିଲା କେସିଙ୍ଗା ସ୍ଥିତ ବୃନ୍ଦାବନ ସାଂସ୍କୃତିକ ଅନୁଷ୍ଠାନ ଦ୍ୱାରା ବୁଢା ଡଙ୍ଗର ଲୋକ ମହୋତ୍ସବ ରବିବାର ଆରମ୍ଭ ହୋଇଯାଇଛି। ପ୍ରଥମ ଦିନରେ ସ୍ଥାନୀୟ...

ଗୋଟେ ଲଘୁଚାପ ଯାଉଯାଉ ପୁଣି ଆସୁଛି ଆଉ ଏକ ଲଘୁଚାପ, ଚାଷୀ ଛାନିଆ

ନିରାକାରପୁର, ୨୩।୧୨(ମାନସ ଚନ୍ଦ୍ର ପଟ୍ଟନାୟକ ): ଚଳିତ ମାସରେ ହୋଇଥିବା ଅଦିନିଆ ଲଗାଣ ବର୍ଷା ଚାଷୀ ମେରୁଦଣ୍ଡକୁ ଦୋହଲେଇଦେଇଥିବା ବେଳେ ପୁଣି ଆଉ ଗୋଟିଏ ଲଘୁଚାପ...

ଆଉ ଦିନକ ପରେ ବଡଦିନ: ରାଇକିଆ ପୋଲିସର ଫ୍ଲାଗମାର୍ଚ୍ଚ

ରାଇକିଆ,୨୩।୧୨(ପ୍ରଦୀପ ବେହେରା): ଆଉ ଦିନକ ପରେ ବଡଦିନ। ଏନେଇ କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ଚର୍ଚ୍ଚରେ ଆକର୍ଷଣୀୟ ସଜସଜ୍ଜା ସାଙ୍ଗକୁ ବ୍ୟାପକ ପ୍ରସ୍ତୁତି ଚାଲିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri