ବେଆଇନ ଭାବେ ଡାଲି ମହଜୁଦ ରଖିଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୩୦।୪, (ଅନୁରାଧା ମହାରଣା): ଡାଲି ବେଆଇନ ଭାବେ ମହଜୁଦ ରଖୁଥିବା ବ୍ୟବସାୟୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଗତ କିଛି ଦିନ ଧରି କେତେକ ରାଜ୍ୟରେ ଲଗାତର ଡାଲି ଦର ବଢ଼ୁଥିବା ହେତୁ କେନ୍ଦ୍ର ସରକାର ଏପରି ପଦକ୍ଷେପ ନେଇଛନ୍ତି। ସୋମବାର ଠାରୁ କେନ୍ଦ୍ର ଏନେଇ ଯାଞ୍ଚ ପ୍ରକ୍ରିୟାକୁ କଡ଼ାକଡ଼ି କରିଛି। ଏହି ପରିପ୍ରେକ୍ଷୀରେ ଗତ ଦୁଇ ସପ୍ତାହ ମଧ୍ୟରେ ସରକାର ରାଜ୍ୟ, ବଡ ଆମଦାନୀକାରୀ, ହୋଲସେଲରଙ୍କ ସହ ଆଲୋଚନା କରିଛନ୍ତି। ଓଡ଼ିଶା, ମହାରାଷ୍ଟ୍ର, ଗୁଜରାଟ ଏବଂ ମଧ୍ୟପ୍ରଦେଶ ସମେତ ଦେଶର ୮ଟି ରାଜ୍ୟରେ ଡାଲିର ମୂଲ୍ୟ କ୍ରମାଗତ ଭାବେ ବୃଦ୍ଧି ପାଉଛି । ହରଡ଼, ମୁଗ ଓ ଚଣା ଡାଲି ମହଜୁଦ ପରିମାଣ ସମ୍ପର୍କରେ https://fcainfoweb.nic.in/psp/ ପୋର୍ଟାଲରେ ସୂଚନା ଦେବାକୁ ନିର୍ଦ୍ଦେଶ ରହିଛି। ଏପ୍ରିଲ ୧୫ରୁ ଏହି ନିର୍ଦ୍ଦେଶକୁ କାର୍ଯ୍ୟକାରୀ କରାଯାଇଛି। ତେବେ ପୋର୍ଟାଲରେ ଦେଇଥିବା ସୂଚନା ଏବଂ ମହଜୁଦ୍‌ ରଖିଥିବା ଡାଲିର ପରିମାଣ ମେଳ ଖାଉ ନଥିଲେ ସମ୍ପୃକ୍ତ ସଂସ୍ଥା ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ । ଏଥିପାଇଁ ସ୍ବତନ୍ତ୍ର ଯାଞ୍ଚ ଟିମ୍‌ ଗଠନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜାନୁଆରୀ ୧ରୁ ବଦଳିଯିବ ଟେଲିକମର ଏହି ନିୟମ, Jio, Airtel, BSNL, Vi ଉପରେ ପଡ଼ିବ ବଡ଼ ପ୍ରଭାବ

ନୂଆଦିଲ୍ଲୀ,୨୨।୧୧: ସରକାର ଟେଲିକମ ନିୟମରେ ସମୟ ସମୟରେ ପରିବର୍ତ୍ତନ କରନ୍ତି। ଟେଲିକମ ଆକ୍ଟରେ କିଛି ନିୟମ ଯୋଡା ଯାଇଥିଲା, ଯାହାକୁ ସମସ୍ତ ରାଜ୍ୟ ମଧ୍ୟ ପାଳନ...

ଜୋମାଟୋରେ ନିଯୁକ୍ତି ସୁଯୋଗ: ୨୦ ଲକ୍ଷ ଦେଇ ବର୍ଷେ ମାଗଣା କାମ, ଦ୍ୱିତୀୟ ବର୍ଷରେ କମ୍ପାନୀ ଦେବ ଏତେ…

ନୂଆଦିଲ୍ଲୀ,୨୧।୧୧: ଅନଲାଇନ ଖାଦ୍ୟ ବିତରଣ ଆପ ଜୋମାଟୋରେ ବଡ ନିଯୁକ୍ତି ବାହାରିଛି। ଜୋମାଟୋ ସିଇଓ ଦୀପିନ୍ଦର ଗୋୟଲ ନିଜେ ଏହି ବିଷୟରେ ଏକ୍ସରେ ସୂଚନା ଦେଇଛନ୍ତି।...

ଆମେରିକାର ଅଭିଯୋଗ ଆଣିବାର କେଇ ମିନିଟ୍‌ ମଧ୍ୟରେ ବୁଡିଲା ଆଦାନୀଙ୍କ ଶେୟାର, ୨.୨୪ ଲକ୍ଷ କୋଟି ଟଙ୍କାର କ୍ଷତି…

ନୂଆଦିଲ୍ଲୀ,୨୧।୧୧: ଭାରତୀୟ ଶିଳ୍ପପତି ଗୌତମ ଆଦାନୀଙ୍କୁ ଲାଗିଛି ଆଜି ସକାଳୁ ସକାଳୁ ଲାଗିଛି ବଡ଼ ଝଟ୍‌କା। ଆମେରିକାରେ ଅଭିଯୋଗ ଆଣିଛି କି, ସେ ତାଙ୍କ କମ୍ପାନୀ...

ମାତ୍ର ୫୧ ଟଙ୍କାରେ ବର୍ଷସାରା ମିଳିବ ୫ଜି ଡାଟା, ଜିଓର ସ୍ପେଶାଲ ଅଫର୍‌…

ନୂଆଦିଲ୍ଲୀ,୨୦।୧୧: ଭାରତର ସର୍ବବୃହତ ଟେଲିକମ କମ୍ପାନୀ ରିଲାଏନ୍ସ ଜିଓ ଗ୍ରାହକଙ୍କୁ ଏକ ସ୍ବତନ୍ତ୍ର ଭାଉଚର ପ୍ରଦାନ କରୁଛି । ମାତ୍ର ୬୦୧ ଟଙ୍କାରେ 5G ଅପଗ୍ରେଡ...

ପ୍ଲାଟ୍‌ଫର୍ମରେ ଉନ୍ନତ ବୈଷୟିକ ଜ୍ଞାନକୌଶଳ ଉପଯୋଗ

ନୂଆଦିଲ୍ଲୀ,୨୦।୧୧: ଦେଶର ପ୍ରମୁଖ ଇ- କମର୍ସ ପ୍ଲାଟ୍‌ଫର୍ମ ମିଶୋ ଅନ୍‌ଲାଇନ ଠକେଇ ବିରୋଧରେ ଲଢ଼େଇ କରିବା ସହ ପ୍ଲାଟ୍‌ଫର୍ମରେ ଉନ୍ନତ ବୈଷୟିକ ଜ୍ଞାନକୌଶଳ ଉପଯୋଗ କରିଛି।...

ପ୍ରଥମ ରାଜ୍ୟସ୍ତରୀୟ ଊର୍ଜା ମେଳା ଉଦ୍‌ଘାଟିତ

ଭୁବନେଶ୍ୱର,୨୦।୧୧(ଅଭୟ ଦାଶ): ଶକ୍ତି ସଂରକ୍ଷଣ ଏବଂ ସ୍ବଚ୍ଛଶକ୍ତିର ବ୍ୟବହାରକୁ ପ୍ରୋତ୍ସାହିତ କରିବା ପାଇଁ ଟାଟା ପାୱାର ପକ୍ଷରୁ ଭୁବନେଶ୍ୱରଠାରେ ଆୟୋଜିତ ପ୍ରଥମ ଥର ପାଇଁ ରାଜ୍ୟସ୍ତରୀୟ...

ଏସ୍‌ବିଆଇ ହର୍ନିମାନ୍‌ ସର୍କଲ ଶାଖାର ଶତବାର୍ଷିକୀ ଉତ୍ସବ

ମୁମ୍ବାଇ,୨୦।୧୧: ଷ୍ଟେଟ୍‌ ବ୍ୟାଙ୍କ ଅ୍‌ଫ ଇଣ୍ଡିଆ(ଏସ୍‌ବିଆଇ)ର ମୁମ୍ବାଇସ୍ଥିତ ହର୍ନିମାନ୍‌ ସର୍କଲ ଶାଖାର ଶତବାର୍ଷିକୀ ଉତ୍ସବ ନିକଟରେ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା...

୩୭୦ ଟ୍ରେନ୍‌ରେ ସଂଯୋଗ ହେବ ୧ ହଜାର ଦ୍ୱିତୀୟ ଶ୍ରେଣୀ କୋଚ୍‌

ଭୁବନେଶ୍ୱର,୨୦ା୧୧(ଅନୁରାଧା ମହାରଣା): ରେଳଯାତ୍ରୀଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ଭାରତୀୟ ରେଳପଥ ପକ୍ଷରୁ ଯାତ୍ରୀସେବାକୁ ତ୍ୱରାନ୍ବିତ କରାଯାଉଛି। ଏହି କ୍ରମରେ ଗତ ୩ମାସ...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri