ବିଦେଶୀମାନଙ୍କୁ ବେଆଇନ ସିମ କାର୍ଡ ବିକ୍ରି, ଗୋପାଳପୁର ପୋର୍ଟ କର୍ମଚାରୀ ସମେତ ୨ଗିରଫ

ଛତ୍ରପୁର,୨୧।୩(ସନ୍ତୋଷ ପାଢ଼ୀ ): ଗୋପାଳପୁର ପୋର୍ଟକୁ ଜାହାଜରେ ଆସୁଥିବା ବିଦେଶୀମାନଙ୍କୁ ବେଆଇନ ଭାବେ ସିମ ବିକ୍ରି ମାମଲାରେ ଗଞ୍ଜାମ ଜ଼ିଲା ଆର୍ଯ୍ୟପଲ୍ଲୀ କତୁରୁ ଅଞ୍ଚଳର ଦୁଇଜଣ ଯୁବକଙ୍କୁ ପୋଲିସ ଗିରଫ କରିଛି। ସେମାନେ ହେଲେ କତୁରୁ ଗ୍ରାମର ଜି ସାମ୍ବା ଓ ମୋବାଇଲ ସିମ ଦୋକାନୀ ଏମ କାମେୟା ଏମାନଙ୍କ ଠାରୁ ୭୦ ଟି ସିମ ସହ ୨୨ଡ଼ଲାର ବିଦେଶୀ ଟଙ୍କା ପୋଲିସ ଜବତ କରିଛି । ପୋଲିସର କହିବାନୁଯାୟୀ ଜି ସାମ୍ବା ଗୋପାଳପୁର ପୋର୍ଟରେ ଫୋର ମେନ ଭାବେ କାର୍ଯ୍ୟ କରୁଥିବା ବେଳେ ଜାହାଜରେ ଆସୁଥିବା ବିଦେଶୀମାନଙ୍କୁ ୨ହଜାର ରୁ ୩ହଜାର ଟଙ୍କାରେ ସିମକାର୍ଡ ବିକ୍ରି କରୁଥିଲେ। ବନ୍ଧୁ ବାନ୍ଧବଙ୍କ ନାଁରେ ଡକୁମେଣ୍ଟ ଓ ଫିଙ୍ଗାରପ୍ରିଣ୍ଟ ଦେଇ ସିମକାର୍ଡ କରି ଜାହାଜରେ ଆସୁଥିବା ବିଦେଶୀଙ୍କୁ ସେ ବିକ୍ରି କରୁଥିଲେ। ମୋବାଇଲ ସିମ ଦୋକାନୀ ଏମ କାମେୟାଙ୍କ ଠାରୁ ୪୦୦ଟଙ୍କାରେ ସିମ ସାମ୍ବା କିଣୁଥିଲେ ବୋଲି ପୋଲିସ କହିଛି ଅଭିଯୁକ୍ତମାନଙ୍କୁଙ୍କୁ ଗିରଫ କରି ଆର୍ଯ୍ୟପଲ୍ଲୀ ମେରାଇନ ଥାନା ପୋଲିସ କୋର୍ଟ ଚାଲାଣ କରିଛି। ଘଟଣାରେ ଅନ୍ୟ କେଉଁ ମାନେ ସମ୍ପୃକ୍ତ ଅଛନ୍ତି ଏହି ଲିଙ୍କ କେଉଁ ପର୍ଯ୍ୟନ୍ତ ବ୍ୟାପିଛି ତାହାର ଅଧିକ ତଦନ୍ତ କରାଯାଉଥିବା ଛତ୍ରପୁର ଏସଡିପିଓ ଚନ୍ଦନ ଘଡେଇ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୬ ମଦ ଦୋକାନରୁ ଚୋରି: କାର୍‌ ସମେତ ୧ ଲକ୍ଷ ୭୫ ହଜାର ଟଙ୍କା ଜବତ, ୫ ଗିରଫ

ଭଞ୍ଜନଗର,୨୩ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ୬ଟି ବିଦେଶୀ ମଦ ଦୋକାନରୁ ଇତି ମଧ୍ୟରେ ଚୋରି ହୋଇଥିଲା। ଦୁର୍ବୃତ୍ତମାନେ ଜିଲାର ରମ୍ଭା, ଛତ୍ରପୁର, ବେଗୁନିଆପଡ଼ା, ଛତ୍ରପୁର, ଗଞ୍ଜାମ,...

ଆଗକୁ ମା’ କାଳୀଙ୍କ ଦଣ୍ଡଯାତ୍ରା, ଗଞ୍ଜାମ ସହର ଚଳଚଞ୍ଚଳ

ଗଞ୍ଜାମ,୨୩।୩(ବିଦ୍ୟାଧର ସାହୁ ): ଆସନ୍ତା ୨୫ରୁ ଆରମ୍ଭ ହେବ ଗଞ୍ଜାମ ଜିଲା ପ୍ରସିଦ୍ଧ ମା କାଳୀଙ୍କ ଦଣ୍ଡଯାତ୍ରା l ଏଥିପାଇଁ ଗଞ୍ଜାମ ସହର ସମେତ ଆଖପାଖ...

ଦରମାରେ ଗ୍ରାମଦେବୀଙ୍କ ପାଖେ ମାର୍ଜନା ହୋଇଥିଲା

କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ କଣ୍ଡିରା ଗ୍ରାମପଞ୍ଚାୟତର ତୁଳସୀପୁର ଗ୍ରାମରେ ଥିବା ଏକ ସାଧାରଣ କୃଷକ ପରିବାରରେ ମୋ ଜନ୍ମ। ପିଲାଟିବେଳୁ ପାଠପଢ଼ାରେ ଖୁବ୍‌ ଭଲ...

ଦଣ୍ଡନାଚରେ ଅଶ୍ଲୀଳ ନୃତ୍ୟ ହେବନାହିଁ ପରିବେଷଣ : ଆଇନ ଶୃଙ୍ଖଳା ଭଙ୍ଗ କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭଞ୍ଜନଗର,୨୩।୩(ବାବୁଲା ପ୍ରଧାନ): ଆସନ୍ତା ଏପ୍ରିଲ ପହିଲାରୁ ୧୩ ତାରିଖ ପର୍ଯ୍ୟନ୍ତ ଗଞ୍ଜାମ ଜିଲାର ପ୍ରସିଦ୍ଧ ଦଣ୍ଡନାଚ ପରିବେଷଣ ହେବ। ଏହିଭଳି ଭଞ୍ଜନଗର ଉପଖଣ୍ଡରେ ମଧ୍ୟ ବିଭିନ୍ନ...

ଦୀର୍ଘ ୧୪ଘଣ୍ଟା ପରେ ଅପହୃତ ବ୍ୟବସାୟୀ ଉଦ୍ଧାର, କହିଲେ ଖସି ଆସି…

ଜୟପୁର,୨୩।୩: ଦୀର୍ଘ ୧୪ଘଣ୍ଟା ପରେ ଅପହୃତ ବ୍ୟବସାୟୀ ଉଦ୍ଧାର।  କୋରାପୁଟ ଜିଲା  ବିସିଂପୂର ଥାନା ଅନ୍ତର୍ଗତ କିରମଗୁଡ଼ା ଗାର ଦୁର୍ଗମ ପାହାଡ଼ିଆ ଇଲକାର ଏକ ଘରେ...

କାଳବୈଶାଖୀ କ୍ଷୟକ୍ଷତି ସମୀକ୍ଷା: ମନ୍ତ୍ରୀ କହିଲେ ଆଜି ମିିଳିବ ଟଙ୍କା, ଜାଣନ୍ତୁ କାହାକୁ କେମିତି ମିଳିବ…

ବାରିପଦା,୨୩ା୩: ମୟୂରଭଞ୍ଜ ଜିଲାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ବ୍ୟାପକ କ୍ଷୟକ୍ଷତି ଘଟାଇଛି। ରାଜସ୍ବ ମନ୍ତ୍ରୀସୁରେଶ ପୂଜାର ବାଙ୍ଗିରିପୋଷିରେ କ୍ଷୟକ୍ଷତି ସମୀକ୍ଷା କରିଛନ୍ତି।...

ପ୍ରମାଣ ଅଭାବରୁ ଉପ ଆରକ୍ଷୀ ଅଧିକ୍ଷକ ଖଲାସ

ନୂଆପଡ଼ା,୨୩ା୩(ମକାରୁ ବେମାଲ): ଏକ ଲାଞ୍ଚ ଗ୍ରହଣ ମାମଲାର ଶନିବାର ସ୍ବତନ୍ତ୍ର ଭିଜିଲାନ୍ସ ବିଚାରପତି ବଦ୍ରି ନାରାୟଣ ନନ୍ଦ ଶୁଣାଣି କରିଛନ୍ତି। ସମସ୍ତ ସାକ୍ଷ୍ୟମାନଙ୍କ ବୟାନ ଅନୁସାରେ...

ରୋଷେଇ କରୁଥିବା ବେଳେ ମହିଳାଙ୍କ ଦେହରେ ଲାଗିଲା ନିଆଁ, ଆଉ ତା’ ପରେ…

ଦିଗପହଣ୍ଡି,୨୩ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡ଼ପଡ଼ା ପଞ୍ଚାୟତ ବାଲିଆ ଗ୍ରାମରେ ରବିବାର ସକାଳେ ଝିଲି ସ୍ବାଇଁ(୩୫) ନାମ୍ନୀ ଜଣେ ମହିଳା ନିଆଁରେ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image