ବେଆଇନ ବାଲି ଚୋରାଚାଲାଣ, ୩ ଟ୍ରାକ୍ଟର ଜବତ 

ହିଞ୍ଜିଳିକାଟୁ, ୧୧।୩(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ତହସିଲ ତଥା ହିଞ୍ଜିଳି ଥାନା ଖରିଡା ଋଷିକୂଲ୍ୟା ନଦୀ ଓ ଆଡପଡା ନିକଟସ୍ଥ ଘୋଡାହାଡ ନଦୀରୁ ବେଆଇନ ବାଲି ଚୋରାଚାଲାଣ ଚାଲିଥିବା ବେଳେ ପୋଲିସ ଚଢାଉ କରିଛି। ଚଢାଉ ସମୟରେ ୩ଟି ବାଲି ବୋଝେଇ ଟ୍ରାକ୍ଟର ଜବତ କରାଯାଇଥିବା ବେଳେବେଳେ ଟ୍ରାକ୍ଟର ଚାଳକମାନେ ନଦୀ ନିକଟରେ ପୁଲିସକୁ ଦେଖି ଘଟଣା ସ୍ଥଳରୁ ଗାଡି ଛାଡି ଫେରାର ହୋଇଯାଇଛନ୍ତି। ପୁଲିସ ୩ଟି ବାଲି ବୋଝେଇ ଟ୍ରାକ୍ଟର ଜବତ କରିଛି। ଏ ନେଇ ହିଞ୍ଜିଳି ଥାନାରେ ୩ଟି ପୃଥକ ମାମଲା ରୁଜୁ କରି ପୁଲିସ ଘଟଣାର ତଦନ୍ତ ଚଳାଇଛି। ଆଗାମୀ ଦିନରେ ବେଆଇନ ବାଲି ଚୋରାଚାଲାଣ କରୁଥିବା ଗାଡି ମାଲିକମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲିି ଥାନା ଆଇଆଇସି ଶ୍ରୀନିବାସ ସେଠି କହିଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ବେଦାନ୍ତ ବିଶ୍ୱବିଦ୍ୟାଳୟ ଜମି ମାମଲା: ଜନସାଧାରଣଙ୍କ ଅଧିକାର ଓ ନ୍ୟାୟିକ ବିଜୟ

ଓଡ଼ିଶାର ପୁରୀ ଜିଲାର ୨୨ଟି ମୌଜାର ଚାଷୀଙ୍କ ଜମି ରକ୍ଷା ପାଇଁ ଏକ ଦୀର୍ଘ ସଂଘର୍ଷର କାହାଣୀ ଆଜି ମଧ୍ୟ ଆଲୋଚନାର ବିଷୟ ହୋଇରହିଛି। ବେଦାନ୍ତ...

ଛାତ୍ରବାସରେ ପ୍ରେମିକାଙ୍କୁ ପାଖରେ ରଖିବା ପାଇଁ ସୁଟ୍‌କେସ୍‌ରେ ପୁରାଇଲେ

ସୋନିପଥ, ୧୩।୪: ହରିୟାଣା ସୋନିପଥସ୍ଥିତ ଓପି ଜିନ୍ଦଲ ଗ୍ଲୋବାଲ ୟୁନିଭର୍ସିଟିରୁ ଏକ ଆଶ୍ଚର୍ଯ୍ୟକର ଘଟଣା ସାମ୍‌ନାକୁ ଆସିଛି। ଜଣେ ଛାତ୍ର ନିଜ ପ୍ରେମିକାଙ୍କୁ ପାଖରେ ରଖିବା...

ଟ୍ରମ୍ପ୍‌ଙ୍କ ଟାରିଫ୍‌ ବିଶ୍ୱ ବାଣିଜ୍ୟକୁ ୩% ସଙ୍କୁଚିତ କରିପାରେ

ଜାତିସଂଘ,୧୩।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଅନେକ ଦେଶ ଉପରେ ପାରସ୍ପରିକ ଶୁଳ୍କ ଲଗାଇବାକୁ ନିଷ୍ପତ୍ତି ନେଇଥିବାରୁ ଏହା ବିଶ୍ୱ ବାଣିଜ୍ୟକୁ ୩ ପ୍ରତିଶତ ସଂକୁଚିତ...

ଅହଂକାର ରଖନି, ଗ୍ରୁପିଜମ୍‌ କରନାହିଁ: ନଡ୍ଡା

ଭୁବନେଶ୍ୱର (ସୁନିତ୍‌ ମିଶ୍ର)/ପୁରୀ (ଅଜିତ କୁମାର ମହାନ୍ତି), ୧୩ା୪: ପୁରୀ ସ୍ଥିତ ସ୍ବାମୀ ନାରାୟଣ ମୁଖ୍ୟ ମନ୍ଦିର ପରିସରରେ ଆୟୋଜିତ ଭାଜପାର ୨ ଦିନିଆ ପ୍ରଶିକ୍ଷଣ...

Kalabaisakhi in Odisha: ଆଲର୍ଟ, ଏସବୁ ଜିଲାରେ ଆଜି କାଳବୈଶାଖୀ ବର୍ଷା

ଭୁବନେଶ୍ୱର,୧୩ା୪(ଅନୁରାଧା ମହାରଣା): କାଳବୈଶାଖୀ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ କୁଆପଥର ବର୍ଷା ଜାରି ରହିଛି। ଶନିବାର ଦ୍ୱୈତନଗରୀ କଟକ ଓ ଭୁବନେଶ୍ୱର...

ଅଭିଶେକଙ୍କ ବିସ୍ଫୋରକ ଶତକ: ହାଇଦ୍ରାବାଦ ବିଜୟୀ

ହାଇଦ୍ରାବାଦ,୧୨ା୪: ଅଭିଶେକ ଶର୍ମାଙ୍କ ବିସ୍ଫୋରକ ଶତକ ବଳରେ ସନରାଇଜର୍ସ ହାଇଦ୍ରାବାଦ (ଏସ୍‌ଆର୍‌ଏଚ୍‌) ୮ ଉଇକେଟରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌)କୁ ପରାସ୍ତ କରିଛି। ହାଇସ୍କୋରିଂ ମ୍ୟାଚରେ ପିବିକେଏସ୍‌...

ଉଗ୍ରରୂପ ନେଲା ଓ୍ବକ୍‌ଫ ବିରୋଧୀ ବିକ୍ଷୋଭ: ଇଣ୍ଟରନେଟ୍‌ ସେବା ବନ୍ଦ

କୋଲକାତା,୧୨।୪: ଓ୍ବକ୍‌ଫ ସଂଶୋଧନ ଆଇନ ବିରୋଧରେ ବିକ୍ଷୋଭ ଉଗ୍ରରୂପ ନେଇଛି। ପଶ୍ଚିମବଙ୍ଗର ମୁସଲମାନବହୁଳ ମୁର୍ଶିଦାବାଦ ଜିଲାରେ ହୋଇଥିବା ବିକ୍ଷୋଭ ହିଂସାତ୍ମକ ରୂପ ନେଇଥିବା ବେଳେ ଏଥିରେ...

ଭାରତୀୟ ଫାର୍ମା କମ୍ପାନୀର ଓ୍ବେୟାର ହାଉସ ଉପରେ ମିଶାଇଲ ମାଡ଼ କଲା ରୁଷିଆ

କ୍ୱିଭ,୧୨।୪: ୟୁକ୍ରେନର ରାଜଧାନୀ କ୍ୱିଭରେ ରୁଷିଆର ସଦ୍ୟତମ ଆକ୍ରମଣରେ ଏକ ଭାରତୀୟ ଔଷଧ କମ୍ପାନୀର ଗୋଦାମ ଧ୍ୱଂସ ହୋଇଯାଇଛି। ଶନିବାର (୧୨ ଏପ୍ରିଲ, ୨୦୨୫) ଭାରତରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image