୪୮ ବର୍ଷ ବୟସରେ ପ୍ରେମିକ ଖୋଜୁଛନ୍ତି ଅଭିନେତ୍ରୀ

ବଲିଉଡର ପ୍ରସିଦ୍ଧ ଅଭିନେତ୍ରୀ ସୁସ୍ମିତା ସେନ ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ଅଛନ୍ତି। ୪୮ ବର୍ଷରେ ସେ ଏପର୍ଯ୍ୟନ୍ତ ବିବାହ କରିନାହାଁନ୍ତି। ୧୬ ବର୍ଷ ସାନ ରୋହମାନ ଶଲଙ୍କଠାରୁ ବ୍ରେକ୍‌ଅପ୍‌ ପରେ ସୁସ୍ମିତାଙ୍କ ନାଁ ଲଲିତ ମୋଦିଙ୍କ ସହ ମଧ୍ୟ ଜଡିତ ଥିଲା। କିନ୍ତୁ ଏବେ ସେ ସିଙ୍ଗଲ୍‌ ଥିବା କହିଛନ୍ତି।
ନିକଟରେ ଏକ ସାକ୍ଷାତକାରରେ ସୁସ୍ମିତା ସେନ ତାଙ୍କ ବ୍ୟକ୍ତିଗତ ଜୀବନ ଏବଂ ସମ୍ପର୍କକୁ ନେଇ ଖୋଲାଖୋଲି ମତ ରଖିଥିଲେ। ୪୮ ବର୍ଷ ବର୍ଷୀୟା ସୁସ୍ମିତା ସ୍ପଷ୍ଟ ଭାବେ କହିଛନ୍ତି, ମୁଁ କାହାକୁ ଡେଟ କରୁନାହିଁ ଏବଂ ୨୦୨୧ରୁ ମୁଁ ସିଙ୍ଗ୍‌ଲ୍‌ ଅଛି। ମୋ ଜୀବନରେ ଅନେକ ଭଲ ବନ୍ଧୁ ଅଛନ୍ତି। ସେମାନଙ୍କ ସହ ମୁଁ ବେଶ୍‌ ଖୁସି ଅଛି।
ସୁସ୍ମିତା-ରୋହମାନ ଶଲଙ୍କୁ ପାଞ୍ଚ ବର୍ଷ ପରସ୍ପରକୁ ଡେଟ କରିଥିଲେ। ପରେ ସେମାନଙ୍କର ରାସ୍ତା ୨୦୨୧ରେ ଅଲଗା ହୋଇଯାଇଥିଲା। କିନ୍ତୁ ସୁସ୍ମିତା ଏବଂ ରୋହମାନ ପରସ୍ପରର ଭଲ ବନ୍ଧୁ ହୋଇ ରହିଛି। ଉଭୟଙ୍କ ଅନେକଥର ଏକାଠି ଦେଖିବାକୁ ମିଳେ।


Enter your email to get our daily news in your inbox.

All Right Reserved By Dharitri.Com

ପହଲଗାମ ଆକ୍ରମଣ ପରେ ଏଲଓସିରେ ଉତ୍ତେଜନା: ପାକିସ୍ତାନର ଗୁଳିମାଡ଼, ଭାରତୀୟ ସେନାର କଡ଼ା ଜବାବ

ନୂଆଦିଲ୍ଲୀ,୨୫।୪: ଜମ୍ମୁ ଓ କାଶ୍ମୀରର ପହଲଗାମରେ ୨୨ ଏପ୍ରିଲ ୨୦୨୫ରେ ଘଟିଥିବା ଆତଙ୍କବାଦୀ ଆକ୍ରମଣ, ଯେଉଁଥିରେ ୨୬ ଜଣ ପର୍ଯ୍ୟଟକ ଓ ସ୍ଥାନୀୟ ଲୋକଙ୍କ ମୃତ୍ୟୁ...

ଶିମ୍‌ଲା ଚୁକ୍ତି କ’ଣ, ଯାହାକୁ ବାତିଲ୍‌ କଲା ପାକିସ୍ତାନ

ନୂଆଦିଲ୍ଲୀ/ଇସ୍‌ଲାମାବାଦ, ୨୫ା୪:ପହଲଗାମ୍‌ ଆକ୍ରମଣରେ ଜର୍ଜରିତ ଭାରତ ପାକିସ୍ତାନ ସହ କୂଟନୈତିକ ସମ୍ପର୍କ ଛିନ୍ନ କରିବାର ଦିନକ ପରେ ଗୁରୁବାର ଇସ୍‌ଲାମାବାଦ ‘ଯେସାକୁ ତେସା’ ନୀତି ଆପଣାଇ...

ଟି-୨୦ ବଡ଼ କାରନାମା କଲେ ବିରାଟ କୋହଲି: ବାବର ଅଜମଙ୍କୁ ପଛରେ ପକାଇଲେ

ବେଙ୍ଗାଲୁରୁ,୨୫।୪:ଆଇପିଏଲ ୨୦୨୫ର ୪୨ତମ ମ୍ୟାଚ ବେଙ୍ଗାଲୁରୁର ଏମ. ଚିନ୍ନାସ୍ବାମୀ ଷ୍ଟାଡିୟମରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଖେଳାଯାଉଛି। ଏହି ମ୍ୟାଚ୍‌ରେ RCB...

ସମିତିସଭ୍ୟ ଉପନିର୍ବାଚନ: ଭାଜପା ସମର୍ଥିତ ଶ୍ୟାମସୁନ୍ଦର ବିଜୟୀ

ବେଲଗୁଣ୍ଠା,୨୪ା୪(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ ଧୂମୁଛାଇ ପଞ୍ଚାୟତର ସମିତିସଭ୍ୟ ପଦବୀ ପାଇଁ ବୁଧବାର ଉପନିର୍ବାଚନ ହୋଇଥିଲା। ଗୁରୁବାର ଭୋଟ୍‌ ଗଣତି କରାଯାଇ...

ଜାଲ ସାର୍ଟିଫିକେଟ୍‌ ମାମଲା: ପୁଣି ଖୋଳତାଡ଼ ଆରମ୍ଭ କଲା ସିବିଆଇ

ବଲାଙ୍ଗୀର,୨୪ା୪(ବୀରେନ୍ଦ୍ର କୁମାର ଝାଙ୍କର)-୨୦୨୩ ମସିହାର ଚର୍ଚ୍ଚିତ ଜାଲ ସାର୍ଟିଫିକେଟ୍‌ ମାମଲାର ପୁନଃ ଖୋଲତାଡ ଆରମ୍ଭ କରିଛି ସିବିଆଇ ଟିମ୍‌। ସିବିଆଇର ଏକ ଟିମ୍‌ ବଲାଙ୍ଗୀରରେ ପହଞ୍ଚି...

ପଞ୍ଚାୟତିରାଜ ଅନୁଷ୍ଠାନ ସଶକ୍ତ ହେଲେ ବିକଶିତ ଓଡ଼ିଶା ସମ୍ଭବ

ବରଗଡ,୨୫।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଗୁରୁବାର ଜାତୀୟ ପଞ୍ଚାୟତିରାଜ ଦିବସ ପାଳିତ ହୋଇଯାଇଛି। ବରଗଡ଼ ଗୋରୁ ମାର୍କେଟ ପରିସରରେ ଅନୁଷ୍ଠିତ ଜିଲାସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସ କାର୍ଯ୍ୟକ୍ରମରେ...

Pahalgam Terror Attack: ସରକାର ମାନିଲେ ସୁରକ୍ଷାରେ ହୋଇଛି ତ୍ରୁଟି, ରିଜିଜୁ କହିଲେ…

ନୂଆଦିଲ୍ଲୀ,୨୪।୪: ପହଲଗାମ ଆତଙ୍କବାଦୀ ଆକ୍ରମଣ ସମ୍ପର୍କରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କ ଅଧ୍ୟକ୍ଷତାରେ ଦିଲ୍ଲୀରେ ଏକ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ସମସ୍ତ...

ଆରମ୍ଭ ହେଲା କବାଡ଼ି ପ୍ରମିୟର ଲିଗ୍‌: ସାମିଲ ହେଲେ ୧୨ ଦଳ

ସମ୍ବଲପୁର,୨୪ା୪(ବି.ଶଙ୍କର): ସମ୍ବଲପୁର କବାଡ଼ି କ୍ଲବ ଓ ସମ୍ବଲପୁର ବଏଜ ମିଳିତ ଆନୁକୂଲ୍ୟରେ ଆୟୋଜିତ ଦ୍ୱିତୀୟ ସମ୍ବଲପୁର କବାଡ଼ି ପ୍ରିମିୟର ଲିଗ(ଏସ୍‌କେପିଏଲ) ଗୁରୁବାର ରାତିରେ ଗଙ୍ଗାଧର ମୁକ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image