Posted inଜାତୀୟ

ଆସୁଛି ବାତ୍ୟା ! ଆରବ ସାଗରରେ ସୃଷ୍ଟି ହେଉଛି ବାତ୍ୟା ସ୍ଥିତି, ରାସ୍ତା ବଦଳାଇ ଏହି ରାଜ୍ୟରେ ଧକ୍କା ହେବା ଆଶଙ୍କା

ନୂଆଦିଲ୍ଲୀ,୨୦।୧୦: ଆରବ ସାଗରରେ ସୃଷ୍ଟି ହୋଇଥିବା ଘୁର୍ଣ୍ଣିବଳୟ ୨୧ ଅକ୍ଟୋବରକୁ ବାତ୍ୟାର ନେବାର ସମ୍ଭାବନା ରହିଛି। ଚଳିତବର୍ଷର ଆରବ ସାଗରରେ ଦ୍ୱିତୀୟ ବାତ୍ୟା ହେବ। ଯଦି ଏହି ବାତ୍ୟା ସୃଷ୍ଟି ହୁଏ ତେବେ ନିୟମ ଅନୁଯାୟୀ ଏହାର ନାମ ‘ତେଜ’ ରହିବ।

ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ଏହି ସମ୍ଭାବ୍ୟ ବାତ୍ୟା ରବିବାର ସୁଦ୍ଧା ଭୀଷଣ ବାତ୍ୟାରେ ପରିଣତ ହୋଇପାରେ ଏବଂ ଓମାନ ଏବଂ ୟେମେନ ଧକ୍କା ହୋଇପାରେ। ତେବେ ପାଣିପାଗ ବିଭାଗ ଆଶଙ୍କା ପ୍ରକାଶ କରିଛି ଯେ ବାତ୍ୟା ତାର ଗତି ପରିବର୍ତ୍ତନ କରିପାରେ। କହିରଖୁ ଯେ, ବାତ୍ୟା ବିପର୍ଯ୍ୟୟ ଆରବ ସାଗରରେ ଉତ୍ତର ଦିଗ ଦେଇ ଯିବାର ଥିଲା କିନ୍ତୁ ଏହାର ରାସ୍ତା ବଦଳାଇ ଗୁଜରାଟର ମାଣ୍ଡବୀ ଏବଂ ପାକିସ୍ତାନର କରାଚୀ ଉପକୂଳରେ ଧକା ହୋଇଥିଲା। କିନ୍ତୁ ବର୍ତ୍ତମାନ ପର୍ଯ୍ୟନ୍ତ ମିଳିଥିବା ତଥ୍ୟ ଅନୁଯାୟୀ ବାତ୍ୟା ତେଜ ୟେମେନ ଏବଂ ଓମାନ ଉପକୂଳରେ ଧକ୍କା ହେବ।

ତେବେ ବିଶ୍ୱର ଅନ୍ୟ ପାଣିପାଗ ବିଶେଷଜ୍ଞଙ୍କ କହିବା ମୁତାବକ ଏହି ବାତ୍ୟା ଏହାର ଦିଗ ବଦଳାଇ ପାକିସ୍ତାନ ଏବଂ ଗୁଜରାଟ ଉପକୂଳରେ ଧକ୍କା ହୋଇପାରେ। ସ୍ଥଳଭାଗ ଛୁଇଁଲା ବେଳେ ଏହି ବାତ୍ୟା ପ୍ରଭାବରେ ୬୮-୮୮ ବହିପାରେ।


Enter your email to get our daily news in your inbox.

All Right Reserved By Dharitri.Com

ବରିଷ୍ଠ ନାଗରିକଙ୍କ ସ୍ୱାସ୍ଥ୍ୟବୀମାରୁ ଜିଏସ୍‌ଟି ସମ୍ପୂର୍ଣ୍ଣ ପ୍ରତ୍ୟାହାର ପାଇଁ ସରକାରଙ୍କ ନିଷ୍ପତ୍ତି

ନୂଆଦିଲ୍ଲୀ,୨୦ା୧୦: ବରିଷ୍ଠ ନାଗରିକମାନଙ୍କ ପାଇଁ ସ୍ୱାସ୍ଥ୍ୟବୀମା କ୍ଷେତ୍ରରେ ସମ୍ପୂର୍ଣ୍ଣ ଜିଏସ୍‌ଟି ପ୍ରତ୍ୟାହାର ପାଇଁ ମନ୍ତ୍ରୀସ୍ତରୀୟ କମିଟି ସୁପାରିଶ କରିଛି । ଜିଏସ୍‌ଟି ପରିଷଦକୁ ସୁପାରିଶ କରାଯାଇଥିବା...

ମହାରାଷ୍ଟ୍ରରେ ପ୍ରଥମ ପ୍ରାର୍ଥୀ ତାଲିକା ପ୍ରକାଶ କଲା ଭାଜପା, ଏହି ହେଭିଓ୍ବେଟ୍‌ ନେତାଙ୍କୁ ମିଳିଛି…

ମୁମ୍ବାଇ,୨୦ା୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଇଁ ଭାଜପା ନିଜର ପ୍ରାର୍ଥୀଙ୍କ ପ୍ରଥମ ତାଲିକା ପ୍ରକାଶ କରିଛି। ଏଥିରେ ଦଳ ୯୯ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି।...

ବାପା କନଷ୍ଟେବଳ ହେଲେ ପୁଅ ଗ୍ୟାଙ୍ଗଷ୍ଟର ଲରେନ୍ସଙ୍କ ପାଇଁ ଜେଲ୍‌ରେ ଖର୍ଚ୍ଚ କରନ୍ତି ୪୦ଲକ୍ଷ ଟଙ୍କା, ୧୧୦ ଏକର ଜମିକୁ…

ନୂଆଦିଲ୍ଲୀ,୨୦।୧୦: ଗ୍ୟାଙ୍ଗଷ୍ଟାର ଲରେନ୍ସ ବିଷ୍ଣୋଇଙ୍କ ପାଇଁ ତାଙ୍କ ପରିବାର ପ୍ରତି ବର୍ଷକୁ ୩୫-୪୦ ଲକ୍ଷ ଟଙ୍କା ଖର୍ଚ୍ଚ କରନ୍ତି। ଜାଣି ଆଶ୍ଚର୍ଯ୍ୟ ହେଉଥିଲେ ବି ସତ।...

ଝାଡଖଣ୍ଡରେ ବି ସୁଭଦ୍ରା ଯୋଜନା! ଯେଉଁଠି ମିଳିବ…

ରାଞ୍ଚି,୨୦।୧୦: ଓଡ଼ିଶାର ସୁଭଦ୍ରା ଯୋଜନା ପରି ଝାଡଖଣ୍ଡରେ ସମାନ ଫର୍ମୁଲା ଆପ୍ଲାଏ କରିବାକୁ ଯାଉଛି ଭାରତୀୟ ଜନତା ପାର୍ଟି। ଆଗକୁ ଝାଡଖଣ୍ଡ ନିର୍ବାଚନ ଥିବାରୁ ବିଭିନ୍ନ...

ମହାରାଷ୍ଟ୍ରରେ ଅଖିଳେଶଙ୍କ ଏଣ୍ଟ୍ରି ବଢ଼ାଉଛି କଂଗ୍ରେସର ଟେନ୍‌ସନ୍‌, ଆସନ ବଣ୍ଟନକୁ ନେଇ ଚାଲିଛି…

ମୁମ୍ବାଇ,୨୦ା୧୦:  ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନ ପୂର୍ବରୁ ଶିବସେନା ଅର୍ଥାତ୍‌ ଶିବସେନା (ୟୁବିଟି) ଏବଂ କଂଗ୍ରେସ ମଧ୍ୟରେ ଥିବା ସିଟ୍‌ ବଣ୍ଟନକୁ ନେଇ ମତଭେଦ ସାମ୍ନାକୁ ଆସୁଛି।...

ଯେଉଁଠି ହାରିଥିଲେ ଶ୍ୱଶୁର, ସେଇଠି ପ୍ରାର୍ଥୀ ହେଲେ ବୋହୂ

ଭୁବନେଶ୍ୱର/ରାଞ୍ଚି,୨୦।୧୦: ଭାରତୀୟ ଜନତା ପାର୍ଟି ଝାଡଖଣ୍ଡର ନିର୍ବାଚନୀ ଯୁଦ୍ଧରେ ୬୬ଜଣ ପ୍ରାର୍ଥୀଙ୍କୁ ମଇଦାନକୁ ଓହ୍ଲାଇଛି। ଏହି ପ୍ରାର୍ଥୀଙ୍କ ମଧ୍ୟରେ ବାବୁ ଲାଲ ମାରାଣ୍ଡି, ଚମ୍ପାଇ ସୋରେନ,...

ଛିଣ୍ଡିଲା ଏନ୍‌ଡିଏର ଆସନ ବୁଝାମଣା: ୬୬ ଜଣିଆ ପ୍ରାର୍ଥୀ ତାଲିକା ଘୋଷଣା କଲା ଭାଜପା

ରାଞ୍ଚି,୧୯ା୧୦: ଝାଡ଼ଖଣ୍ଡ ବିଧାନସଭାର ୮୧ ଆସନ ମଧ୍ୟରୁ ଭାଜପା ନେତୃତ୍ୱାଧୀନ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍‌ଡିଏ) ପକ୍ଷରୁ ଝାଡ଼ଖଣ୍ଡରେ ଆସନ ବୁଝାମଣା ଚୂଡ଼ାନ୍ତ ହୋଇଥିଲା। ତଦନୁସାରେ...

କିଏ ସେହି ନଭ୍ୟା? ଯିଏକି ପ୍ରିୟଙ୍କାଙ୍କୁ ଦେବେ ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୧୯ା୧୦: କେରଳର ଓ୍ବାୟନାଡ୍‌ ଲୋକ ସଭା ଆସନ ପାଇଁ ନଭେମ୍ବର ୧୩ରେ ଉପନିର୍ବାଚନ ହେବାକୁ ଯାଉଥିବାବେଳେ ଭାଜପା ସେଠାରୁ ନଭ୍ୟା ହରିଦାସଙ୍କୁ ପ୍ରାର୍ଥୀ କରିଛି। ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri