ସୁସ୍ଥ ଜୀବନଯାପନକୁ ଗୁରୁତ୍ୱ

ଭୁବନେଶ୍ୱର,୧୬।୩: ବର୍ତ୍ତମାନର ବ୍ୟସ୍ତବହୁଳ ଜୀବନ ମଧ୍ୟରେ ସୁସ୍ଥ ଜୀବନଯାପନ ଅତିବାହିତ କରିବା ଏକ ପ୍ରମୁଖ ସମସ୍ୟା ପାଲଟିଛି। ଫଳରେ ସବୁବର୍ଗର ଲୋକ ନାନା ପ୍ରକାର ରୋଗର ଶିକାର ହେଉଥିବାବେଳେ କିଡ୍‌ନୀ ରୋଗ ସେଥିମଧ୍ୟରୁ ଅନ୍ୟତମ ବୋଲି କେୟାର ହସ୍ପିଟାଲ ଭୁବନେଶ୍ୱର ପକ୍ଷରୁ ଆୟୋଜିତ କେୟାର କନେକ୍ଟ କର୍ମଶାଳାରେ ଯୋଗଦେଇଥିବା ଅତିଥି ତଥା ହସ୍ପିଟାଲର କିଡ୍‌ନୀ ରୋଗ ବିଶେଷଜ୍ଞମାନେ ଏଭଳି କିଛି ମତପ୍ରକାଶ କରିଛନ୍ତି। ଉଲ୍ଲେଖଯୋଗ୍ୟ,କେୟାର ହସ୍ପିଟାଲ ଭୁବନେଶ୍ୱର ପକ୍ଷରୁ ବିଶ୍ୱ କିଡ୍‌ନୀ ଦିବସ ନିକଟରେ ପାଳିତ ହୋଇଯାଇଛି। ଏପରିକି କିଡ୍‌ନୀ ପ୍ରତିରୋପଣ ପରେ ଜୀବନ ବିଷୟରେ ଅଧିକ ସଚେତନତା ସୃଷ୍ଟି କରିବା ପାଇଁ କେୟାର ହସ୍ପିଟାଲ ପକ୍ଷରୁ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ‘କେୟାର କନେକ୍ଟ’ର ଆୟୋଜନ କରାଯାଇଥିଲା। ଏହି ପରିପ୍ରେକ୍ଷୀରେ ଭୁବନେଶ୍ୱର କେୟାର ହସ୍ପିଟାଲର ଏମ୍‌ଏସ୍‌ ଡା. ଏ. ଶ୍ୟାମପ୍ରସାଦ, ଡା. ସାନନ୍ଦା ବାଗ, ଡା. ଅଶୋକ ପଣ୍ଡା, ଡା. ବିବେକାନନ୍ଦ ପଣ୍ଡା ଏବଂ ଡା. ଲୋକନାଥ ଦାଶ ପ୍ରମୁଖ ଉପସ୍ଥିତ ରହି କିଡ୍‌ନୀ ରୋଗ ନିରାକରଣ, ଲକ୍ଷଣ ଓ ଆଗୁଆ ପଦକ୍ଷେପ ଆଦି ବିଷୟରେ ବିସ୍ତୃତ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ଲୋବାଲ ର଼୍ୟାଙ୍କିଙ୍ଗ୍‌ରେ ଭାରତର ଅଗ୍ରଗତି

ଭୁବନେଶ୍ୱର,୩୧ା୧୨(ଅନୁରାଧା ମହାରଣା): ଗତ ଦଶନ୍ଧି ମଧ୍ୟରେ କେନ୍ଦ୍ର ସରକାରଙ୍କ ଅନୁକୂଳ ନୀତି ଏବଂ ବ୍ୟାପକ ସଂସ୍କାର ଯୋଗୁ ଭାରତର ଦ୍ରୁତଗତିରେ ବୃଦ୍ଧି ଘଟୁଛି। ଏହା ସହ ବିଶ୍ୱ...

୨୦୨୪ରେ ୪,୪୯,୦୨୨ ବିରିୟାନି ଅର୍ଡର

ଭୁବନେଶ୍ୱର,୩୧।୧୨ (ଅଭୟ ଦାଶ): ବ୍ୟସ୍ତବହୁଳ ଜୀବନ ମଧ୍ୟରେ ସବୁ ବର୍ଗର ଗ୍ରାହକ ଅନ୍‌ଲାଇନ ଜରିଆରେ ଅତ୍ୟାବଶ୍ୟକ ସାମଗ୍ରୀଠାରୁ ଆରମ୍ଭକରି ଖାଦ୍ୟ ପଦାର୍ଥ ପର୍ଯ୍ୟନ୍ତ ଅର୍ଡର କରୁଛନ୍ତି। ଏପରିକି...

ପତଞ୍ଜଳିର ନିଃଶୁଳ୍କ ଇଣ୍ଟିଗ୍ରେଟେଡ୍‌ ଯୋଗ ଶିବିର

ଭୁବନେଶ୍ୱର,୩୧ା୧୨(ଅନୁରାଧା ମହାରଣା): ପତଞ୍ଜଳି ଯୋଗପୀଠର ସହାୟକ ସଂସ୍ଥା ପତଞ୍ଜଳି ଯୋଗ ସମିତି, ରାଜସ୍ଥାନ ଏବଂ ଚୌମୁ ଭାରତ ସ୍ବାଭିମାନ ଟ୍ରଷ୍ଟ ପକ୍ଷରୁ ରାଜସ୍ଥାନର ଜୟପୁରଠାରେ ଏକ ସ୍ବତନ୍ତ୍ର...

ସାମାଜିକ ପ୍ରତିଷ୍ଠାନକୁ ଏସ୍‌ବିଆଇର ସହାୟତା

ଭୁବନେଶ୍ୱର,୩୧।୧୨: ଷ୍ଟେଟ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ଏସ୍‌ବିଆଇ) ଭୁବନେଶ୍ୱର ମଣ୍ଡଳ ପକ୍ଷରୁ ରାଜ୍ୟର ଦୁଇଟି ପ୍ରମୁଖ ସାମାଜିକ ପ୍ରତିଷ୍ଠାନ (ଓପନ୍‌ ଲର୍ନିଂ ସିଷ୍ଟମ୍ସ ଭୁବନେଶ୍ୱର ଏବଂ ଗୋବିନ୍ଦ...

ଶୀଘ୍ର କରିନିଅନ୍ତୁ କାମ, ଜାନୁଆରୀରେ ଏତିକି ଦିନ ବନ୍ଦ ରହିବ ବ୍ୟାଙ୍କ

ନୂଆଦିଲ୍ଲୀ,୩୦।୧୨: ଆଉ ଦିନକ ପରେ ୨୦୨୫ ବର୍ଷ ଆରମ୍ଭ ହେବ । ପ୍ରତିମାସ ଭଳି ୨୦୨୫ ଜାନୁଆରୀରେ ୧୫ ଦିନ ବ୍ୟାଙ୍କ ବନ୍ଦ ରହିବ ।...

ଘରୋଇ ବ୍ୟାଙ୍କରୁ ମୁହଁ ଫେରାଉଛନ୍ତି କର୍ମଚାରୀ

ଭୁବନେଶ୍ୱର,୩୦ା୧୨(ଅନୁରାଧା ମହାରଣା): ଘରୋଇ ବ୍ୟାଙ୍କଗୁଡ଼ିକରେ ଚାକିରି ତ୍ୟାଗ ଓ ପରିବର୍ତ୍ତନକାରୀ କର୍ମଚାରୀଙ୍କ ସଂଖ୍ୟା ହାରରେ ପ୍ରାୟ ୨୫ ପ୍ରତିଶତ ବୃଦ୍ଧି ଘଟିଛି। କର୍ମଚାରୀଙ୍କ ଘରୋଇ ବ୍ୟାଙ୍କରୁ ଏପରି...

ଭୁବନେଶ୍ୱରରେ ସ୍କୋଡାର ଇଣ୍ଡିଆ ଡ୍ରିମ୍‌ ଟୁର୍‌ ଟିମ୍‌

ଭୁବନେଶ୍ୱର,୩୦।୧୨: ସ୍କୋଡା ଅଟୋ ଇଣ୍ଡିଆର ନୂତନ ଅଭିଯାନ ‘ଇଣ୍ଡିଆ ଡ୍ରିମ୍‌ ଟୁର୍‌’ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏହି ସର୍ବଭାରତୀୟ କାର୍ଯ୍ୟକ୍ରମ ବ୍ରାଣ୍ଡ୍‌ର ନୂତନ ମଡେଲ ‘ସ୍କୋଡା...

ନଭେମ୍ବରରେ ରପ୍ତାନି କ୍ଷେତ୍ରର ବୃଦ୍ଧି ୬୪.୪%

ନୂଆଦିଲ୍ଲୀ,୩୦।୧୨: କ୍ରମାଗତ ଭାବେ ଘରୋଇ ବଜାର ରପ୍ତାନି କ୍ଷେତ୍ରର ବୃଦ୍ଧି ପରିଲକ୍ଷିତ ହୋଇଛି। ଏପରିକି ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ହୋଇଥିବା ବାଣିଜି୍ୟକ ଚୁକ୍ତି ଅନୁଯାୟୀ ଭାରତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri