ଦିଲ୍ଲୀରେ ସୁଧୁରୁଛି କରୋନା ସ୍ଥିତି: ଦିନକରେ ୬୧୩ ପଜିଟିଭ୍‌ ଚିହ୍ନଟ

ନୂଆଦିଲ୍ଲୀ,୨୭।୭: କିଛି ଦିନରୁ ଦିଲ୍ଲୀରେ କରୋନା ସଂକ୍ରମଣ ଉଦ୍‌ବେଗଜନକ ସ୍ଥିତିରେ ଥିବା ବେଳେ ବର୍ତ୍ତମାନ ଏଥିରେ ଉନ୍ନତି ହେଉଥିବାର ପରିଲିକ୍ଷିତ ହେଉଛି। ପ୍ରଥମ ଥର ଦିଲ୍ଲୀରେ ସୋମବାର ମାତ୍ର ୬୧୩ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଯାହା ଗତ ୬୫ଦିନ ପରେ ଏତେ କମ୍‌ ସଂଖ୍ୟାରେ ଆକ୍ରାନ୍ତ ଚିହ୍ନଟ ହୋଇଥିବା କୁହାଯାଉଛି। ଏହା ପୂର୍ବରୁ ମେ ୨୩ରେ ୫୯୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ସେହିପରି ଗତ ୨୪ ଘଣ୍ଟାରେ ପ୍ରାୟ ୧୪୯୭ ରୋଗୀ ମଧ୍ୟ ସୁସ୍ଥ ହୋଇଥିବା ବେଳେ ୨୬ଜଣଙ୍କ ମୃତ୍ୟୁ ଘଟିଛି। ରାଜ୍ୟରେ ନୂଆ ଚିହ୍ନଟଙ୍କ ମିଶାଇ ଏପର୍ଯ୍ୟନ୍ତ ମୋଟ କରୋନା ଆକ୍ରାନ୍ତ ସଂଖ୍ୟା ୧,୩୧,୨୧୯ରେ ପହଞ୍ଚିଛି। ସେଥିମଧ୍ୟରୁ ୧,୧୬, ୩୭୨ଜଣ ସୁସ୍ଥ ହୋଇଥିବା ବେଳେ ୧୦,୯୯୪ ଚିକିତ୍ସାଧିନ ଓ ୩୮୫୩ଜଣଙ୍କ ମୃତ୍ୟୁ ଘଟିସାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନ ଦଶା ଭୋଗିବ ବାଂଲାଦେଶ: ଭାରତର ସାହାଯ୍ୟ ସତ୍ତ୍ୱେ ସରକାରଙ୍କ ନିୟନ୍ତ୍ରଣରେ ନାହିଁ ସ୍ଥିତି

ନୂଆଦିଲ୍ଲୀ,୩।୧: ଭାରତ ସହିତ ଖରାପ ସମ୍ପର୍କ ବାଂଲାଦେଶକୁ ପ୍ରଭାବିତ କରିବା ଆରମ୍ଭ କରିଛି। ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାର ଖାଦ୍ୟ ଯୋଗାଣ ସଙ୍କଟ ଏବଂ ବୃଦ୍ଧି ପାଉଥିବା...

ଅଲ୍ଲୁ ଅର୍ଜୁନଙ୍କୁ ନିୟମିତ ଜାମିନ

ହାଇଦ୍ରାବାଦ,୪।୧: ‘ପୁଷ୍ପା ୨: ଦି ରୁଲ୍‌’ର ପ୍ରିମିୟର ଶୋ’ ଗତ ମାସରେ ହାଇଦ୍ରାବାଦର ସନ୍ଧ୍ୟା ଥିଏଟରରେ ଚାଲିଥିବାବେଳେ ଏହାର ଅଭିନେତା ଅଲ୍ଲୁ ଅର୍ଜୁନ ସେଠାରେ ପହଞ୍ଚତ୍ୟିବାରୁ...

୨୦ ହଜାର ଡଲାରର ହୀରା ଉପହାର

ନୂଆଦିଲ୍ଲୀ/ଓ୍ବାଶିଂଟନ୍‌,୪ା୧: ୨୦୨୩ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକା ଗସ୍ତବେଳେ ସେଠାକାର ରାଷ୍ଟ୍ରପତିଙ୍କ ସ୍ତ୍ରୀ ଜିଲ୍‌ ବାଇଡେନ୍‌ଙ୍କୁ ୨୦,୦୦୦ ଡଲାର (ପ୍ରାୟ ୧୭.୧୫ ଲକ୍ଷ ଟଙ୍କା) ମୂଲ୍ୟର...

ଦିଲ୍ଲୀରେ କୁହୁଡ଼ି: ୪୭୦ ବିମାନ ବିଳମ୍ବିତ

ନୂଆଦିଲ୍ଲୀ,୪।୧: ଉତ୍ତର ଭାରତ ସମେତ ଜାତୀୟ ରାଜଧାନୀରେ ପ୍ରବଳ ଶୀତ ଲହର ଜାରି ରହିଛି। ଏହା ସାଙ୍ଗକୁ ଘନ କୁହୁଡ଼ି ଯୋଗୁ ଶୁକ୍ରବାର ସକାଳେ ଦିଲ୍ଲୀ...

ପିଥମ୍‌ପୁରରେ ୨ ଜଣଙ୍କ ଆତ୍ମାହୁତି ଉଦ୍ୟମ

ଧର୍‌,୪ା୧: ମଧ୍ୟପ୍ରଦେଶର ଭୋପାଳସ୍ଥିତ ୟୁନିୟନ କାର୍ବାଇଡ୍‌ ଇଣ୍ଡିଆ ଲିଃ (ୟୁସିଆଇଆଇ) କୀଟନାଶକ ପ୍ଲାଣ୍ଟରୁ ବର୍ଜ୍ୟକୁ ୧୨ଟି କଣ୍ଟେନର ଟ୍ରକ୍‌ରେ ସିଲ୍‌ କରି ୨୫୦ କି.ମି. ଦୂର...

ଚାଇନାର ନୂଆ କାଉଣ୍ଟି ପ୍ରତିବାଦ ଜଣାଇଲା ଭାରତ

ନୂଆଦିଲ୍ଲୀ,୩।୧: ଚାଇନା ସୀମାନ୍ତ ଅଞ୍ଚଳରେ ୨ଟି କାଉଣ୍ଟି ସ୍ଥାପନ କରିଛି, ଯାହାର କେତେକ ଅଂଶ ଲଦାଖ କେନ୍ଦ୍ରଶାସିତ ଅଞ୍ଚଳ ମଧ୍ୟରେ ଆସୁଛି। ଭାରତ ଏହାର ଦୃଢ଼...

EPFO କଲା ବଡ଼ ପରିବର୍ତ୍ତନ,ଏବେ ପେନସନଭୋଗୀ ପାଇବେ ଏହି ଲାଭ…

ନୂଆଦିଲ୍ଲୀ,୩।୧: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (ଇପିଏଫ୍‌ଓ)ର ପେନ୍‌ସନଭୋଗୀମାନେ ବର୍ତ୍ତମାନ ଯେକୌଣସି ବ୍ୟାଙ୍କରୁ ପେନ୍‌ସନ ବାହାର କରିବାକୁ ସକ୍ଷମ ହେବେ। ଇପିଏଫଓ ଏହାର ସମସ୍ତ ଆଞ୍ଚଳିକ...

CM ଆତିଶୀଙ୍କ ବିପକ୍ଷରେ ଅଳକା ଲାମ୍ବାଙ୍କୁ ଟିକେଟ ଦେଲା କଂଗ୍ରେସ, ଲଢ଼େଇ ହେବ ରୋଚକ

ନୂଆଦିଲ୍ଲୀ,୩।୧: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ କାଲକାଜୀ ଆସନରୁ କଂଗ୍ରେସ ନିଜର ପ୍ରାର୍ଥୀ ଘୋଷଣା କରିଛି। ଦଳ ଅଳକା ଲାମ୍ବାଙ୍କୁ ଟିକେଟ ଦେଇଛି। କଲକାଜୀ ଆସନରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri