Posted inଖେଳ

ପାକିସ୍ତାନର ପରାଜୟରେ ଦୁଃଖ ପ୍ରକାଶ କଲେ ଇମ୍ରାନ

ନୂଆଦିଲ୍ଲୀ,୨୫ା୨: ପାକିସ୍ତାନର ଜେଲରେ ଥିବା ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଚଳିତ ଚାମ୍ପିୟନ୍ସ ଟ୍ରଫିରେ ଜାତୀୟ କ୍ରିକେଟ ଦଳର ନୈରାଶ୍ୟଜନକ ପ୍ରଦର୍ଶନରେ ଦୁଃଖ ପ୍ରକାଶ କରିଥିବା ତାଙ୍କ ଭଉଣୀ ଆଲୀମା ଖାନ୍‌ କହିଛନ୍ତି। କରାଚୀରେ ନ୍ୟୁଜିଲାଣ୍ଡଠାରୁ ଓ ଦୁବାଇରେ ଭାରତଠାରୁ ପରାଜୟ ପରେ ଆୟୋଜକ ପାକିସ୍ତାନ ସେମିଫାଇନାଲ ଦୌଡ଼ରୁ ବାଦ ପଡ଼ିଛି।

ପାକିସ୍ତାନ ତେହରିକ-ଇ-ଇନସାଫ ଦଳର ପ୍ରତିଷ୍ଠାତା ଭାରତଠାରୁ ମିଳିଥିବା ପରାଜୟରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ନିଷ୍ପତ୍ତି ନିର୍ଦ୍ଧାରଣ ଲାଗି ପଦପଦବୀରେ ନିଜ ପସନ୍ଦୀୟ ବ୍ୟକ୍ତିଙ୍କୁ ରଖାଗଲେ, କ୍ରିକେଟ ନଷ୍ଟ ହେବ ବୋଲି ଇମ୍ରାନଙ୍କ ସହ ଭେଟ କରିବା ପରେ ଆଲିମା ଆଦିଆଲା ଜେଲ ବାହାରେ ଉପସ୍ଥିତ ଖବରଦାତାଙ୍କୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀର ଭୀମଭୋଇ ହସ୍ପିଟାଲରୁ ବିକ୍ରି ହୋଇଥିବା ଶିଶୁପୁତ୍ର ଉଦ୍ଧାର, ସ୍ବତନ୍ତ୍ର ପୋଷ୍ୟ ସନ୍ତାନ ଗ୍ରହଣ ସଂସ୍ଥାକୁ ପଠାଗଲା

ବଲାଙ୍ଗୀର, ୧୦।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରେ ନବଜାତ ଶିଶୁପୁତ୍ର ବିକ୍ରି ଅଭିଯୋଗ ହୋଇଥିଲା। ଏହି ଘଟଣା ପ୍ରଘଟ ହେବାର କିଛି...

ମା’ ଦକ୍ଷିଣକାଳୀଙ୍କ ଦଣ୍ଡଯାତ୍ରା: ଭକ୍ତଙ୍କୁ ଆକୃଷ୍ଟ କରୁଛି ଧୂଳିଦଣ୍ଡ

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ମାର୍ଚ୍ଚ ୨୫ରୁ ଆରମ୍ଭ ହୋଇଥିବା ଗଞ୍ଜାମ ଜିଲା ପ୍ରସିଦ୍ଧ ମା’ କାଳୀଙ୍କ ଦଣ୍ଡଯାତ୍ରା ପର୍ବ ଆସନ୍ତା ମେରୁ ସଂକ୍ରାନ୍ତିରେ ଶେଷ ହେବ। ବିଭିନ୍ନ...

Vastu Dosh: ସର୍ବଦା ମା’ ଲକ୍ଷ୍ମୀଙ୍କ କୃପା ପାଇବାକୁ ଚାହୁଁଛନ୍ତି କି?ଭୁଲ୍‌ରେ ବି ଘରେ କରନ୍ତୁ ନାହିଁ ଏହି ଗୋଟିଏ କାମ…

ମା’ ଲକ୍ଷ୍ମୀ ସ୍ବଭାବରେ ଚଞ୍ଚଳ ଏବଂ କ୍ରୋଧୀ। ଯେଉଁ ଘରେ ଲକ୍ଷ୍ମୀ ବାସ କରନ୍ତି, ସେଠାରେ ସୁଖ, ଧନ, ସମୃଦ୍ଧି, ବିଳାସର ଅଭାବ ହୁଏ ନାହିଁ।...

ଭାଇରାଲ ହେଉଛି ପାଣ୍ଡିଆନଙ୍କ ଭିଡିଓ, ସେଦିନ ପ୍ରଭାତଙ୍କୁ କହିଥିଲେ…

ଭୁବନେଶ୍ୱର,୧୦।୪: ସଂସଦର ଉଭୟ ସଦନରେ ଓ୍ବକଫ ବିଲ ପାରିତ ହୋଇ ବିଜ୍ଞପ୍ତି ହୋଇସାରିଲାଣି। ହେଲେ ରାଜ୍ୟ ସଭାରେ ବିଜେଡିର ବିବେକାନୁମୋଦିତ ମତଦାନ ପ୍ରସଙ୍ଗକୁ ନେଇ ସୃଷ୍ଟି...

ଜାଲ୍‌ନୋଟ୍‌ କାରବାର ଚାଲିଥିବାବେଳେ ଜବତ କଲା STF

ଟିଟିଲାଗଡ଼,୧୦ା୪(ଶରତ ମିଶ୍ର): ବଲାଙ୍ଗୀର ଜିଲା ଟିଟିଲାଗଡ଼ ବୈଷ୍ଣବଦେବୀ ମନ୍ଦିର ସମ୍ମୁଖରେ ଜାଲ୍‌ ନୋଟ୍‌ କାରବାର ଚାଲିଥିବା ବେଳେ ମାଡ଼ିବସିଛି ସ୍ପେଶାଲ ଟାସ୍କ ଫୋର୍ସ(ଏସ୍‌ଟିଏଫ୍‌)। ଏସ୍‌ଟିଏଫ୍‌ ଟିମ...

“ଅତି ଚତୁର ବ୍ୟକ୍ତି”: ଆମେରିକା-ଚାଇନା ବାଣିଜ୍ୟ ଯୁଦ୍ଧ ମଧ୍ୟରେ ସି ଜିନପିଙ୍ଗଙ୍କୁ ପ୍ରଶଂସା କଲେ ଟ୍ରମ୍ପ

ୱାଶିଂଟନ୍, ୧୦ା୪: ଦୁଇ ଦେଶ ମଧ୍ୟରେ ବାଣିଜ୍ୟ ଯୁଦ୍ଧ ଯୋଗୁଁ ସାରା ବିଶ୍ୱରେ ଆର୍ଥିକ ଝଡ଼ ସୃଷ୍ଟି ହୋଇଛି, ଯାହା ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ...

ଡାଇବେଟିସ୍‌ ରୋଗୀ କ୍ଷୀର ପିଇ ପାରିବେ କି ନାହିଁ, ଜାଣନ୍ତୁ କ’ଣ କୁହନ୍ତି ସ୍ବାସ୍ଥ୍ୟ ବିଶେଷଜ୍ଞ…

କ୍ଷୀର ଶରୀରକୁ ପୁଷ୍ଟିକର ପଦାର୍ଥ ଯୋଗାଇଥାଏ ଏବଂ ଯଦି କ୍ଷୀରରେ ଅନ୍ୟ କିଛି ପଦାର୍ଥ ମିଶାଯାଏ ତେବେ ଏହା ଆହୁରି ପୁଷ୍ଟିକର ହୋଇଯାଏ। ଏବେ ପ୍ରଶ୍ନ...

୫୦ ପରିବାରକୁ ମିଳୁନି ପିଇବା ପାଣି,ରାସ୍ତାକୁ ଓହ୍ଲାଇଲେ ମହିଳା

ମୋରଡ଼ା,୧୦ା୪(ସ୍ମାରକ ମାଜୀ): ସାରା ରାଜ୍ୟରେ ତାପମାତ୍ରା ହୁ ହୁ ହୋଇ ବୃଦ୍ଧି ପାଉଥିବା ବେଳେ ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକରେ ପାଣି ସମସ୍ୟା ଦେଖାଦେଇଛି l...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image