କୋର୍ଟ ଯିବେନି ଇମ୍ରାନ, ବିରୋଧ ପ୍ରଦର୍ଶନକୁ ଦୃଷ୍ଟିରେ ରଖି ପୋଲିସର ନିଷ୍ପତ୍ତି

ଇସଲାମାବାଦ,୧୦।୫: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ପାକିସ୍ତାନ ତେହେରିକ-ଇ-ଇନସାଫ (ପିଟିଆଇ) ଅଧ୍ୟକ୍ଷ ଇମ୍ରାନ ଖାନଙ୍କୁ ମଙ୍ଗଳବାର ଗିରଫ କରାଯାଇଛି। ତେବେ ବୁଧବାର ଇମ୍ରାନଙ୍କୁ କୋର୍ଟକୁ ନେବା ପରିବର୍ତ୍ତେ ପିଟିଆଇ ମୁଖ୍ୟଙ୍କୁ ରଖାଯାଇଥିବା ସ୍ଥାନରେ ଧାର୍ଯ୍ୟ ଶୁଣାଣି ହେବ ବୋଲି ପୋଲିସ ନିଶ୍ଚିତ କରିଛି।

ଅପରାହ୍ନ ୩ଟା ସୁଦ୍ଧା ଇମ୍ରାନ ଖାନଙ୍କୁ ନାବ କୋର୍ଟରେ ହାଜର କରାଯିବା ନେଇ ସୂଚନା ରହିଥିଲା। ହେଲେ ସାରା ଦେଶରେ ବିରୋଧ ପ୍ରଦର୍ଶନକୁ ଦୃଷ୍ଟିରେ ରଖି ପୋଲିସ ଏହି ପଦକ୍ଷେପ ନେଇଥିବା କୁହାଯାଉଛି।

ସୂଚନାଯୋଗ୍ୟ, ଇମ୍ରାନ ଖାନଙ୍କୁ ମଙ୍ଗଳବାର ଇସଲାମାବାଦ ହାଇକୋର୍ଟ ପରିସରରୁ ପାକିସ୍ତାନୀ ରେଞ୍ଜର ଗିରଫ କରିଥିଲା। ପରେ ହାଇକୋର୍ଟ ମଧ୍ୟ ଇମ୍ରାନଙ୍କ ଗିରଫଦାରୀକୁ ଆଇନଗତ ଭାବେ ସମର୍ଥନ କରିଥିଲେ। ଏହା ପରେ ପିଟିଆଇ ସମର୍ଥକମାନେ ବିକ୍ଷୋପ ପଦର୍ଶନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ପରବର୍ତ୍ତୀ ହିଂସା ଆଶଙ୍କା କଲେ ଆମେରିକୀୟ ଭୋଟର

ଓ୍ବାଶିଂଟନ,୨୮ା୧୦: ୨୦୨୦ ଭଳି ଏଥର ମଧ୍ୟ ରାଷ୍ଟ୍ରପତି ନିର୍ବାଚନ ପରେ ରାଜନୈତିକ ହିଂସାକାଣ୍ଡ ଘଟିପାରେ ବୋଲି ଅନେକେ ଆମେରିକୀୟ ଆଶଙ୍କା ବ୍ୟକ୍ତ କରିଛନ୍ତି। ନିକଟରେ ଏପି-ଏନ୍‌ଓଆର୍‌ସି...

କାନାଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା: ୪ ଭାରତୀୟଙ୍କ ଚାଲିଗଲା ଜୀବନ

ଓଟ୍ଟାଓ୍ବା,୨୮ା୧୦: କାନାଡାର ଓଣ୍ଟାରିଓ ପ୍ରଦେଶରେ ଏକ କାର୍‌ ଦୁର୍ଘଟଣାରେ ୪ ଜଣ ଭାରତୀୟଙ୍କ ମୃତ୍ୟୁ ଘଟିବା ସହ ଅନ୍ୟ ଜଣେ ଆହତ ହୋଇଛନ୍ତି। ଦୁର୍ଘଟଣାରେ କାର୍‌ଟି...

ଇସ୍ରାଏଲ୍‌ ଆକ୍ରମଣରେ ଗଲାଣି ୧୭୬ ସାମ୍ବାଦିକଙ୍କ ଜୀବନ

ଗାଜା ସିଟି,୨୮ା୧୦:ଗାଜାର ଏକ ସରକାରୀ ଗଣମାଧ୍ୟମ କାର୍ଯ୍ୟାଳୟ ଉପରେ ଇସ୍ରାଏଲ୍‌ର ବୋମାମାଡ଼ ଯୋଗୁ ୫ ଜଣ ଖବରଦାତାଙ୍କ ମୃତ୍ୟୁ ଘଟିଛି। ଏମାନଙ୍କୁ ମିଶାଇ ଗତବର୍ଷ ଅକ୍ଟୋବର...

ଚାଇନାକୁ ଟାର୍ଗେଟ କଲେ ଟ୍ରମ୍ପ, କହିଲେ ଆମେରିକା ନିକଟରେ ଅଛି…

ଓ୍ବାଶିଂଟନ,୨୮।୧୦: ରିପବ୍ଲିକାନ ପାର୍ଟିର ରାଷ୍ଟ୍ରପତି ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପ ଏକ ନିର୍ବାଚନ ରାଲିରେ କହିଛନ୍ତି ଯେ ଚାଇନା ସହିତ ବିବାଦ ହେଲେ ଆମେ ସେମାନଙ୍କୁ ପରାସ୍ତ...

ପ୍ରଧାନମନ୍ତ୍ରୀ ହିଁ ବନ୍ଦ କରିପାରିବେ ଯୁଦ୍ଧ, ମୋଦିଙ୍କ ଲିଡରଶିପକୁ ପ୍ରଶଂସା କଲେ ଜେଲନସ୍କି

କ୍ୱିଭ,୨୮।୧୦: ରୁଷିଆ-ୟୁକ୍ରେନ ଯୁଦ୍ଧକୁ ଅଢେଇ ବର୍ଷରୁ ଅଧିକ ସମୟ ବିତିଗଲାଣି। ଏହି ଯୁଦ୍ଧରେ ହଜାର ହଜାର ଲୋକ ପ୍ରାଣ ହରାଇଲେଣି। ହେଲେ ଯୁଦ୍ଧ ବନ୍ଦ ହେବାର...

ଭାରତୀୟ ବଂଶୋଦ୍ଭବଙ୍କ ସହ ଆଜି ଦୀପାବଳି ପାଳିବେ ବାଇଡେନ

ଓ୍ବାଶିଂଟନ,୨୮ା୧୦: ଆମେରିକାର ବର୍ତ୍ତମାନର ରାଷ୍ଟ୍ରପତି ଜୋ ବାଇଡେନ ଦୀପାବଳିକୁ କେତେ ପସନ୍ଦ କରନ୍ତି ତାହା ସମଗ୍ର ବିଶ୍ୱ ପୂର୍ବରୁ ମଧ୍ୟ ଦେଖିସାରିଛି। ପ୍ରତିବର୍ଷ ଏଠାରେ ଦୀପାବଳିର...

ଆମେରିକା ରାଷ୍ଟ୍ରପତି ନିର୍ବାଚନ ୨୦୨୪

ଆମେରିକା ରାଷ୍ଟ୍ରପତି ନିର୍ବାଚନକୁ ମାତ୍ର ୯ ଦିନ ବାକି। ହ୍ବାଇଟ୍‌ ହାଉସ୍‌ ପାଇଁ ୨ ପ୍ରତିଦ୍ୱନ୍ଦ୍ୱୀ ଉପରାଷ୍ଟ୍ରପତି କମଲା ହାରିସ୍‌ ଏବଂ ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ...

ବାଂଲାଦେଶରେ ହିନ୍ଦୁ କର୍ମଚାରୀଙ୍କୁ ଇସ୍ତଫା ଦେବାକୁ ବାଧ୍ୟ କରାଯାଉଛି

କୋଲକାତା,୨୭ା୧୦: ବାଂଲାଦେଶରେ ଶେଖ୍‌ ହାସିନାଙ୍କ ସରକାରର ପତନ ପରେ ମୌଳବାଦୀ ସଂଗଠନଗୁଡ଼ିକର ଶକ୍ତି ବୃଦ୍ଧି ପାଇବା ସହ ସଂଖ୍ୟାଲଘୁ ହିନ୍ଦୁମାନଙ୍କ ଉପରେ ଅତ୍ୟାଚାର ବଢ଼ିଛି। ସରକାରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri