ଇସ୍ରୋ ପାଖରେ ନାହିଁ ଶକ୍ତିଶାଳୀ ରକେଟ୍, ଏଲନ ମସ୍କଙ୍କ ରକେଟରେ ସାଟେଲାଇଟ ଲଞ୍ଚ କରିବ ଭାରତ

କୋଲକାତା, ୩।୧: ଭାରତୀୟ ମହାକାଶ ସଂସ୍ଥା ଇସ୍ରୋ ଜିସାଟ୍-୨୦ ନାମକ ପରବର୍ତ୍ତୀ ପିଢ଼ିର ଭାରୀ ଯୋଗାଯୋଗ ସାଟେଲାଇଟ ଉତକ୍ଷେପଣ ସ୍ପେସ୍ ଏକ୍ସ କରିବ। ପ୍ରଥମ ଥର ପାଇଁ ମହାକାଶ ବିଭାଗ ଏବଂ ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ଫାଲକନ୍ -୯ ହେଭି ଲିଫ୍ଟ ଲଞ୍ଚର୍ ବ୍ୟବହାର କରିବ ଯାହା ଏକ ଉତ୍ସର୍ଗୀକୃତ ଭାରତୀୟ ମିଶନରେ ଫ୍ଲୋରିଡାରୁ ଲଞ୍ଚ ହୋଇପାରେ।

ଏହି ଚୁକ୍ତି ଇସ୍ରୋର ଦୁର୍ବଳତାକୁ ମଧ୍ୟ ପ୍ରକାଶ କରିଛି ଯେ, ବଡ଼ ଯୋଗାଯୋଗ ସାଟେଲାଇଟ ଲଞ୍ଚ କରିବାର କ୍ଷମତା ଥିବା ରକେଟର ଅଭାବ ରହିଛି। ଇସ୍ରୋ ଚେୟାରମ୍ୟାନ୍ ଏସ୍ ସୋମନାଥ କହିଛନ୍ତି ଯେ ‘ଅନ୍ୟ କୌଣସି ରକେଟ୍ ଠିକ୍ ସମୟରେ ଉପଲବ୍ଧ ନ ଥିବାରୁ ଭାରତକୁ ସ୍ପେସ୍ ଏକ୍ସ ଯିବାକୁ ପଡିଲା।

ଇସ୍ରୋର କାମର୍ସିଆଲ କମ୍ପାନୀ ନ୍ୟୁ ସ୍ପେସ୍ ଇଣ୍ଡିଆ ଲିମିଟେଡ୍ ଚଳିତ ବର୍ଷର ଦ୍ୱିତୀୟ ତ୍ରୈମାସରେ ସମ୍ଭାବ୍ୟ ଲଞ୍ଚ ପାଇଁ ସ୍ପେସ୍ ଏକ୍ସ ସହିତ ଏକ ଚୁକ୍ତିନାମା ସ୍ୱାକ୍ଷର କରିଛି। ସ୍ପେସ୍ ଏକ୍ସ ଚୁକ୍ତି ମଧ୍ୟ ଏକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନକୁ ସୂଚିତ କରେ ଯେ ବର୍ତ୍ତମାନ ପର୍ଯ୍ୟନ୍ତ ଭାରତ ଭାରୀ ଉପଗ୍ରହ ଉତକ୍ଷେପଣ କରିବା ପାଇଁ ଫ୍ରାନ୍ସ ନେତୃତ୍ୱାଧୀନ ଆରିଅନେସ୍ପେସ୍ କନ୍ସୋର୍ଟିୟମ୍ ଉପରେ ନିର୍ଭର କରୁଥିଲା। କାରଣ ଭାରତର ନିଜସ୍ୱ ରକେଟଗୁଡିକ ୪ ଟନ୍ ଶ୍ରେଣୀରୁ ଅଧିକ ଜିଓଷ୍ଟେସନାରୀ କକ୍ଷପଥରେ ଅତ୍ୟଧିକ ଭାରୀ ଉପଗ୍ରହ ଉତକ୍ଷେପଣ କରିବାର କ୍ଷମତା ରଖନ୍ତି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ଶିକ୍ଷକ ନିଯୁକ୍ତିରେ ଦୁର୍ନୀତି: ୧୬୩ କୋଟି ଟଙ୍କାର ସମ୍ପତ୍ତି ବାଜ୍ୟାପ୍ତ କଲା ଇଡି

ନୂଆଦିଲ୍ଲୀ,୨୬ା୧୦: ପଶ୍ଚିମବଙ୍ଗ ସ୍କୁଲ୍‌ ସେବା ଆୟୋଗ (ଡବ୍ଲ୍ୟୁବିଏସ୍‌ଏସ୍‌ସି) ଦ୍ୱାରା ଗ୍ରୁପ୍‌ ସି ଏବଂ ଡି କର୍ମଚାରୀ ନିଯୁକ୍ତିରେ ବ୍ୟାପକ ଦୁର୍ନୀତି ହୋଇଥିଲା। ଏହାର ମନିଲଣ୍ଡରିଂ ଦିଗ...

ବାଂଲାଦେଶରେ ହିନ୍ଦୁଙ୍କ ବିଶାଳ ରାଲି

ଢାକା,୨୬ା୧୦: ସଂଖ୍ୟାଲଘୁ ଅଧିକାର ଦାବିରେ ବାଂଲାଦେଶ ହିନ୍ଦୁ ସମ୍ପ୍ରଦାୟର ହଜାର ହଜାର ଲୋକ ଚିଟ୍ଟାଗଙ୍ଗ୍‌ର ଐତିହାସିକ ଲାଲ୍‌ଦିଘି ମଇଦାନରେ ଶୁକ୍ରବାର ବିଶାଳ ରାଲି କରିଛନ୍ତି। ସେମାନଙ୍କର...

ଭାରତ-ଚାଇନା ଚୁକ୍ତିକୁ ନେଇ ଜୟଶଙ୍କର କହିଲେ ସଫଳତା ପଛରେ…

ପୁଣେ,୨୬ା୧୦: ଦୀର୍ଘ ୪ ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ପୂର୍ବ ଲଦାଖ ଅନ୍ତର୍ଗତ ଏଲ୍‌ଏସିରେ ଲାଗି ରହିଥିବା ଅଚଳାବସ୍ଥା ଦୂର ପାଇଁ ଉଭୟ ଭାରତ ଓ...

ଖାଲିଟାରେ ଗର୍ଜୁ ନାହାଁନ୍ତି ଗିରିରାଜ…

ପାଟନା,୨୬।୧୦: ବିହାରରେ ଯେଉଁ ଆଡେ ନଜର ପକାଇଲେ ଦେଖିବେ, ଆଜିକାଲି କେବଳ ଭାଜପାର ଫାୟାର ବ୍ରାଣ୍ଡ ନେତା ତଥା କେନ୍ଦ୍ର ମନ୍ତ୍ରୀ ଗିରିରାଜ ସିଂଙ୍କ ‘ହିନ୍ଦୁ...

ଭାରତ ଆଡକୁ କାହିଁକି ଆକର୍ଷିତ ହେଉଛି ବିଶ୍ୱ? ଜୟଶଙ୍କର ଦେଲେ ଏମିତି ଜବାବ

ପୁଣେ,୨୬।୧୦: ଶନିବାର ଅର୍ଥାତ୍‌ ଅକ୍ଟୋବର ୨୬ରେ ପୁଣେରେ ଛାତ୍ରମାନଙ୍କ ସହ କଥାବାର୍ତ୍ତା ବେଳେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଡକ୍ଟର ଏସ ଜୟଶଙ୍କର କହିଛନ୍ତି ଯେ ଆଜି...

ବାବା ସିଦ୍ଦିକୀ ହତ୍ୟାକାଣ୍ଡର ଖୋଲିଲା ବଡ଼ ଗୁମର, ପୋଲିସ କହିଲା କିଏ ମାମଲାର ମୋଷ୍ଟ ଓ୍ବାଣ୍ଟେଡ

ମୁମ୍ବାଇ,୨୬।୧୦: ବରିଷ୍ଠ ଏନସିପି ନେତା ବାବା ସିଦ୍ଦିକୀଙ୍କ ହତ୍ୟା ମାମଲାରେ ଏକ ବଡ଼ ଥା ସାମ୍ନାକୁ ଆସିଛି। ଏହି ହତ୍ୟା ମାମଲାରେ ମୁମ୍ବାଇ କ୍ରାଇମ ବ୍ରାଞ୍ଚ...

ଆଫ୍ରିଦି ହେଲେ ପାକିସ୍ତାନର ମୁଖ୍ୟ ବିଚାରପତି

ଇସଲାମାବାଦ,୨୬।୧୦: ୟାହିୟା ଆଫ୍ରିଦି ଶନିବାର ପାକିସ୍ତାନର ୩୦ତମ ପ୍ରଧାନ ବିଚାରପତି ଭାବରେ ଶପଥ ଗ୍ରହଣ କରିଛନ୍ତି। ଏହି ସୂଚନା ରାଷ୍ଟ୍ରପତି ଭବନର ମିଡିଆ ୱିଙ୍ଗ ଦ୍ୱାରା...

ସ୍ବାମି ଅଭିମୁକ୍ତେଶ୍ୱରାନନ୍ଦଙ୍କଠାରୁ ଆଶୀର୍ବାଦ ନେଲେ ପରିଣିତି-ରାଘବ

ନୂଆଦିଲ୍ଲୀ,୨୬।୧୦: ଶନିବାର ଶଙ୍କରାଚାର୍ଯ୍ୟ ସ୍ବାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ବତୀ ମହାରାଜ ଆମ ଆଦମୀ ପାର୍ଟି ରାଜ୍ୟ ସଭା ଏମପି ରାଘବ ଚଢା ଏବଂ ଅଭିନେତ୍ରୀ ପରିଣିତି ଚୋପ୍ରାଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri