ଝାରସୁଗୁଡା ଜିଲାରେ ମାଟ୍ରିକ ପାସହାର ୯୩.୭୩%

ଝାରସୁଗୁଡା ଅଫିସ,୬।୭: ଚଳିତବର୍ଷ ରାଜ୍ୟରେ ମାଟ୍ରିକ ପରୀକ୍ଷା ଫଳ ବୁଧବାର ବିଧିବଦ୍ଧ ଭାବେ ପ୍ରକାଶ ପାଇଛି। ଏଥିମଧ୍ୟରେ ଝାରସୁଗୁଡା ଜିଲାରେ ପାସହାର ୯୩.୭୩ ପ୍ରତିଶତ ହୋଇଛି । ଜିଲାର ଏହି ପାସହାରରେ ଛାତ୍ରଙ୍କୁ ପଛରେ ପକାଇ ଛାତ୍ରୀମାନେ ଆଗରେ ରହିଛନ୍ତି। ଜିଲାରେ ଚଳିତବର୍ଷ ସମୁଦାୟ ୬,୩୭୪ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିବାବେଳେ ଏଥି୍ଯଯଯରୁ ୬,୨୯୮ଜଣ ପରୀକ୍ଷାର୍ଥୀ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଛନ୍ତି । ଏଧିମଧ୍ୟରେ ଛାତ୍ରୀ ୩,୨୩୦ ଜଣ ଓ ଛାତ୍ର ୩,୦୬୮ଜଣ ବୋଲି ଜଣାପଡିଛି। ଏଥିରେ ୭୯ ଏ୧ ଗ୍ରେଡ,୯୯୧ ଏ ୨ ଗ୍ରେଡ,୨,୦୫୬ ବି୧ ଗ୍ରେଡ,୧,୮୨୪ ବି୨ ଗ୍ରେଡ,୯୨୮ସି ଗ୍ରେଡ,୩୪୭ ଡି ଗ୍ରେଡ,୭୩ ଇ ଗ୍ରେଡର ଉତ୍ତୀର୍ଣ୍ଣ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାରଖାନାରେ ଅଘଟଣ: ଷ୍ଟ୍ରକ୍ଚର ପଡ଼ି ଚାଲିଗଲା ୨ ଶ୍ରମିକଙ୍କ ଜୀବନ, ୫ ଗୁରୁତର

ଝାରସୁଗୁଡ଼ା,୧୭।୯: ଝାରସୁଗୁଡ଼ା ଜିଲା ବୁଢିପଦର ଓଡ଼ିଶା ମେଟାଲିକ୍ସ କମ୍ପାନୀରେ ମଙ୍ଗଳବାର ଏକ ଅଘଟଣ ଘଟିଛି। କାରଖାନାରେ ଷ୍ଟ୍ରକ୍ଚର ପଡ଼ି ୨ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ବେଳେ...

ମା’ଙ୍କ ଆଖି ଆଗରେ ପୁଅଙ୍କୁ ଗୁଳି ମାଡ଼

ଝାରସୁଗୁଡ଼ା,୬।୯: ନୂଆଁଖାଇ ପୂର୍ବରୁ ଅଶାନ୍ତ ହୋଇପଡିଛି ଝାରସୁଗୁଡ଼ା ସହର। ଦିନ ଦ୍ୱି ପ୍ରହରରେ ଘରେ ପଶି ଜଣେ ଯୁବକଙ୍କୁ ଗୁଳି କରି ଚମ୍ପଟ ମାରିଛନ୍ତି ଅଭିଯୁକ୍ତ।...

ଲାଲପଥର ଜଳ ପ୍ରପାତରେ ନାବାଳକ ନିଖୋଜ

ଝାରସୁଗୁଡ଼ା,୧।୯: ଝାରସୁଗୁଡ଼ା ଜିଲା ଲାଲପଥର ଜଳ ପ୍ରପାତରେ ରବିବାର ଏକ ଅଘଟଣ ଘଟିଛି। ଜଳ ପ୍ରପାତରେ ଗାଧୋଇବା ବେଳେ ପାଣି ବୁଡି ନାବାଳକ ଜଣକ ନିଖୋଜ...

କେରଳ ଭୂସ୍କଳନ: ଗୁରୁତର ଡ. ସ୍ବୀକୃତି ମହାପାତ୍ରଙ୍କୁ ଭେଟିଲେ ଦୀପାଳି

ଝାରସୁଗୁଡ଼ା,୧।୯ (ସଞ୍ଜୟ ମାଲି): କେରଳ ୱାୟନାଡ ଭୂସ୍କଳନରେ ଗୁରୁତର ଆହତ ହୋଇଥିବା ଝାରସୁଗୁଡାର ଡ. ସ୍ବୀକୃତି ମହାପାତ୍ରଙ୍କୁ ତାଙ୍କ ବାସଭବନରେ ଶନିବାର ପୂର୍ବତନ ବିଧାୟିକା ଦୀପାଳି...

ଫାର୍ମ ମାଲିକଙ୍କୁ ଗୁଳି କରି ହତ୍ୟା

ଝାରସୁଗୁଡ଼ା,୨୭।୮: ଝାରସୁଗୁଡ଼ା ଜିଲା ସଦର ଥାନା ବେହେରାପାଟ ନିକଟ ଏକ କୁକୁଡ଼ା ଫାର୍ମରେ ଗୁଳିକାଣ୍ଡ ଘଟିଛି। ଗୁଳି ମାଡ଼ରେ ଜଣେ କୁକୁଡା ଫାର୍ମ ମାଲିକଙ୍କ ମୃତ୍ୟୁ...

କାରଖାନାରେ ଗ୍ୟାସ ଲିକ୍‌: ଜଣେ ଶ୍ରମିକ ମୃତ, ୫ ଅସୁସ୍ଥ

ଝାରସୁଗୁଡ଼ା,୬।୮: ଝାରସୁଗୁଡ଼ା ଜିଲା ବୁଢିପଦର ସ୍ଥିତ ଓଡ଼ିଶା ମେଟାଲିକ କାରଖାନାରେ ମଙ୍ଗଳବାର ଏକ ବଡ଼ ଧରଣର ଅଘଟଣ ଘଟିଛି। କାରଖାନାରେ ଗ୍ୟାସ୍‌ ଲିକ୍‌ ହୋଇ ଜଣେ...

ଛତିଶଗଡ଼ରୁ ଭାସି ଆସି ଓଡ଼ିଶାରେ ଲାଗିଲେ ମହିଳା

ଝାରସୁଗୁଡ଼ା,୧ା୮: କଥାରେ ଅଛି ରଖେ ହରି ତ ମାରେ କିଏ? ଗୁରୁବାର ସକାଳୁ ଏମିତି ଏକ ଘଟଣା ଓଡ଼ିଶାରେ ଦେଖିବାକୁ ମିଳିଛି। ଜଣେ ମହିଳା ଛତିଶଗଡ଼ରୁ...

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଦୀପାଳି ଦାସ, ଭାଜପା ବିଧାୟକଙ୍କ ବିରୋଧରେ ଆଣିଲେ ବଡ଼ ଅଭିଯୋଗ…

ଝାରସୁଗୁଡ଼ା/କଟକ,୧୨।୭: ପୁଣି ଚର୍ଚ୍ଚାରେ ଦୀପାଳି ଦାସ। ଝାରସୁଗୁଡ଼ା ବିଧାନସଭା ନିର୍ବାଚନ ଫଳାଫଳକୁ ଚ୍ୟାଲେଞ୍ଜ କରି ସେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଭାଜପା ବିଧାୟକ ଟଙ୍କଧର ତ୍ରିପାଠୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri