ଝାରସୁଗୁଡା ଅଫିସ,୧୦।୮: ଝାରସୁଗୁଡା ଜିଲାରୁ ସୋମବାର ୯ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪ ଶହରେ ପହଞ୍ଚିଛି। ଏମାନଙ୍କ ମଧ୍ୟରୁ ୩୧୭ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୮୨ ଜଣବିଭିନ୍ନ କୋଭିଡ୍ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି। ସେହିପରି କରୋନା ଯୋଗୁ ଜିଲାରେ ଜଣଙ୍କର ମୃତ୍ୟୁ ଘଟିଛି।
Posted inଆମ ଜିଲା ଖବର, କରୋନା ଭାଇରସ୍, ଝାରସୁଗୁଡ଼ା, ରାଜ୍ୟ