ଝାରସୁଗୁଡାରେ ୪ ଶହ ଛୁଇଁଲା କରୋନା ଆକ୍ରାନ୍ତ ସଂଖ୍ୟା

ଝାରସୁଗୁଡା ଅଫିସ,୧୦।୮: ଝାରସୁଗୁଡା ଜିଲାରୁ ସୋମବାର ୯ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪ ଶହରେ ପହଞ୍ଚିଛି। ଏମାନଙ୍କ ମଧ୍ୟରୁ ୩୧୭ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୮୨ ଜଣବିଭିନ୍ନ କୋଭିଡ୍‌ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି। ସେହିପରି କରୋନା ଯୋଗୁ ଜିଲାରେ ଜଣଙ୍କର ମୃତ୍ୟୁ ଘଟିଛି।

Share