କନ୍ଧମାଳରେ ପୁଣି ସ୍ଥିତି ଜାହିର କଲେ ମାଓବାଦୀ

ବାଲିଗୁଡ଼ା,୯।୨:(ଡି.ଏନ୍‌.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପୂର୍ବରୁ କନ୍ଧମାଳରେ ପୁଣି ସ୍ଥିତି ଜାହିର କଲା ମାଓବାଦୀ ସଙ୍ଗଠନ । ଗତ କିଛିଦିନ ପୂର୍ବରୁ ତୁମୁଡ଼ିବନ୍ଧ ଥାନା ବେନାରବାହାଲ ଅଞ୍ଚଳରେ ମାଓବାଦୀ ପୋଷ୍ଟର ମିଳିଥିବା ବେଳେ ବେଳେ ମଙ୍ଗଳବାର ଫିରିଙ୍ଗିଆ ଥାନା ଅଞ୍ଚଳରେ ରାସ୍ତା କାମକୁ ବିରୋଧ କରିଥିଲେ ମାଓବାଦୀ । ରାସ୍ତା କାମରେ ନିୟୋଜିତ ହୋଇଥିବା ଠିକା ସଂସ୍ଥାର ତିନୋଟି ଗାଡ଼ି ପୋଡ଼ି ଦେଇଥିବାବେଳେ ବୁଧବାର ପୁଣି ବାଲିଗୁଡ଼ା ବିଜ୍ଞାପିତ ପରିଷଦ ଅଞ୍ଚଳର ସୁନାପାଙ୍ଗା, ପଣଷପଡ଼ି,ନୁଆସାହି ଭଳି ବିଭିନ୍ନ ସ୍ଥାନରେ କେକେବିଏନ ମାଓବାଦୀ ସଂଗଠନ ପକ୍ଷରୁ ବ୍ୟାନର ଓ ପୋଷ୍ଟର ଜାରି ହୋଇଥିବା ଦେଖିବାକୁ ମିଳିଛି । ଅନ୍ୟପଟେ ମାଓବାଦୀଙ୍କ ଉପସ୍ଥିତିକୁ ନେଇ ଅଞ୍ଚଳରେ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଥିବା ଜଣାପଡ଼ିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଅବସର ନେବାକୁ ଆହୁରି ଦୁଇ ବର୍ଷ ବାକିଥିଲା, ମାତ୍ର ଝୁଲିପଡ଼ିଲେ ଏଏସ୍‌ଆଇ

ତେନ୍ତୁଳିଖୁଣ୍ଟି,୨୭ା୧୨(ଚିଦାନନ୍ଦ ସାହୁ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ଥାନା ଏଏସ୍‌ଆଇ ରେଣୁପ୍ରସାଦ ପ୍ରଧାନ ୨୩ ତାରିଖ ସୋମବାରରୁ ନିଖୋଜ ଥିଲେ। ସେ ଥାନାକୁ ଆସୁ ନ ଥିବା...

ଭିଜିଲାନ୍ସ ଜାଲରେ ଏଏସ୍‌ଆଇ, ଧରିବା ପୂର୍ବରୁ ଥାନାରୁ ମାରିଲେ ଚମ୍ପଟ

ଭବାନୀପାଟଣା,୨୭ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଏଏସ୍‌ଆଇ ମୁକୁନ୍ଦ ଖେମୁଣ୍ଡୁ ଗୁରୁବାର ରାତିରେ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଗୋଇରାପଦର ପ୍ରଭା ପୂଝାରୀଙ୍କ ଠାରୁ...

୬୦ ହଜାର ହେକ୍ଟର ଜମି ପ୍ରଭାବିତ

କେନ୍ଦ୍ରାପଡ଼ା,୨୭ା୧୨(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲାରେ ୨୨ ତାରିଖଠାରୁ ବର୍ଷାର ପ୍ରଭାବ ଦେଖିବାକୁ ମିଳିଛି। ବର୍ଷା ଫଳରେ ଜିଲାର ଅଧିକାଂଶ କ୍ଷେତ ଜଳମଗ୍ନ ହୋଇଛି। ବିଶେଷକରି ଧାନ...

ବର୍ଷା କମିଲା, ବଢ଼ିଲା ଦୁର୍ଦ୍ଦଶା

ଭବାନୀପାଟଣା: ୨୭ା୧୨ (ଉତ୍ତମ କୁମାର ଦାଶ): ଦୁଇଦିନର ଲଗାଣ ବର୍ଷା ଚାଷୀଙ୍କ ସମସ୍ତ ସ୍ବପ୍ନ ଓ ସମ୍ଭାବନାକୁ ଧୋଇନେଇଛି। ଆର୍ଥିକ ଅବସ୍ଥା ସ୍ବଚ୍ଛଳ ନ ଥିବା...

କୋକସରାରେ ରେକର୍ଡ ବର୍ଷା: ଚାଷୀଙ୍କ ଫସଲ ନଷ୍ଟ

କୋକସରା,୨୬ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକରେ ୧୩୫ ମିମି ବର୍ଷା ହୋଇଥିବା ସରକାରୀ ଭାବେ ରେକର୍ଡ କରାଯାଇଛି। ବର୍ଷା ଯୋଗୁ କୋକସରା...

ବର୍ଷାରେ ଭାଙ୍ଗିଲା ଘର: ପଲିଥିନ ତଳେ ପରିବାର

କୋକସରା,୨୬ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖୁଣ୍ଟିଆ ପଞ୍ଚାୟତ ଖୁଣ୍ଟିଆ ଗ୍ରାମରେ ପାଞ୍ଚପ୍ରାଣୀ କୁଟୁମ୍ବ ସହ ରହନ୍ତି ଧନସାଏ ଧରୁଆ। ଝାଟିମାଟି...

ସରକାର କଲେ ବଡ଼ ଘୋଷଣା: ଏହି ନମ୍ବରରେ କଲ୍‌ କରି ପାଆନ୍ତୁ ଫସଲ ହାନି ସହାୟତା

ଭୁବନେଶ୍ୱର,୨୬ା୧୨: ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ଓଡ଼ିଶାରେ ଚାଷୀମାନେ ବହୁ କ୍ଷତିର ସମ୍ମୁଖୀନ ହୋଇଛନ୍ତି। ଚାଷୀଙ୍କ ସହାୟତାକୁ ଦୃଷ୍ଟିରେ ରଖି ସରକାର ଚାଷୀଙ୍କ ପାଇଁ...

ବୁଲଡୋଜରକୁ ଚଢ଼ି ବୃଦ୍ଧାଙ୍କ ପ୍ରତିବାଦ: ଅଧାରୁ ଅଟକିଲା ଉଚ୍ଛେଦ ପ୍ରକ୍ରିୟା

ବରଗଡ଼,୨୬।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ପୌର ପ୍ରଶାସନ ପକ୍ଷରୁ ଗୁରୁବାର ସ୍ଥାନୀୟ ୱାର୍ଡ଼ ନଂ-୧୭ ଜୀରାନଦୀ କୂଳ ବୃନ୍ଦାବନ ପଡ଼ିଆ ପାର୍ଶ୍ୱରେ ଜବରଦଖଲ ଉଚ୍ଛେଦ ଆରମ୍ଭ ହୋଇଥିଲା।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri