Posted inରାଜ୍ୟ

୧୪ ବର୍ଷ ତଳେ କରମଣ୍ଡଳ ନେଇଥିଲା ୧୬ ଜୀବନ

୧୪ ବର୍ଷ ତଳେ ଯାଜପୁରରୋଡ୍‌ଠାରେ କରମଣ୍ଡଳ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ୨୦୦୯ ଫେବୃୟାରୀ ୧୩ ତାରିଖ ସନ୍ଧ୍ୟାରେ କରମଣ୍ଡଳର ୧୧ଟି ସ୍ଲିପର ଓଧାନ ୨ଟି ଜେନେରାଲ ବଗିକୁ ମିଶାଇ ମୋଟ ୧୩ ବଗି ଲାଇନଚ୍ୟୁତ ହୋଇଥିଲା। ଏହି ଦୁର୍ଘଟଣାରେ ୧୬ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ବେଳେ ୧୬୧ ଜଣ ଆହତ ହୋଇଥିଲେ। ଘଟଣାକ୍ରମରେ ସେଦିନ ଥିଲା ଶୁକ୍ରବାର। ବାଲେଶ୍ୱର ଜିଲା ବାହାନଗାଠାରେ ମଧ୍ୟ ଠିକ୍‌ ସେହି ବାର ଓ ସେହି ସମୟରେ ଦୁର୍ଘଟଣା ଘଟିଛି। ତତ୍‌କାଳୀନ ରେଳମନ୍ତ୍ରୀ ଲାଲୁ ଯାଦବ ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଥିଲେ। ଟ୍ରେନଟି ଟ୍ରାକ୍‌ ବଦଳାଉଥିବା ବେଳେ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲା ବୋଲି ତଦନ୍ତରୁ ଜଣାପଡ଼ିଥିଲା। ସେତେବେଳେ ଟ୍ରେନର ବେଗ ଘଣ୍ଟାପ୍ରତି ୧୧୫ କି.ମି. ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଶୀତର ଲହରି ଜାରି: ୩୦ରୁ ବଢ଼ିବ ତାପମାତ୍ରା

ଭୁବନେଶ୍ୱର,୨୭ା୧୧(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ହେଲା ଶୀତର ଲହରି ଜାରି ରହିଥିବାବେଳେ ସୁନ୍ଦରଗଡ଼ ଓ କନ୍ଧମାଳ ଆଦି ଜିଲାରେ ଗଭୀର କୁହୁଡ଼ି ଦେଖିବାକୁ ମିଳୁଛି। ସେହିପରି...

୭ ମାସରେ ରାଜ୍ୟରେ ୪୧ ହାତୀଙ୍କ ମୃତ୍ୟୁ

ଭୁବନେଶ୍ୱର, ୨୭ା୧୧ (ବନ୍ଦନା ସେଠୀ):ରାଜ୍ୟରେ ହାତୀ-ମଣିଷ ଲଢେଇ ବଢିବାରେ ଲାଗିଛି। ଗତ ୩ବର୍ଷରେ ହାତୀ ଆକ୍ରମଣରେ ୬୬୮ଜଣ ଲୋକଙ୍କ ମୃତ୍ୟୁ ହୋଇଛି। ୫୦୯ଜଣ ଲୋକ ହାତୀ...

ଖାଲି ପଡ଼ିଥିବା ସୂଚନା କମିଶନ ପଦବୀ: ଓଡ଼ିଶାରେ ୬ରୁ ୪ ଖାଲି

ଭୁବନେଶ୍ୱର,୨୭ା୧୧(ଅନିଲ ଦାସ): ୨୦୨୩ରେ ଏକ ମାମଲାର ଶୁଣାଣି ବେଳେ କେନ୍ଦ୍ର ଓ ରାଜ୍ୟଗୁଡ଼ିକର ସୂଚନା କମିଶନରେ ଖାଲି ପଡ଼ିଥିବା ପଦବୀ ପୂରଣରେ ବିଫଳତାକୁ ନେଇ ସୁପ୍ରିମକୋର୍ଟ...

ପୁଞ୍ଜିନିବେଶ ନାଁରେ ଆଇଟି ପ୍ରୋଫେସନାଲଙ୍କ ଠାରୁ ୧୯ ଲକ୍ଷ ୮୪ ହଜାର ଟଙ୍କା ଠକେଇ

କଟକ,୨୬।୧୧: ପୁଞ୍ଜିନିବେଶ ନାଁରେ ଜଣେ ଆଇଟି ପ୍ରୋଫେସନାଲଙ୍କ ଠାରୁ ୧୯ ଲକ୍ଷ ୮୪ ହଜାର ଟଙ୍କା ଠକେଇ କରିବା ଅଭିଯୋଗରେ ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରିଛି...

୮ କେଜି ଗଞ୍ଜେଇ, ଲକ୍ଷ୍ୟଧିକ ଆତ୍ମସାତ: ଏସଆଇ ନିଳମ୍ବିତ, ୨ ଏଏସଆଇ, ୨ କନଷ୍ଟେବଳ ବଦଳି

ଖୋର୍ଦ୍ଧା,୨୬।୧୧(ପ୍ରଭାତ ପାଣିଗ୍ରାହୀ) : ଖୋର୍ଦ୍ଧା ଜିଲାରେ ଗଠେଇ ଚୋରା ମଦ, ଧଳା ଜହର କାରବାର ବଢିବାରେ ଲାଗିଛି। ଜିଲାର ବୋଲଗଡ ଓ ବେଗୁନିଆ ବ୍ଲକରେ ନିଶା...

୧ ଲକ୍ଷ ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ କଲେଜ ପ୍ରିନ୍ସିପାଲ୍

ନୟାଗଡ଼,୨୬।୧୧: ଦରମା ରିଲିଜ୍ କରାଇବାକୁ ଲାଞ୍ଚ ନେଇ ବନ୍ଧା ହେଲେ କଲେଜ ପ୍ରିନ୍ସିପାଲ୍। ନୟାଗଡ ଜିଲା ବାହାଡ଼ାଝୋଲା ଦଧିବାମନଜୀଉ କଲେଜ ପ୍ରିନ୍ସିପାଲ୍ ନଳିନୀ ରଞ୍ଜନ ଭୂୟାଁ...

ତ୍ୱରାନ୍ୱିତ ହେଲା ଧାନ ସଂଗ୍ରହ ପ୍ରକ୍ରିୟା: ପୂର୍ବ ବର୍ଷ ରେକର୍ଡ ଭାଙ୍ଗିଲା

ଭୁବନେଶ୍ୱର,୨୬।୧୧: ଚଳିତ ଖରିଫ ଋତୁରେ ରାଜ୍ୟରେ ଧାନ ସଂଗ୍ରହ ପ୍ରକ୍ରିୟା ତ୍ୱରାନ୍ୱିତ ହୋଇଛି । ଧାନ ସଂଗ୍ରହରେ ପୂର୍ବପେକ୍ଷା ସ୍ୱଚ୍ଛତା ଗ୍ରହଣ କରାଯିବା ସହ ଚାଷୀମାନଙ୍କୁ...

ସ୍ତ୍ରୀଙ୍କୁ ପ୍ରତାରଣା କରି ସ୍ବାମୀଙ୍କ ଅନ୍ୟତ୍ର ବିବାହ ଉଦ୍ୟମ: ସ୍ଵାମୀଙ୍କ ନାଁ ରେ ଏତଲା

ଦିଗପହଣ୍ଡି,୨୬।୧୧(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଳକ ବାସୁଦେବପୁର ଗ୍ରାମର ପି.ଶ୍ରୀୟା ରେଡ୍ଡୀଙ୍କୁ ତାଙ୍କ ସ୍ଵାମୀ ପି.ଶିବରାମ ପାତ୍ର ବିବାହର ୭ ବର୍ଷ ପରେ ପ୍ରତାରଣା କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri