ଶେଷରେ ଗଡ଼ିଲା ନନ୍ଦିଘୋଷ

ପୁରୀ,୧୫।୭: ଆଜି ବାହୁଡା ଯାତ୍ରା ଜନ୍ମବେଦୀରୁ ଶ୍ରୀମନ୍ଦିର ଫେରିବେ ୩ ଠାକୁର।
ଶ୍ରୀମନ୍ଦିର ଅଭିମୁଖେ ତିନି ରଥ ଗଡ଼ିଛି। ସବାଶେଷରେ। ମହାପ୍ରଭୁ ଜଗନ୍ନାଥଙ୍କ ନନ୍ଦିଘୋଷ ରଥ ଗଡ଼ିଛି ।
ପ୍ରଥମେ ବଡଠାକୁର ବଳଭଦ୍ରଙ୍କ ରଥ, ପରେ ଦେବୀ ସୁଭଦ୍ରାଙ୍କ ରଥ, ସବାେଶେଷରେ ନନ୍ଦିଘୋଷ ରଥକୁ ଟାଣି ଟାଣ ଭକ୍ତ ନେଉଛନ୍ତି ।
ଅନ୍ୟପକ୍ଷେ ବାହୁଡ଼ା ଯାତ୍ରା ଶୃଙ୍ଖଳିତ ପାଇଁ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ସ୍ଥିତି ଅନୁଧ୍ୟାନ କରୁଛନ୍ତି । ପୋଲିସ ଅଧିକାରୀ ଏବଂ ସେବାୟତଙ୍କ ସହ ସେ ଆଲୋଚନା କରିଛନ୍ତି। ସାଧାରଣ ଲୋକଙ୍କୁ ଭେଟି ଶାନ୍ତିଶୃଙ୍ଖଳା ରଖିବା ପାଇଁ ନିବେଦନ କରିଛନ୍ତି କରସବା ସହ ବାହୁଡ଼ା ଯାତ୍ରା ପାଇଁ ସରକାରଙ୍କ ପକ୍ଷରୁ ଯାହା ଏସ୍‌ଓପି କରାଯାଇଛି, ତାକୁ ସମସ୍ତେ ପାଳନ କରିବା ଆବଶ୍ୟକ ବୋଲି କହିଛନ୍ତି । ସେ ସେବାୟତ ହୁଅନ୍ତୁ ବା ଭକ୍ତ ସମସ୍ତେ ପ୍ରଶାସନକୁ ସହଯୋଗ କରିବାର ଆବଶ୍ୟକତା ରହିଛି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ଆମେ ଉପସ୍ଥିତ ରହିବୁ ବୋଲି ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପାଟଣାକୁ ସବ୍‌ଡିଭିଜନ ଘୋଷଣା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ପାଟଣା,୨୧।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ମୁଖ୍ୟାଳୟକୁ ସବ୍‌ ଡିଭିଜନ(ଉପଖଣ୍ଡ)ଘୋଷଣା ଦାବି ହୋଇଛି। ଏ ନେଇ ଶନିବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ...

ଜନ୍ମମାଟିରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ପ୍ରତି ପଞ୍ଚାୟତରେ ହେବ…

କେନ୍ଦୁଝର,୨୧ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ମାଝୀ ତିନିଦିନିଆ ଗସ୍ତରେ ଆସି ଶନିବାର ଦିତୀୟ ଦିନ ସକାଳେ ସ୍ଥାନୀୟ କେନ୍ଦୁଝର ଷ୍ଟାଡିୟମକୁ ଯାଇ ସ୍ଥାନୀୟ ଯୁବକ,...

ଘରୁ ମିଳିଥିଲା ନଗଦ ୪୫ ଲକ୍ଷ ଟଙ୍କା, କୋଟିଏ ଟଙ୍କାର ବ୍ୟାଙ୍କ ଡିପୋଜିଟ୍: ବନ୍ଧାହେଲେ କୁବେର ଯନ୍ତ୍ରୀ

ବାଲେଶ୍ୱର,୨୧।୯: ବାଲେଶ୍ୱର ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀଙ୍କ ଏନ୍‌ଭି ହରିହର ରାଓଙ୍କୁ ବାନ୍ଧିଲା ପୋଲିସ। ଆୟ ବର୍ହିଭୂତ ସଂପତ୍ତି ଠୁଳ ମାମଲାରେ ତାଙ୍କଚ ଭିଜିଲାନ୍ସ...

ପୁଣି ବିଜେଡିକୁ ଫେରିବାକୁ ଚାହୁଁଛନ୍ତି ପୂର୍ବତନ ବିଧାୟକ: ହାଇକମାଣ୍ଡଙ୍କୁ ଲେଖିଲେ ଚିଠି

ଘସିପୁରା,୨୧।୯(ନିରଞ୍ଜନ ସାହୁ):କେନ୍ଦୁଝର ଜିଲା ଆନନ୍ଦପୁର ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଭାଗୀରଥି ସେଠୀ ପୁଣି ବିଜେଡିକୁ ଫେରିବେ। ୨୦୨୪ ସାଧାରଣ ନିର୍ବାଚନରେ ଟିକେଟ ମିଳି ନ ଥିବାରୁ...

ଗଛରେ ଝୁଲୁଛି ୨ ମୃତଦେହ

ସାଲେପୁର,୨୧ା୯(ଅରବିନ୍ଦ ଭୂୟାଁ): କଟକ ଜିଲା ସାଲେପୁର ବ୍ଲକ ଅନ୍ତର୍ଗତ ବାହାବଳପୁର ଗ୍ରାମରେ ଥିବା ଚାକୁଣ୍ତା ବଣରେ ଶନିବାର ସକାଳୁ ଏକ ଗଛରେ ବେକରେ ଗାମୁଛା ଓ...

ଟ୍ରେଲର ପଛରେ ପିଟିହେଲା ବସ୍‌, ୧୦ ଆହତ

କଟକ,୨୧ା୯: କଟକର ଏନ୍‌ଏଚ୍‌ ୧୬ ଭାଣପୁର ନିକଟରେ ଶନିବାର ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ଭାରସାମ୍ୟ ହରାଇ ଏକ ଟ୍ରେଲର ପଛରେ ପିଟି ହୋଇଯିବାରୁ...

୮ ବର୍ଷ ପରେ ଆଜି ଆରପିଡିଏସି ବୈଠକ

ଯାଜପୁର,୨୧ା୯(ହର୍ଷବର୍ଦ୍ଧନ ବେହେରା): ବିସ୍ଥାପିତ ଓ ଜମିହରାଙ୍କ ସମସ୍ୟାର ପ୍ରତିକାର ଏବଂ ପ୍ରଭାବିତ ଅଞ୍ଚଳର ଉନ୍ନୟନ ପାଇଁ ପୁନର୍ବାସ ଓ ପାରିପାର୍ଶ୍ୱିକ ଉନ୍ନୟନ ଉପଦେଷ୍ଟା କମିଟି (ଆର୍‌ପିଡିଏସି)...

ମୋ ସ୍କୁଟି ଋଣରେ ଲାଞ୍ଚ, ଡିଆର୍‌ସିଏସ୍‌ଙ୍କୁ ତଦନ୍ତ ନିର୍ଦ୍ଦେଶ

ଯାଜପୁର,୨୧ା୯(ହର୍ଷବର୍ଦ୍ଧନ ବେହେରା): କଟକ କେନ୍ଦ୍ର ସମବାୟ ବ୍ୟାଙ୍କ ଅଧୀନ ବିଞ୍ଝାରପୁର ବ୍ରାଞ୍ଚରେ ସ୍କୁଟି ଋଣରେ ଦୁର୍ନୀତି ଓ ବେଆଇନ କାର୍ଯ୍ୟ ଚାଲିଥିବା ଅଭିଯୋଗ ସଂକ୍ରାନ୍ତରେ ରାଜ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri