ଥମୁନି ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ କରୋନା ନେଲା ୬୭ ଜୀବନ

ଭୁବନେଶ୍ୱର,୧୨।୮(ବ୍ୟୁରୋ): ରାଜ୍ୟରେ ପୁଣି ଥରେ କରୋନା ଗ୍ରାଫ୍‌ ଉପରମୁହାଁ ହୋଇଥିବା ବେଳେ ଦୈନିକ ସଂକ୍ରମଣ ମଧ୍ୟ ବୃଦ୍ଧି ପାଇଛି। ହେଲେ ମୃତ୍ୟୁ ସଂଖ୍ୟାରେ କିନ୍ତୁ ଲାଗୁନି ବ୍ରେକ୍‌। ଗୁରୁବାର ରାଜ୍ୟରେ କରୋନାଜନିତ ୬୭ଜଣଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୬,୬୯୭କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ କଟକ ଜିଲାରୁ ସର୍ବାଧିକ ୧୮ଜଣ, ଖୋର୍ଦ୍ଧାରୁ ୧୧ଜଣ କରୋନାରେ ପ୍ରାଣ ହରାଇଥିବା ବେଳେ କେବଳ ଭୁବନେଶ୍ୱରରୁ ୬ଜଣ ରହିଛନ୍ତି। ସେହିପରି ସମ୍ବଲପୁରରୁ ୯, ଯାଜପୁରରୁ ୫, କେନ୍ଦ୍ରାପଡ଼ା ଓ ମୟୁରଭଞ୍ଜରୁ ୪ଜଣ ଏବଂ ଢ଼େଙ୍କାନାଳ ଓ ସୁବର୍ଣ୍ଣପୁରରୁ ୩ଜଣଙ୍କ କରୋନାରେ ମୃତ୍ୟୁ ହୋଇଛି। ସେହିଭଳି ବାଲେଶ୍ୱର ଓ ପୁରୀରୁ ୨ଜଣ ଲେଖାଏ ଏବଂ କେନ୍ଦୁଝରରୁ, ଭଦ୍ରକ, ଜଗତସିଂହପୁର, କଳାହାଣ୍ଡି, ନୂଆପଡ଼ା ଓ ସୁନ୍ଦରଗଡ଼ ଜିଲାରୁ ଜଣେ ଲେଖାଏ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡିଆ ମେଣ୍ଟର ସ୍ବରରେ ସ୍ବର ମିଶାଇଲା BJD? ପରାଜୟର ୬ ମାସ ପରେ ଇଭିଏମ୍‌ ଉପରେ ପ୍ରଶ୍ନ ଉଠାଇଲେ ନବୀନ

ଭୁବନେଶ୍ୱର,୨୮।୧୨: ନିକଟରେ ହରିୟାଣା ଏବଂ ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ଇଣ୍ଡିଆ ମେଣ୍ଟର ଦଳଗୁଡ଼ିକ ଶୋଚନୀୟ ପରାଜୟ ପରେ ପୁଣି ଇଭିଏମ୍‌ ଅର୍ଥାତ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ...

ପୁରୀରେ ଅଘଟଣ: ନିଗମାନନ୍ଦ ସମ୍ମିଳନୀରେ ଚାଲିଗଲା ୨ ଜୀବନ

ପୁରୀ,୨୮।୧୨: ପୁରୀରେ ନିଗମାନନ୍ଦ ସମ୍ମିଳନୀ ଚାଲିଥିଲା। ପୁରୀ ବାଲିଘାଇରେ ଏହି ଭକ୍ତ ସମ୍ମିଳନୀ ହେଉଥିଲା। ତେବେ ଏହି ସମୟରେ ୨ ଶ୍ରଦ୍ଧାଳୁ ଅସୁସ୍ଥ ହୋଇ ମୃତ୍ୟୁ...

ବିଶ୍ୱ ପ୍ରସିଦ୍ଧ ବରଗଡ଼ ‘ଧନୁଯାତ୍ରା’ ଲାଗି ଅନୁଦାନ ରାଶି ୧ କୋଟିକୁ ବୃଦ୍ଧି

ବରଗଡ଼,୨୮।୧୨: ବରଗଡ଼ ବିଶ୍ୱ ପ୍ରସିଦ୍ଧ ‘ଧନୁଯାତ୍ରା’ ଲାଗି ଅନୁଦାନ ରାଶି ବଢ଼ିଛି। ପୂର୍ବୁରୁ ଏହା ୧୦ ଲକ୍ଷ ଟଙ୍କା ଥିବା ବେଳେ ଏହାକୁ ରାଜ୍ୟ ସରକାର...

ଜାଭିଅର ଛକରେ ସିରିଜ ଦୁର୍ଘଟଣା: ଡ୍ରାଇଭରଙ୍କୁ ନିସ୍ତୁକ ମାଡ଼, ଉତ୍ତେଜନା

ଭୁବନେଶ୍ୱର, ୨୮।୧୨: ଭୁବନେଶ୍ୱର ଜାଭିୟର ଛକରେ ଶନିବାର ସନ୍ଧ୍ୟାରେ ଏକ ସିରିଜ ଦୁର୍ଘଟଣା ଘଟିଛି। ଏକ କାର୍‌ ପଛକୁ ପଛ ପିକଅପ୍‌ ଭ୍ୟାନ ଏବଂ ଅଟୋକୁ...

କୋମ୍ବିଂ ବେଳେ ଧରାପଡ଼ିଲେ ୩ ମହିଳା କ୍ୟାଡର ମାଓବାଦୀ

ମାଲକାନଗିରି,୨୮।୧୨(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଥାନା ଅଧୀନ ଗୁଣ୍ଠାବାଡା ଗ୍ରାମ ନିକଟରୁ ଓଡ଼ିଶା ପୋଲିସ ଏବଂ ଡିବିଏଫ ବାହିନୀ ରବିବାର ୩ଜଣ ମହିଳା କ୍ୟାଡର...

୫ ବାବାଙ୍କୁ ଉଠାଇ ନେଲା ପୋଲିସ

ଭୁବନେଶ୍ବର,୨୮।୧୨: ଭୁବନେଶ୍ବର ମୈତ୍ରିବିହାର ଥାନା ପୋଲିସ ଶନିବାର ୫ଜଣ ବାବାଙ୍କୁ ଉଠାଇ ନେଇ ଥାନାରେ ଅଟକ ରଖିଛି। ଅଟକ ୫ ବାବା ବାହାର ରାଜ୍ୟର ବୋଲି...

ଫସଲ କ୍ଷୟକ୍ଷତି ନେଇ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା ପରେ ରଣେନ୍ଦ୍ର ପ୍ରତାପ ସ୍ବାଇଁ କହିଲେ…

ଭୁବନେଶ୍ୱର,୨୮।୧୨: ଅଦିନିଆ ବର୍ଷାରେ ଚାଷ ଉଜୁଡ଼ିବା ଓ ଚାଷୀ ମୃତ୍ୟୁ ଘଟଣାରେ ବରିଷ୍ଠ ବିଜେଡ଼ି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି,...

ଫସଲ କ୍ଷତି ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଆସନ୍ତାକାଲି ସୁଦ୍ଧା ଆବେଦନ ନ କଲେ…

ଭୁବନେଶ୍ୱର,୨୮ା୧୨: ଫସଲ କ୍ଷତି ନେଇ ଶନିବାର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଏକ ବଡ଼ ଘୋଷଣା କରାଯାଇଛି। ମୁଖ୍ୟମନ୍ତ୍ରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri