ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ବିଜେଡି ଛାଡ଼ି ଭାଜପାରେ ସାମିଲ

କେନ୍ଦୁଝର,/ପାଟଣା(ନରେଶ ଚନ୍ଦ୍ର ପଟ୍ଟନାୟକ/ବୀରକିଶୋର ଦାଶ): କେନ୍ଦୁଝର ଜିଲା ଓକିଲ ସଂଘ ସଭାପତି ଆଲୋକ ମହାନ୍ତ (ରାଜା) ଏବଂ ସାହାରପଡ଼ା ବ୍ଲକ ଅଧ୍ୟକ୍ଷା ରୀନା ନାୟକ ବିଜେଡି ଛାଡ଼ି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନୀତି ଓ ଆଦର୍ଶରେ ଅନୁପ୍ରାଣୀତ ହୋଇ ସୋମବାର ଭୁବନେଶ୍ୱରସ୍ଥିତ ମୁଖ୍ୟମନ୍ତ୍ରୀ ନିବାସଠାରେ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଭାରତୀୟ ଜନତା ପାର୍ଟିରେ ବିଧିବଦ୍ଧ ଭାବେ ଯୋଗ ଦେଇଛନ୍ତି।

ନବାଗତ ଦୁଇ ନେତାଙ୍କୁ ଭାରତୀୟ ଜନତା ପାର୍ଟିର କାର୍ଯ୍ୟକର୍ତ୍ତାଙ୍କ ତରଫରୁ ଶୁଭେଚ୍ଛା ଓ ଅଭିନନ୍ଦନର ସୁଅ ଛୁଟିଛି। ତାଙ୍କ ଯୋଗଦାନରେ ଦଳ ଆଗାମୀ ଦିନରେ କେନ୍ଦୁଝର ଜିଲାରେ ଆହୁରି ଶକ୍ତିଶାଳୀ ହେବ ବୋଲି ଭାଜପା ଜିଲା ସଭାପତି ଅଂଶୁମାନ ସବୁଜ ମହାନ୍ତ ବର୍ମା କହିଛନ୍ତି। ଉକ୍ତ ମିଶ୍ରଣ ସମୟରେ ଭାଜପା ଜିଲା ସଭାପତି ଅଂଶୁମାନ ସବୁଜ ମହାନ୍ତ ବର୍ମା, ଅଜୟ ସାହୁ, ହେମରଞ୍ଜନ ବାରିକ, ପ୍ରିୟବ୍ରତ ଜେନା, ମମିତା ନାଏକ, ଶିବାଜୀ ମହାନ୍ତ ବର୍ମା, ସୁଦର୍ଶନ ନାହାନ୍ତ, ବୁଲୁ ବାରିକ, ନରହରି ମହାନ୍ତ, ପ୍ରୀତିପ୍ରଭା ମହାନ୍ତ, ହୀରାଲାଲ୍‌ ମହାନ୍ତ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାସ୍ତରୀୟ ଦିବ୍ୟାଙ୍ଗ କ୍ରୀଡା ମେଳା: ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ

କର୍ଲାମୁଣ୍ଡା,୨୧।୩(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ସାଧାରଣ ପ୍ୟାରେଡ଼ ପଡିଆଠାରେ ଜିଲାସ୍ତରୀୟ ଦିବ୍ୟାଙ୍ଗ କ୍ରୀଡା ମେଳା ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଜିଲା...

ବିନା ସେଫ୍ଟିରେ ଚାଲିଛି ପାଣି ଟାଙ୍କି ନିର୍ମାଣ

ଗଞ୍ଜାମ,୨୧ା୩(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଓ୍ବାର୍ଡ ନଂ ୧୧ ଓ ୧୨ ଦାମୋଦରପୁର କାଳୀମନ୍ଦିରସ୍ଥିତ କଲେଜ ରୋଡ୍‌ଠାରେ ବହୁ ଉଚ୍ଚତା ବିଶିଷ୍ଟ ପାଣି ଟାଙ୍କି...

ଆଜି ତାଣ୍ଡବ ରଚିବ କାଳବୈଶାଖୀ, ବିଜୁଳି-ଘଡ଼ଘଡ଼ି ସହ ହେବ…

ଭୁବନେଶ୍ୱର,୨୧ା୩: ରାଜ୍ୟରେ ଶୁକ୍ରବାର କାଳବୈଶାଖୀ ସମ୍ଭାବନା ରହିଛି। ତେବେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବ ଦେଖିବାକୁ ମିଳିବ ବୋଲି...

ଓଡ଼ିଶାର ଟପ୍ ୧୦ ମନ୍ଦିର

ଓଡ଼ିଶାରେ ଅନେକ ପ୍ରସିଦ୍ଧ ମନ୍ଦିର ରହିଛି, ଯାହା ସ୍ଥାପତ୍ୟ, ସାଂସ୍କୃତିକ ମହତ୍ତ୍ୱ ଓ ଆଧ୍ୟାତ୍ମିକତା ପାଇଁ ଜଣାଶୁଣା। ନିମ୍ନରେ ଓଡ଼ିଶାର ଶ୍ରେଷ୍ଠ ୧୦ଟି ମନ୍ଦିରର ତାଲିକା...

ଅପହଞ୍ଚ ଅଞ୍ଚଳକୁ ଟ୍ୟାଙ୍କରରେ ହେଉଛି ଜଳ ଯୋଗାଣ

ସମ୍ବଲପୁର,୨୧ା୩(ପ୍ରମୋଦ ବହିଦାର): ସମ୍ବଲପୁର ମହାନଗରବାସୀଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଣ ପାଇଁ ୯ଟି ଜଳ ବିଶୋଧନାଗାର ରହିଛି। ପାନୀୟ ଜଳ ବିତରଣକାରୀ ସଂସ୍ଥା ୱାଟ୍‌କୋ ସମ୍ପୂର୍ଣ୍ଣ...

ସାତଜନ୍ମର ସାଥୀ ହେଲେ ୨ ଦିବ୍ୟାଙ୍ଗ, ଅନ୍ୟମାନଙ୍କ ପାଇଁ ସୃଷ୍ଟି କଲେ ଉଦାହରଣ

ବରଗଡ଼,୨୧ା୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବନ୍ଧପାଲି ଗ୍ରାମର ଚଞ୍ଚଳା ମାଝୀ ଏବଂ ସମ୍ବଲପୁର ଜିଲା ଗମ୍ଭାରିପଙ୍କ ଗ୍ରାମର ଶାନ୍ତନୁ ମଟାରୀ ଜନ୍ମରୁ ଦିବ୍ୟାଙ୍ଗ। ଉଭୟେ ଭଲ...

ଶିଶୁବାଟିକାରେ ନାମଲେଖାଇବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିମନ୍ତ୍ରଣପତ୍ର

ଦେବଗଡ଼,୨୧।୩(ଶଶାଙ୍କ ଶେଖର ଝାଙ୍କର): ସମଗ୍ର ଶିକ୍ଷା ଦେବଗଡ଼ ଆନୁକୂଲ୍ୟରେ ଜିଲାର ସରକାରୀ ବିଦ୍ୟାଳୟରେ ୫ ବର୍ଷରୁ ଊର୍ଦ୍ଧ୍ୱ ଶିଶୁମାନଙ୍କ ଶିଶୁବାଟିକା ଓ ୬ ବର୍ଷରୁ ଊଦ୍ଧ୍ୱର୍ର୍...

ଓଲଟିଲା ବରଯାତ୍ରୀ ଗାଡ଼ି: ଜଣଙ୍କ ଜୀବନ ଗଲା, ୬ ଆହତ

ଭବାନୀପାଟଣା,୨୧ା୩: କଳାହାଣ୍ଡି ଜିଲା ଧର୍ମଗଡ଼ରେ ଶୁକ୍ରବାର ଏକ ବରଯାତ୍ରୀ ଗାଡ଼ି ଓଲଟି ପଡ଼ିଛି। ଫଳରେ ଏହି ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୬ ଜଣ ଆହତ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image