ପୂର୍ବ ସରକାରରେ ଧରାପଡ଼ୁଥିଲେ କେରାଣ୍ଡି, ମହୁରାଳି, ଏବେ ଭାକୁର, ଶେଉଳ ଆଗକୁ …କାହିଁକି ଏମିତି କହିଲେ ମୁଖ୍ୟମନ୍ତ୍ରୀ 

ଭୁବନେଶ୍ୱର,୨୮।୯: ଶୁକ୍ରବାର ଜିଲାପାଳ ସମ୍ମିଳନୀ ଉଦ୍‌ଯାପନୀ ସମାରୋହରେ ମୁଖ୍ୟମନ୍ତ୍ରୀ   କହିଛନ୍ତି, ଦୁର୍ନୀତିକୁ ପ୍ରଶ୍ରୟ ଦିଆଯିବ ନାହିଁ। ପୂର୍ବ ସରକାରରେ କେବଳ କେରାଣ୍ଡି, ମହୁରାଳି ଧରା ଯାଉଥିଲା। ଏବେ ଭାକୁର, ଶେଉଳ ଧରା ପଡ଼ିଲେଣି ଆଗକୁ ତିମି ମଧ୍ୟ ପଡ଼ିବେ।
ଏହା ସହ ସେ କହିଛନ୍ତି ନିଜ କାର୍ଯ୍ୟର ହିସାବ ଦେବାକୁ ପଡ଼ିବ।
ପ୍ରଶାସନ କଚ୍ଛପ ଗତିରେ ଚାଲେ ବୋଲି ଧାରଣା ଅଛି, ପରିବର୍ତ୍ତନ ଦରକାର ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ଅନ୍ୟପକ୍ଷେ, ନାଗରିକ ଓ ପ୍ରଶାସନ ଭିତରେ ବ୍ୟବଧାନ ଦୂର କରିବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି। ସାମାଜିକ ସଂଗଠନକୁ ପ୍ରଶାସନ ସହ ଯୋଡ଼ିଲେ ଆହୁରି କ୍ରିୟାଶୀଳ ହେବ। ମନ୍ତ୍ରୀ ସଚିବଙ୍କ ଭିତରେ ଘନିଷ୍ଠତା ବଢ଼ିଲେ ସମସ୍ୟା ତୁରନ୍ତ ସମାଧାନ ହେବ।
ସେ ଆହୁରି କହିଛନ୍ତି କେହି ଉତ୍ତରଦାୟୀ ହେବାକୁ ଚାହାନ୍ତି ନାହିଁ, ଦୋଷ ଦେବାରେ ବ୍ୟସ୍ତ।  ଅଧିକାରୀମାନଙ୍କୁ ଉତ୍ତରଦାୟୀ ହେବାକୁ ପଡ଼ିବ। ସମସ୍ତଙ୍କୁ ନିଜ କାର୍ଯ୍ୟର ହିସାବ ଦେବାକୁ ପଡ଼ିବ, ମୋତେ ବି ଦେବାକୁ ପଡ଼ିବ ,  ପ୍ରଧାନମନ୍ତ୍ରୀଙ୍କୁ ନଭେମ୍ବରରେ ରିପୋର୍ଟ କାର୍ଡ ମୁଁ ବି ଦେବି ବୋଲି ମୁଖ୍ୟମନ୍ତ୍ରୀ  ପ୍ରକାଶ କରିଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ମୋହନ ସରକାରଙ୍କ ବଡ଼ ଘୋଷଣା, ବଢିଲା ଅବଧି…

ଭୁବନେଶ୍ୱର,୨୮।୯: ଲୋକସେବା ଭବନରେ ଶନିବାର ଅନୁଷ୍ଠିତ ହୋଇଯାଇଛି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ୬ଟି...

ଥମୁନି ଦାଦନ ଦୁଃଖ: ତାମିଲନାଡୁରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ

ଥୁଆମୁଳ ରାମପୁର,୨୮।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡିରେ ପୁଣି ଦାଦନ ଦୁଃଖ। ପରିବାର ପ୍ରତିପୋଷଣ ପାଇଁ ବାହାର ରାଜ୍ୟକୁ ଦାଦନ ଖଟିବାକୁ ଯାଇ ଏକ ଦୁର୍ଘଟଣାରେ ମୃତ୍ୟୁବରଣ କରିଛନ୍ତି...

ରାଜ୍ୟ କ୍ୟାବିନେଟରେ ବଡ଼ ନିଷ୍ପତ୍ତି: ଗୋପାଳକ ଓ ଦୁଗ୍ଧଚାଷୀଙ୍କୁ ମିଳିବ…

ଭୁବନେଶ୍ୱର,୨୮।୯: ଲୋକସେବା ଭବନରେ ଶନିବାର ଅନୁଷ୍ଠିତ ହୋଇଯାଇଛି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ୬ଟି...

ଆର୍‌ଏସ୍‌ପିରେ ବଡ଼ ଧରଣର ବିସ୍ଫୋରଣ

ରାଉରକେଲା,୨୮।୯(ସଙ୍ଗୀତା ଜେନା): ରାଉରକେଲା ଇସ୍ପାତ କାରଖାନା (ଆର୍‌ଏସ୍‌ପି)ର ଷ୍ଟିଲ୍‌ ମେଲ୍‌ଟିଂ ଶପ୍‌ (ଏସ୍‌ଏମ୍‌ଏସ୍‌)-୧ କନଭର୍ଟରରେ ଶନିବାର ବିସ୍ପୋରଣ ଘଟିଛି। ଫଳରେ ୪ଜଣ ସ୍ଥାୟୀ ଏବଂ ଜଣେ...

ଭଦ୍ରକ ତୁମୁଳକାଣ୍ଡର ୮ ଅଭିଯୁକ୍ତ ଗିରଫ: ଏସ୍‌ପି କହିଲେ…

ଭଦ୍ରକ,୨୮।୯(ସନାତନ ରାଉତ): ସୋସିଆଲ ମିଡିଆରେ ଅଶାଳୀନ ପୋଷ୍ଟକୁ ନେଇ ଶୁକ୍ରବାର ଅପରାହ୍ନରେ ଭଦ୍ରକ ସହରର ସନ୍ଥିଆଠାରେ ତୁମୁଳକାଣ୍ଡ ଘଟିଥିଲା। ଉତ୍ତ୍ୟକ୍ତ ଲୋକେ ପୋଲିସ ଉପରକୁ ପଥରମାଡ଼...

ଭାଜପାର ମାଷ୍ଟର ଗେମ୍‌: ପାର୍ବଣରେ ନୂଆ ପ୍ଲାନ୍‌, ହାତେଇ ନେବକି…

ଭୁବନେଶ୍ୱର,୨୮।୯: ଧରାପୃଷ୍ଠକୁ ଆସୁଛନ୍ତି ମା’ ଜଗତଜନନୀ ଦୁର୍ଗା। ଏନେଇ ଚଳଚଞ୍ଚଳ ହୋଇଉଠୁଛି ପୂଜା ମଣ୍ଡପ। ଏହି ପରିପ୍ରେକ୍ଷୀରେ ଭାଜପା ଏକ ବଡ଼ ମାଷ୍ଟର ପ୍ଲାନ୍‌ ପ୍ରସ୍ତୁତ...

ବିଜେଡି ଖତମ୍ ହେଇସାରିଛି କାହିଁକି ଏମିତି କହିଲେ ତୋମାର

ଭୁବନେଶ୍ୱର,୨୮।୯: ବିଜେଡିକୁ ସମାଲୋଚନା କରିଛନ୍ତି ଭାଜପା ରାଜ୍ୟ ପ୍ରଭାରୀ ବିଜୟ ପାଲ୍ ସିଂ ତୋମାର। ସେ କହିଛନ୍ତି ଗତ ୨୪ ବର୍ଷର ଶାସନ ଭିତରେ ବିଜେଡି...

ବିଜେଡି ପରାଜୟର କ’ଣ ବଡ଼ କାରଣ କହିଲେ ମଙ୍ଗଳା କିଷାନ

ନିର୍ବାଚନରେ ବିଜେଡି ପରାଜୟ ନେଇ ଜଣଙ୍କ ପରେ ଜଣେ ନେତା ମୁହଁ ଖୋଲି ଚାଲିଛନ୍ତି । ୨୪ ବର୍ଷର ବିଜେଡି ଗାଦିକୁ ହଟାଇ ଭାଜପା ପ୍ରଥମଥର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri