ଦ୍ୱିତୀୟ ରାଉଣ୍ଡରେ ବି ବିଜେଡି ଆଗରେ

ଝାରସୁଗୁଡ଼ା ଅଫିସ/ସରଣ୍ଡା,୩ା୬(ଡି.ଏନ୍‌.ଏ.): ବ୍ରଜରାଜନଗର ଉପନିର୍ବାଚନର ଦ୍ୱିତୀୟ ରାଉଣ୍ଡର ଗଣତି ଶେଷ ହୋଇଛି। ଏହି ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ୧୦,୨୪୮ ଭୋଟ୍‌ ପାଇଥିବା ବେଳେ ଭାଜପା ୨୬୨୩, କଂଗ୍ରେସ ୧୬୯୯ ଏବଂ ସିପିଆଇ ୨୧୨ ଖଣ୍ଡ ଭୋଟ୍‌ ପାଇଛି।

Share