ପୁଣି ରାଜ୍ୟରେ ୧୩ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୯।୧୦(ବ୍ୟୁରୋ): ରାଜ୍ୟରେ ଗୁରୁବାର ଆଉ ୧୩ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୨୯୭ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ରାଜ୍ୟରେ କରୋନା ମୃତ୍ୟୁ ହାର ବଢ଼ିଚାଲିଛି। ଯାହାକି ଚିନ୍ତାର ବିଷୟ ହୋଇଛି।

 

Share