ପୁଣି ରାଜ୍ୟରେ ୧୭ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୧୩।୧୦(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୧୭ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୦୫୭ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ରାଜ୍ୟରେ କରୋନା ପଜିଟିଭ୍‌ଙ୍କ ସଂଖ୍ୟା କମୁଥିବା ବେଳେ କରୋନା ମୃତ୍ୟୁ ହାର ବଢ଼ିଚାଲିଛି। ଯାହାକି ଚିନ୍ତାର ବିଷୟ ହୋଇଛି।

Share