ଏଇ ଭାରତରେ

ଜିଆଖତ ବ୍ୟବସାୟ ଆରମ୍ଭ ହୋଇଥିଲା ୫୦୦ ଟଙ୍କାରେ। ଏବେ ଏଥିରୁ ମାସକୁ ୩ ଲକ୍ଷରୁ ଅଧିକ ଟଙ୍କା ରୋଜଗାର କରୁଛନ୍ତି ଆସାମର କନିକା ତାଲୁକଦାର। ସେ ନଲବାରି କୃଷି ବିଜ୍ଞାନ କେନ୍ଦ୍ରରୁ ପ୍ରଶିକ୍ଷଣ ନେଇ ଜିଆଖତ ପ୍ରସ୍ତୁତ କରିବା ଆରମ୍ଭ କରିଥିଲେ। ଏବେ ସେ ଜିଆଖତ ପ୍ରସ୍ତୁତ କରିବା ସହ ଏଥିରୁ ଭର୍ମିଓ୍ବାଶ୍‌ ଲିକ୍ୟୁଡି ମଧ୍ୟ ତିଆରି କରୁଛନ୍ତି। ଜିଆଖତ ଲାଗି ସେ ଗୋବର ସହିତ ଶସ୍ୟ ବର୍ଜ୍ୟ ଓ ଜୈବିକ ଅଳିଆ ବ୍ୟବହାର କରୁଛନ୍ତି। ଜିଆଖତକୁ ସେ ଆସାମ କୃଷି ବିଭାଗକୁ ବିକ୍ରି କରିବା ସହ ମେଘାଳୟ, ନାଗାଲାଣ୍ଡ ଓ ଆସାମର ନର୍ସରିଗୁଡ଼ିକୁ ଯୋଗାଉଛନ୍ତି। ଏହି ବ୍ୟବସାୟରେ ସେ ଅନେକଙ୍କୁ ନିଯୁକ୍ତି ଦେଇଛନ୍ତି। କନିକା ଶିଶୁକନ୍ୟାକୁ ଜନ୍ମଦେବା ପରେ ତାଙ୍କ ସ୍ବାମୀଙ୍କ ମୃତ୍ୟୁ ଘଟିଥିଲା। ତାଙ୍କ ପିତା ତାଙ୍କୁ ନିଜ ଘରକୁ ନେଇଯାଇଥିଲେ। କିନ୍ତୁ କନିକା ବୃଦ୍ଧ ମାତାପିତାଙ୍କ ଉପରେ ବୋଝ ନ ହେବା ଲାଗି ପ୍ରଥମେ ଲୁଗା ବୁଣି ମାସକୁ ୧୦୦୦ ଟଙ୍କା ରୋଜଗାର କରୁଥିଲେ। ଏହା ପରିବାର ଚଳାଇବା ଏବଂ ଝିଅକୁ ପଢ଼ାଇବା ଲାଗି ପଯର୍ର୍‌ୟାପ୍ତ ନ ହେବାରୁ ସେ ଜିଆଖତ ପ୍ରସ୍ତୁତ କରିବାକୁ ନିଷ୍ପତ୍ତି ନେଇଥିଲେ। ଏବେ ସେ ହେଉଛନ୍ତି ଆସାମର ଜଣେ ଅଗ୍ରଣୀ ଜିଆଖତ ବ୍ୟବସାୟୀ।


Enter your email to get our daily news in your inbox.

All Right Reserved By Dharitri.Com

ମୁଁ ଓ ମୋର

ମାନବ ସମାଜରେ ବ୍ୟକ୍ତିବାଚକ ସର୍ବନାମ ‘ମୋ’ ଶବ୍ଦରେ ସବୁକିଛିର ମୂଲ୍ୟ ନିହିତ ରହିଛି। ଆମେ କହିଥାଉ ଏ ଜାଗା ମୋର। ଏ ଦେହ ମୋର। ବାସ୍ତବରେ...

ନିଯୁକ୍ତିର ମରୀଚିକା

ଉପଯୁକ୍ତ ଜୀବିକା ଓ କର୍ମନିଯୁକ୍ତି ପ୍ରତ୍ୟେକ ମନୁଷ୍ୟକୁ ବିକାଶ ଦିଗକୁ ଟାଣି ନେଇଥାଏ। ନିଯୁକ୍ତି ଦେଇଥାଏ ନୂଆ ଆଶାର ଆଲୋକ, ଯାହା ଫଳରେ ବ୍ୟକ୍ତିଟିଏ ନିଜ...

ବାକ୍‌ ସଂଯମ: ଏକ ସାଧନା

ଷୋଡ଼ଶ ଶତାବ୍ଦୀର ଏକ ଘଟଣାରୁ ପ୍ରବନ୍ଧଟି ଆରମ୍ଭ କରୁଛି। ଇଂରେଜ ମନୀଷୀ ଥୋମାସ୍‌ କୁପାର ଆଠବର୍ଷ କଠିନ ପରିଶ୍ରମ କରି ଏକ ଅଭିଧାନ ସଂକଳନ କରୁଥିଲେ।...

୩୦ ବର୍ଷ ପୂର୍ବରୁ ଓ ପରେ

ବିଶ୍ୱର ପ୍ରାୟ ସମସ୍ତ ବିକଶିତ ଦେଶ ସେମାନଙ୍କ ମାନବ ଶକ୍ତିକୁ ବିଭିନ୍ନ କ୍ଷେତ୍ରରେ ସର୍ବାଧିକ ବିନିଯୋଗ କରିପାରିଛନ୍ତି। ଏହି କ୍ରମରେ ଭାରତ ପାଇଁ ଏଭଳି କରିବା...

ଏଇ ଭାରତରେ

ପେସାରେ ସାମ୍ବାଦିକ ହେଲେ ମଧ୍ୟ ଚାଷରେ ଏକ ନମ୍ବର। ଏମିତି ଜଣେ ସାମ୍ବାଦିକ ହେଉଛନ୍ତି କେରଳର ୫୪ ବର୍ଷୀୟ ନାରାୟଣନ୍‌ କନାଲୟାମ। ତାଙ୍କ ଫାର୍ମରେ ୮୭...

ଉଦ୍‌ଘାଟନୀ ଉପକଥା

ଟିଏ ଘଟଣା ବିଷୟରେ ଚିନ୍ତା କରାଯାଉ। ପରିବେଶ ସୁରକ୍ଷା ଉପରେ ରାଜ୍ୟସ୍ତରୀୟ କର୍ମଶାଳା ହେଉଥିବ। ଆବଦ୍ଧ ସଭାଗୃହ ମଧ୍ୟରେ ଭରି ରହିଥିବେ ଦର୍ଶକ। ସାଜସଜ୍ଜା ବେଶ୍‌...

ଫ୍ରାନ୍ସିସ୍‌ଙ୍କ ଯୁଗ

୨୧ ଏପ୍ରିଲରେ ପୋପ୍‌ ଫ୍ରାନ୍ସିସଙ୍କର ୮୮ ବର୍ଷ ବୟସରେ ଦେହାନ୍ତ ହୋଇଛି। ରୋମାନ କାଥୋଲିକ ଚର୍ଚ୍ଚର ୨୦୦୦ ବର୍ଷ ପୁରୁଣା ପୋପ୍‌ ଇତିହାସରେ ଏକ ବିରଳ...

ଆପେ ବଞ୍ଚିଲେ ବାପର ନାଁ

ଗୋଟେ କଥା ଅଛି ‘ଆପେ ବଞ୍ଚିଲେ ବାପର ନାଁ’। ଅନେକ ସମୟରେ ମଣିଷ ଯେତେବେଳେ ସ୍ବାର୍ଥସର୍ବସ୍ବ ହୁଅନ୍ତି, ସେତେବେଳେ ଏହି ଉକ୍ତିଟି ବ୍ୟବହାରକରି ନିଜ କାମର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image