ଏଇ ଭାରତରେ

ବୈଷୟିକ କ୍ଷେତ୍ରରେ ଡିଗ୍ରୀ ହାସଲ କରିଥିବା ବ୍ୟକ୍ତିଙ୍କୁ ଏବେ ମିଲେଟ୍‌ ମିଶନ ଆକର୍ଷିତ କରିପାରିଛି, ଯାହାର ଉଦାହରଣ ଦେଖିବାକୁ ମିଳିଛି ସାଇ କ୍ରିଷ୍ଣ ପୋକୁରୀଙ୍କ କ୍ଷେତ୍ରରେ। ସାଇ କ୍ରିଷ୍ଣ ଦିଲ୍ଲୀ ଆଇଆଇଟିରୁ ଡିଗ୍ରୀ ହାସଲ କରିବା ପରେ ଶିକ୍ଷା କ୍ଷେତ୍ରରେ ଚାକିରି କରିଥିଲେ। କିନ୍ତୁ ତାହାକୁ ଛାଡ଼ି ଏବେ ସେ ମିଲେଟ୍‌ ବ୍ୟବସାୟୀ ପାଲଟିଛନ୍ତି। ବ୍ୟବସାୟରୁ ସେ ବର୍ଷକୁ ୨.୫ କୋଟି ଟଙ୍କା ରୋଜଗାର କରିବାକୁ ସକ୍ଷମ ହୋଇପାରିଛନ୍ତି। ସେ ବିଭିନ୍ନ ପ୍ରକାର ମିଲେଟ୍‌ ପ୍ରସ୍ତୁତ ଖାଦ୍ୟକୁ ଲୋକଙ୍କ ନିକଟରେ ପହଞ୍ଚାଇବା ପାଇଁ ‘ହେଲ୍‌ଥ ସୂତ୍ର’ ଷ୍ଟାର୍ଟଅପ୍‌ ଗଠନ କରିଛନ୍ତି। ମୁଖ୍ୟତଃ ଯଅ, ବାର୍ଲି ଓ ମାଣ୍ଡିଆ ଫ୍ଲେକ୍‌ ସହିତ ଶତାଧିକ ପ୍ରକାର ଉତ୍ପାଦ ପ୍ରସ୍ତୁତ କରୁଛନ୍ତି। ଏହିସବୁ ଉତ୍ପାଦ ଏବେ ଆନ୍ଧ୍ରପ୍ରଦେଶ ଓ ତାମିଲନାଡୁର ପ୍ରାୟ ୩୦୦୦ ସୁପରମାର୍କେଟରେ ଉପଲବ୍ଧ ହେଉଛି। ଏହା ବ୍ୟତୀତ ଏଗୁଡ଼ିକୁ ସେ ଆମାଜନ ମାଧ୍ୟମରେ ବାହାର ଦେଶରେ ବିକ୍ରି କରୁଛନ୍ତି। ସାଇ ଏବେ ପିଲାମାନଙ୍କ ପାଇଁ ସହଜରେ ହଜମ ହେଉଥିବା ଖାଦ୍ୟ ପ୍ରସ୍ତୁତ କରିବା ପାଇଁ ଯୋଜନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

କେଶ କାଟିବାକୁ ହେଲେ ସେଲୁନ୍‌ ଯିବାକୁ ପଡେ। ହେଲେ ସେଲୁନ୍‌ କେବେ ଲୋକଙ୍କ ପାଖକୁ ଆସିବା ଦେଖିଛନ୍ତି! ଅଜବ କଥା ଭଳି ଲାଗୁଥିଲେ ବି ଏମିତି...

ରୋବୋ ଯୁଦ୍ଧ

ଣସି ଯୁଦ୍ଧ ପାଇଁ ସୈନିକ ଏବଂ ଅସ୍ତ୍ରଶସ୍ତ୍ର ହେଉଛି ଅତି ଗୁରୁତ୍ୱପୂର୍ଣ୍ଣ। ପ୍ରାଚୀନ କାଳରେ ଖଣ୍ଡା, ତରବାରି ସାହାଯ୍ୟରେ ଯୁଦ୍ଧ ହେଉଥିଲା। ଏହା ଥିଲା ପ୍ରତ୍ୟକ୍ଷ...

ସନ୍ଦେହଘେରରେ ୟୁପିଏସ୍‌

କେନ୍ଦ୍ରୀୟ ଶ୍ରମିକ ସଙ୍ଗଠନଗୁଡ଼ିକର ସମର୍ଥନ ଓ ଭାଗୀଦାରିରେ ଜାତୀୟ ଯୁଗ୍ମ କାର୍ଯ୍ୟକାରିଣୀ ପରିଷଦ (ଏନ୍‌ଜେସିଏ) ଭଳି ଏକ ବୃହତ୍‌କାୟ ସର୍ବଭାରତୀୟ ମିଳିତ ମଞ୍ଚ ଅଧୀନରେ ରେଳ...

ପରିସ୍ଥିତିର ଦାସ

ରୁଷିଆ-ୟୁକ୍ରେନ ଯୁଦ୍ଧ ଡିସେମ୍ବର ୨୧ରେ ଏକ ଭିନ୍ନ ଚିତ୍ର ତୋଳିଛି। ୨୦୦୧ ସେପ୍ଟେମ୍ବର ୧୧ (୯/୧୧)ରେ ଓସମା ବିନ୍‌ ଲାଡେନ୍‌ଙ୍କ ସଙ୍ଗଠନ ଅଲ୍‌-କାଏଦା ଆମେରିକାର ବିଶ୍ୱ...

ଏଇ ଭାରତରେ

ବୟସ ୨୫, ହେଲେ ଜାସ୍‌ କାଲ୍‌ରାଙ୍କ କାର୍ଯ୍ୟ ଅତ୍ୟନ୍ତ ପ୍ରଶଂସନୀୟ ତଥା ପ୍ରେରଣାଦାୟକ। ଏହି ବୟସରେ ଜାସ୍‌ ଗୁରୁଗ୍ରାମରେ ଏକ ଆଶ୍ରୟସ୍ଥଳୀରେ ୧,୨୦୦ ଅସହାୟ ଲୋକଙ୍କୁ...

ନାଗା ସୃଜନ ନାୟିକା

ଏବେ ସାହିତ୍ୟରେ ଗୋଟେ ନୂଆ ଫର୍ମାଟ୍‌ ବିକଶିତ ହୋଇଛି। ପୁରୁଣା କଥାବସ୍ତୁ, ପୌରାଣିକ ଆଖ୍ୟାୟିକା, ଐତିହାସିକ ଘଟଣାବଳୀକୁ ଲେଖକମାନେ ନୂତନ ଢଙ୍ଗରେ ବ୍ୟାଖ୍ୟାନ କରି ବଡ଼...

ଗଣତନ୍ତ୍ରରେ ଦଳ ଓ ସରକାର

ଆମ ଦେଶ ଯେ ବିଶ୍ୱରେ ଏକ ସର୍ବବୃହତ୍‌ ଗଣତାନ୍ତ୍ରିକ ରାଷ୍ଟ୍ର ଭାବରେ ପରିଚିତ ଏଥିରେ ତିଳେମାତ୍ର ସନ୍ଦେହ ନାହିଁ। ୭୮ ବର୍ଷ ଧରି ନିରବଚ୍ଛିନ୍ନ ଭାବେ...

ଆଗକୁ କ’ଣ ଘଟିବ

୨୦୨୫ ବର୍ଷଟି ବିଭିନ୍ନ ଉପାୟରେ ଏକ ଗୁରୁତ୍ୱପୂର୍ଣ୍ଣ ବର୍ଷ ହେବ। ଡୋନାଲ୍ଡ ଟ୍ରମ୍ପ ଆସନ୍ତା ମାସରେ ପୁନର୍ବାର ଆମେରିକାର ରାଷ୍ଟ୍ରପତି ଭାବରେ ଦାୟିତ୍ୱ ଗ୍ରହଣ କରିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri