ଏଇ ଭାରତରେ

ଲଦାଖର କାର୍‌ଗିଲ ଜିଲା ଅନ୍ତର୍ଗତ କରିଥ ଗାଁର ସରକାରୀ ଉଚ୍ଚପ୍ରାଥମିକ ସ୍କୁଲର କାର୍ଯ୍ୟକାରୀ ପ୍ରଧାନଶିକ୍ଷକ ମହମ୍ମଦ ଅଲୀଙ୍କ ଶିକ୍ଷାପଦ୍ଧତି ଏବେ ଚର୍ଚ୍ଚାରେ। ଅଲୀ ୨୦୧୬ରେ ସ୍କୁଲର କାର୍ଯ୍ୟକାରୀ ପ୍ରଧାନଶିକ୍ଷକ ଭାବେ ଯୋଗ ଦେଇଥିଲେ। ତାଙ୍କ ନିଆର ଶିକ୍ଷା ପଦ୍ଧତିରେ ସ୍କୁଲରେ ପିଲାସଂଖ୍ୟା ବୃଦ୍ଧି ପାଇ ୪୧ରେ ପହଞ୍ଚିଛି। ଏବେ ଗାଁର କୌଣସି ପିଲା ସ୍କୁଲ ବାହାରେ ରହିନାହାନ୍ତି। ପିଲାମାନଙ୍କୁ ଆତ୍ମନିର୍ଭର କରିବା ଲାଗି ଶିକ୍ଷା ଦିଆଯାଉଛିି। ପ୍ରତିଦିନ ସକାଳେ ୨୫ ମିନିଟ ସ୍ପୋକନ ଇଂଲିଶ କ୍ଲାସ୍‌ ନିଆଯାଉଛି। ଛୋଟ ଛୋଟ ନାଟକ ମାଧ୍ୟମରେ ବି ଶିକ୍ଷା ଦିଆଯାଉଛି। ଦୁର୍ଗମ ଗାଁ କରିଥର ଲୋକସଂଖ୍ୟା ପାଖାପାଖି ୫୦୦। ଶୀତ ତିନିମାସ ସ୍କୁଲ ବନ୍ଦ ରହେ। ପିଲାମାନଙ୍କ ଶିକ୍ଷା ବନ୍ଦ ନ କରି ସେମାନଙ୍କ ସହ ଯୋଗାଯୋଗ ରଖିବାକୁ ଅଲୀ ଏକ କୃତ୍ରିମ ବରଫ ସ୍ତୂପ ଗଢ଼ି ସେଠାରେ ପିଲାମାନଙ୍କୁ ସମବେତ କରି ଶିକ୍ଷା ଦିଅନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

କେଶ କାଟିବାକୁ ହେଲେ ସେଲୁନ୍‌ ଯିବାକୁ ପଡେ। ହେଲେ ସେଲୁନ୍‌ କେବେ ଲୋକଙ୍କ ପାଖକୁ ଆସିବା ଦେଖିଛନ୍ତି! ଅଜବ କଥା ଭଳି ଲାଗୁଥିଲେ ବି ଏମିତି...

ରୋବୋ ଯୁଦ୍ଧ

ଣସି ଯୁଦ୍ଧ ପାଇଁ ସୈନିକ ଏବଂ ଅସ୍ତ୍ରଶସ୍ତ୍ର ହେଉଛି ଅତି ଗୁରୁତ୍ୱପୂର୍ଣ୍ଣ। ପ୍ରାଚୀନ କାଳରେ ଖଣ୍ଡା, ତରବାରି ସାହାଯ୍ୟରେ ଯୁଦ୍ଧ ହେଉଥିଲା। ଏହା ଥିଲା ପ୍ରତ୍ୟକ୍ଷ...

ସନ୍ଦେହଘେରରେ ୟୁପିଏସ୍‌

କେନ୍ଦ୍ରୀୟ ଶ୍ରମିକ ସଙ୍ଗଠନଗୁଡ଼ିକର ସମର୍ଥନ ଓ ଭାଗୀଦାରିରେ ଜାତୀୟ ଯୁଗ୍ମ କାର୍ଯ୍ୟକାରିଣୀ ପରିଷଦ (ଏନ୍‌ଜେସିଏ) ଭଳି ଏକ ବୃହତ୍‌କାୟ ସର୍ବଭାରତୀୟ ମିଳିତ ମଞ୍ଚ ଅଧୀନରେ ରେଳ...

ପରିସ୍ଥିତିର ଦାସ

ରୁଷିଆ-ୟୁକ୍ରେନ ଯୁଦ୍ଧ ଡିସେମ୍ବର ୨୧ରେ ଏକ ଭିନ୍ନ ଚିତ୍ର ତୋଳିଛି। ୨୦୦୧ ସେପ୍ଟେମ୍ବର ୧୧ (୯/୧୧)ରେ ଓସମା ବିନ୍‌ ଲାଡେନ୍‌ଙ୍କ ସଙ୍ଗଠନ ଅଲ୍‌-କାଏଦା ଆମେରିକାର ବିଶ୍ୱ...

ଏଇ ଭାରତରେ

ବୟସ ୨୫, ହେଲେ ଜାସ୍‌ କାଲ୍‌ରାଙ୍କ କାର୍ଯ୍ୟ ଅତ୍ୟନ୍ତ ପ୍ରଶଂସନୀୟ ତଥା ପ୍ରେରଣାଦାୟକ। ଏହି ବୟସରେ ଜାସ୍‌ ଗୁରୁଗ୍ରାମରେ ଏକ ଆଶ୍ରୟସ୍ଥଳୀରେ ୧,୨୦୦ ଅସହାୟ ଲୋକଙ୍କୁ...

ନାଗା ସୃଜନ ନାୟିକା

ଏବେ ସାହିତ୍ୟରେ ଗୋଟେ ନୂଆ ଫର୍ମାଟ୍‌ ବିକଶିତ ହୋଇଛି। ପୁରୁଣା କଥାବସ୍ତୁ, ପୌରାଣିକ ଆଖ୍ୟାୟିକା, ଐତିହାସିକ ଘଟଣାବଳୀକୁ ଲେଖକମାନେ ନୂତନ ଢଙ୍ଗରେ ବ୍ୟାଖ୍ୟାନ କରି ବଡ଼...

ଗଣତନ୍ତ୍ରରେ ଦଳ ଓ ସରକାର

ଆମ ଦେଶ ଯେ ବିଶ୍ୱରେ ଏକ ସର୍ବବୃହତ୍‌ ଗଣତାନ୍ତ୍ରିକ ରାଷ୍ଟ୍ର ଭାବରେ ପରିଚିତ ଏଥିରେ ତିଳେମାତ୍ର ସନ୍ଦେହ ନାହିଁ। ୭୮ ବର୍ଷ ଧରି ନିରବଚ୍ଛିନ୍ନ ଭାବେ...

ଆଗକୁ କ’ଣ ଘଟିବ

୨୦୨୫ ବର୍ଷଟି ବିଭିନ୍ନ ଉପାୟରେ ଏକ ଗୁରୁତ୍ୱପୂର୍ଣ୍ଣ ବର୍ଷ ହେବ। ଡୋନାଲ୍ଡ ଟ୍ରମ୍ପ ଆସନ୍ତା ମାସରେ ପୁନର୍ବାର ଆମେରିକାର ରାଷ୍ଟ୍ରପତି ଭାବରେ ଦାୟିତ୍ୱ ଗ୍ରହଣ କରିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri