ଏଇ ଭାରତରେ

ନିଷ୍ଠା, ତ୍ୟାଗ ଓ ସମର୍ପଣ ଭାବରେ ସବୁ କ୍ଷେତ୍ରରେ ସଫଳତା ମିଳିଥାଏ। ଏଭଳି ମନ୍ତ୍ରକୁ ଆଧାର କରି ଗୁଜରାଟ ବନାଶକାଣ୍ଠ ଜିଲା ନିବାସୀ ନବଲବେନ୍‌ ଚୌଧୁରୀ ପଶୁପାଳନ ବିଜ୍‌ନେସରେ ବେଶ୍‌ ସଫଳତା ପାଇଛନ୍ତି। ଏସିଆର ସବୁଠୁ ବଡ଼ ‘ବନାସ ଡାଏରୀ’ ପ୍ରତିଷ୍ଠା କରି ପ୍ରତିଦିନ ୧ ହଜାର ଲିଟର ଦୁଗ୍ଧ ବିକ୍ରି କରୁଛନ୍ତି। ମାସକୁ ୮-୯ ଲକ୍ଷ ଟଙ୍କା ହିସାବରେ ବର୍ଷକୁ ପାଖାପାଖି ୧ କୋଟି ଟଙ୍କା ରୋଜଗାର କରୁଛନ୍ତି ନବଲବେନ୍‌। ସେ ପ୍ରଥମେ ୮-୧୦ଟି ଗାଈଙ୍କୁ ନେଇ ଫାର୍ମ ଆରମ୍ଭ କରିଥିଲେ। ଏବେ ତାଙ୍କ ପାଖରେ ୨୫୦ ଗାଈ ଓ ମଇଁଷି ରହିଛନ୍ତି। ନବଲବେନ୍‌ଙ୍କ ଦିନକାର୍ଯ୍ୟ ସକାଳ ୫ଟାରୁ ଆରମ୍ଭ ହୋଇଥାଏ। ପରେ ଡାଏରୀ ଫାର୍ମର ସବୁକାର୍ଯ୍ୟ ସେ ତଦାରଖ କରନ୍ତି । କ୍ଷୀରକୁ ନେଇ ବନାସ୍‌ ଡାଏରୀର ଦୁଗ୍ଧ ମଣ୍ଡଳରେ ଜମା କରାଯାଏ। ପଶୁଙ୍କ ଖାଦ୍ୟ ଲାଗି ସେ ୫ ଏକରରେ ଘାସଚାଷ କରିଛନ୍ତି। ସବୁ କାର୍ଯ୍ୟ ସୁରୁଖୁରୁରେ କରିବା ଲାଗି ସେ ୧୫ ଜଣଙ୍କୁ ନିଯୁକ୍ତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଧୁନିକ ମଣିଷ ଓ ଗୃହସ୍ଥାଶ୍ରମ

ପ୍ରତ୍ୟେକ ବ୍ୟକ୍ତିକୁ ଜୀବନରେ ୪ଟି ଆଶ୍ରମର ଅନୁପାଳନ କରିବାକୁ ହୁଏ। ସେଗୁଡିକ ହେଲା ବ୍ରହ୍ମଚର୍ଯ୍ୟାଶ୍ରମ, ଗୃହସ୍ଥାଶ୍ରମ, ବାନପ୍ରସ୍ଥାଶ୍ରମ ଓ ସନ୍ନ୍ୟାସାଶ୍ରମ। ବ୍ରହ୍ମଚର୍ଯ୍ୟାଶ୍ରମରେ ଗୁରୁକୁଳରେ ଶୈଶବୋତ୍ତର ତାରୁଣ୍ୟକୁ...

ଏସିଡ୍‌ ଆଟାକ୍‌ ଓ ଆଇନ ବ୍ୟବସ୍ଥା

ଆଜିକାଲି ମହିଳାମାନେ ଘର ଚଳାଇବାଠାରୁ ଆରମ୍ଭ କରି ଚନ୍ଦ୍ରକୁ ଯିବା ଭଳି କାର୍ଯ୍ୟ କଲେଣି। ହେଲେ ସେମାନଙ୍କୁ କଷ୍ଟ ବା ନିର୍ଯାତନା ଦେବା ବନ୍ଦ ହୋଇନି।...

ତାଲିବାନ୍‌ର ଲିଙ୍ଗଗତ ଭେଦଭାବ

ଆଫଗାନିସ୍ତାନର ତାଲିବାନ୍‌ ନେତାମାନଙ୍କର ବିଶ୍ୱାସ ଯେ କେବଳ ଇସ୍‌ଲାମ୍‌ର ମତ ହିଁ ବୈଧ। ସେଥିପାଇଁ ସେମାନେ ବିଭିନ୍ନ ଆଦେଶ ଜାରି କରି ଚାଲିଛନ୍ତି ଯାହା ଦେଶର...

ସାଧୁ ସାବଧାନ

ର୍ବାଚନ ପୂର୍ବରୁ ଓ ନିର୍ବାଚନ ପରେ ନେତାମାନଙ୍କର ଲୋକଙ୍କ ପ୍ରତି ବ୍ୟବହାର ଭିତରେ ଏତେ ଫରକ ହେବ ବୋଲି ଆଗରୁ ସାଧାରଣ ଲୋକେ ଭାବିପାରୁ ନ...

ପ୍ରାଣବର୍ଷା

ଗୀତାରେ ଭଗବାନ କୃଷ୍ଣ କହନ୍ତି, ‘ଯଜ୍ଞାଦ ଭବତି ପର୍ଜନ୍ୟଃ’ ଅର୍ଥାତ୍‌ ଯଜ୍ଞ ଦ୍ୱାରା ପର୍ଜନ୍ୟ ବର୍ଷା ହୁଏ। ଲୋକେ ବର୍ଷାର ଅର୍ଥ ପାଣିବର୍ଷାକୁ ବୁଝନ୍ତି, ଏହା...

ହିନ୍ଦୁଙ୍କ ସାଦା ଖାଦ୍ୟ

ଓଡ଼ିଶାରେ ଯଦି ଆପଣ ଶାକାହାର ଖାଦ୍ୟ ଖାଇବାକୁ ଚାହାନ୍ତି, ତେବେ ‘ସାଦା’ ଖାଦ୍ୟ ମାଗିବାକୁ ପଡ଼େ। ଯେତେବେଳେ ବୌଦ୍ଧଧର୍ମ ଏବଂ ଜୈନଧର୍ମ ଓଡ଼ିଶାର ପ୍ରମୁଖ ଧର୍ମ...

ଏଇ ଭାରତରେ

ଭାରତରେ ଏବେ ଅନେକ ସହରରେ ବାୟୁ ପ୍ରଦୂଷଣ ଅସହ୍ୟ ହୋଇପଡ଼ିଛି। ବିଶେଷକରି ଦିଲ୍ଲୀରେ ବାହାରକୁ ବାହାରିବା ବିପଜ୍ଜନକ ହୋଇଯାଇଛି। ସ୍କୁଲ ବନ୍ଦ କରିବାକୁ ପଡ଼ୁଛି। ଏବେ...

ବ୍ୟାଙ୍କିଙ୍ଗ୍‌ରେ ସାଇବର ସୁରକ୍ଷା

ବର୍ତ୍ତମାନ ବ୍ୟାଙ୍କିଙ୍ଗ୍‌ କ୍ଷେତ୍ରରେ ସାଇବର ସୁରକ୍ଷାର ଆବଶ୍ୟକତା ବହୁତ ବେଶି। କାରଣ ଲୋକମାନେ ସମୟ ଅଭାବରୁ ଅନ୍‌ଲାଇନ ମାଧ୍ୟମରେ ବ୍ୟାଙ୍କ କାରବାର କରୁଛନ୍ତି। ଆଉ ସାଇବର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri