ଏଇ ଭାରତରେ

ଚାକିରି ଛାଡ଼ି ଜଣେ ଏମ୍‌ବିଏ ଡିଗ୍ରୀଧାରୀ ଥାଇଲାଣ୍ଡ ପିଜୁଳି ଚାଷ କରିବା ସହ ଅନେକ କୃଷକଙ୍କୁ ସଶକ୍ତ କରିବାରେ ଉଦାହରଣ ସୃଷ୍ଟି କରିଛନ୍ତି। ଉତ୍ତରାଖଣ୍ଡର ମୂଳ ନିବାସୀ ରାଜୀବ ଭାସ୍କରଙ୍କ ଦ୍ୱାରା ଏହା ସମ୍ଭବ ହୋଇପାରିଛି। ପ୍ରଥମେ ସେ ଉତ୍ତରାଖଣ୍ଡର ପନ୍ଥ ୟୁନିଭରସିଟିରୁ ଉଦ୍ୟାନକୃଷିରେ ଡିଗ୍ରୀ ହାସଲ ପରେ ଏମ୍‌ବିଏ କରିଥିଲେ। ପରେ ରାୟପୁରର ଭିଏନ୍‌ଆର ନର୍ସରିରେ ଚାକିରି କରି ଥାଇଲାଣ୍ଡ ପିଜୁଳି ଚାଷ ସମ୍ପର୍କରେ ସବିଶେଷ ଜ୍ଞାନଲାଭ କରିଥିଲେ। ୨୦୧୭ରେ ସେ ଚାକିରି ଛାଡ଼ି ହରିୟାଣାର ପଞ୍ଚକୁଳରେ ୫ ଏକର ଜମିରେ ଥାଇଲାଣ୍ଡ ପିଜୁଳି ଚାଷ ଆରମ୍ଭ କରିଥିଲେ। ଏହାପରେ ୨୦୧୯ରେ ୪ ଜଣ ପାର୍ଟନରଙ୍କ ସହ ମିଶି ଏହି ଚାଷକୁ ପଞ୍ଜାବକୁ ସମ୍ପ୍ରସାରିତ କରିଥିଲେ। ଏବେ ସେ ମୋଟରେ ୫୦ ଏକରରୁ ଊର୍ଦ୍ଧ୍ୱ ଜମିରେ ପିଜୁଳି ଚାଷ କରୁଛନ୍ତି। ଏହାସହ ସେ ଏହି ଚାଷ ସମ୍ପର୍କରେ ବହୁ କୃଷକଙ୍କୁ ପ୍ରଶିକ୍ଷଣ ଦେଇ ସେମାନଙ୍କ ଆୟ ବୃଦ୍ଧି କରିବାରେ ସକ୍ଷମ ହୋଇଛନ୍ତି। କୃଷକମାନଙ୍କ ପାଇଁ ଚାଷ ସମ୍ପର୍କିତ କର୍ମଶାଳା ମଧ୍ୟ ଆୟୋଜନ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାଧୁ ସାବଧାନ

ର୍ବାଚନ ପୂର୍ବରୁ ଓ ନିର୍ବାଚନ ପରେ ନେତାମାନଙ୍କର ଲୋକଙ୍କ ପ୍ରତି ବ୍ୟବହାର ଭିତରେ ଏତେ ଫରକ ହେବ ବୋଲି ଆଗରୁ ସାଧାରଣ ଲୋକେ ଭାବିପାରୁ ନ...

ପ୍ରାଣବର୍ଷା

ଗୀତାରେ ଭଗବାନ କୃଷ୍ଣ କହନ୍ତି, ‘ଯଜ୍ଞାଦ ଭବତି ପର୍ଜନ୍ୟଃ’ ଅର୍ଥାତ୍‌ ଯଜ୍ଞ ଦ୍ୱାରା ପର୍ଜନ୍ୟ ବର୍ଷା ହୁଏ। ଲୋକେ ବର୍ଷାର ଅର୍ଥ ପାଣିବର୍ଷାକୁ ବୁଝନ୍ତି, ଏହା...

ହିନ୍ଦୁଙ୍କ ସାଦା ଖାଦ୍ୟ

ଓଡ଼ିଶାରେ ଯଦି ଆପଣ ଶାକାହାର ଖାଦ୍ୟ ଖାଇବାକୁ ଚାହାନ୍ତି, ତେବେ ‘ସାଦା’ ଖାଦ୍ୟ ମାଗିବାକୁ ପଡ଼େ। ଯେତେବେଳେ ବୌଦ୍ଧଧର୍ମ ଏବଂ ଜୈନଧର୍ମ ଓଡ଼ିଶାର ପ୍ରମୁଖ ଧର୍ମ...

ଏଇ ଭାରତରେ

ଭାରତରେ ଏବେ ଅନେକ ସହରରେ ବାୟୁ ପ୍ରଦୂଷଣ ଅସହ୍ୟ ହୋଇପଡ଼ିଛି। ବିଶେଷକରି ଦିଲ୍ଲୀରେ ବାହାରକୁ ବାହାରିବା ବିପଜ୍ଜନକ ହୋଇଯାଇଛି। ସ୍କୁଲ ବନ୍ଦ କରିବାକୁ ପଡ଼ୁଛି। ଏବେ...

ବ୍ୟାଙ୍କିଙ୍ଗ୍‌ରେ ସାଇବର ସୁରକ୍ଷା

ବର୍ତ୍ତମାନ ବ୍ୟାଙ୍କିଙ୍ଗ୍‌ କ୍ଷେତ୍ରରେ ସାଇବର ସୁରକ୍ଷାର ଆବଶ୍ୟକତା ବହୁତ ବେଶି। କାରଣ ଲୋକମାନେ ସମୟ ଅଭାବରୁ ଅନ୍‌ଲାଇନ ମାଧ୍ୟମରେ ବ୍ୟାଙ୍କ କାରବାର କରୁଛନ୍ତି। ଆଉ ସାଇବର...

ନିଜର ଦୂରଦୃଷ୍ଟି ଓ ସଂକଳ୍ପ ବଳରେ ଭାରତକୁ ଗଢ଼ିଥିବା ରାଷ୍ଟ୍ରନେତା ଅଟଳଜୀଙ୍କୁ ଶ୍ରଦ୍ଧାଞ୍ଜଳି

ଆଜି ୨୫ ଡିସେମ୍ବର, ଆମ ସମସ୍ତଙ୍କ ପାଇଁ ଏକ ବିଶେଷ ଦିନ। ଆମ ଦେଶ ଆମର ପ୍ରିୟ ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ଅଟଳ ବିହାରୀ ବାଜପେୟୀଙ୍କ...

ବୃଦ୍ଧାବସ୍ଥାର ଅନୁଚିନ୍ତା

ଆମ ସମାଜରେ ଦେଖିବାକୁ ମିଳୁଛି ବୃଦ୍ଧାବସ୍ଥାର ଅସହାୟତା। ବୃଦ୍ଧାବସ୍ଥାରେ ସନ୍ତାନମାନେ ହିଁ ଏକମାତ୍ର ଭରସା। ଯେତେ ବୃଦ୍ଧାଶ୍ରମ କି ଆଶ୍ରମ ହେଉ ତାହା କେବେ ବି...

ଜଳ ଆସିଲା କେଉଁଠୁ

ପୃଥିବୀକୁ ‘ଜଳଗ୍ରହ’ ବୋଲି କୁହାଯାଏ। କାରଣ ସୌରଜଗତ ଏବଂ ଅଦ୍ୟାବଧି ଏହା ବାହାରେ ଆବିଷ୍କୃତ ଶତାଧିକ ଗ୍ରହମାନଙ୍କ ମଧ୍ୟରେ ଏକମାତ୍ର ଏଥିରେ ହିଁ ରହିଛି ପ୍ରଚୁର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri