ମାଟ୍ରିକ ପରୀକ୍ଷା ପୂର୍ବରୁ ଅଘଟଣ: ଦଶମ ଶ୍ରେଣୀ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ

ବଲାଙ୍ଗୀର, ୨୦।୨:(ସୁନୀଲ କୁମାର ମହାନ୍ତି) ମାଟ୍ରିକ ପରୀକ୍ଷା ପୂର୍ବରୁ ଅଘଟଣ ଘଟିଛି। ବଲାଙ୍ଗୀର ସହର ନିକଟ ଖୁଜେନପାଲି ସ୍ଥିତ ବିଶ୍ବାତ୍ମ ବିଦ୍ୟା ମନ୍ଦିର ହଷ୍ଟେଲରେ ଜଣେ ଦଶମ ଶ୍ରେଣୀ ଛାତ୍ର ବିନାୟକ ପ୍ରଧାନ (୧୫)ଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ଛାତ୍ରଙ୍କୁ ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲକୁ ଅଣାଯାଇଥିଲା। ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଭୋର ୫ଟା ବେଳେ ହଷ୍ଟେଲ ବାଥରୁମରେ ଛାତ୍ର ଜଣକ ଗାମୁଛାରେ ଝୁଲି ପଡିଥିବା ଅନ୍ୟ ଛାତ୍ରମାନେ ଦେଖିବାକୁ ପାଇଁ ସ୍କୁଲ କର୍ତ୍ତୃପକ୍ଷଙ୍କୁ ଖବର କରିଥିଲେ। ଏହି ଘଟଣାରେ ଛାତ୍ରଙ୍କ ମାତାପିତା ଗଭୀର ଦୁଃଖରେ ଭାଙ୍ଗି ପଡିଛନ୍ତି। ମୃତ ଛାତ୍ରଙ୍କ ପିତା ରାତ୍ର ପ୍ରଧାନ ହତ୍ୟା ଅଭିଯୋଗ ଆଣି ତଦନ୍ତ କରିବାକୁ ଦାବି କରିଛନ୍ତି। ସ୍କୁଲ ହଷ୍ଟେଲରେ ସଦର ଥାନା ପୋଲିସ ପହଞ୍ଚିଛି ତଦନ୍ତ କରୁଛନ୍ତି।

 

 


Enter your email to get our daily news in your inbox.

All Right Reserved By Dharitri.Com

ଆପେ ବଞ୍ଚିଲେ ବାପର ନାଁ

ଟେ କଥା ଅଛି ‘ଆପେ ବଞ୍ଚିଲେ ବାପର ନାଁ’। ଅନେକ ସମୟରେ ମଣିଷ ଯେତେବେଳେ ସ୍ବାର୍ଥସର୍ବସ୍ବ ହୁଅନ୍ତି, ସେତେବେଳେ ଏହି ଉକ୍ତିଟି ବ୍ୟବହାରକରି ନିଜ କାମର...

କୋର୍ଟରୁମରେ ମହିଳା ବିଚାରପତିଙ୍କୁ ଧମକ

ନୂଆଦିଲ୍ଲୀ, ୨୧।୪:ଦିଲ୍ଲୀର ଏକ ଅଦାଲତର କୋର୍ଟରୁମରେ ଦୋଷୀ ସାବ୍ୟସ୍ତ ହୋଇଥିବା ଜଣେ ବ୍ୟକ୍ତି ଏବଂ ତାଙ୍କ ଓକିଲ ସର୍ବ ସମ୍ମୁଖରେ ମହିଳା ବିଚାରପତିଙ୍କୁ ଧମକ ଦେବା...

କିପରି ହୁଏ ନୂଆ ପୋପ୍‌ ନିର୍ବାଚନ: ଜାଣନ୍ତୁ କ’ଣ ରହିଛି ପ୍ରକ୍ରିୟା

ନୂଆଦିଲ୍ଲୀ,୨୨।୪: ୧୪୦ କୋଟି କାଥୋଲିକ୍‌ଙ୍କର ଧର୍ମୀୟ ମୁଖ୍ୟ ଥିବା ପୋପ୍‌ ଫ୍ରାନ୍ସିସଙ୍କ ପରଲୋକ ପରେ ଭାଟିକାନ୍‌ ନେତୃତ୍ୱବିହୀନ ହୋଇଛି। ନୂଆ ନେତା ନିର୍ବାଚନ ହେବା ପର୍ଯ୍ୟନ୍ତ...

ପିଅନ ନିଯୁକ୍ତି ପାଇଁ ଆବେଦନ କରିଛନ୍ତି ପିଏଚ୍‌.ଡି., ଏମ୍‌ବିଏ, ଲ’ ଗ୍ରାଜୁଏଟ

ଜୟପୁର, ୨୧।୪:ରାଜସ୍ଥାନ ସରକାରଙ୍କ ଅଧୀନ ରାଜସ୍ଥାନ ସବ୍‌ଅର୍ଡିନେଟ ଆଣ୍ଡ୍‌ ମିନିଷ୍ଟ୍ରିଆଲ ଷ୍ଟାଫ୍‌ ସିଲେକ୍ସନ ବୋର୍ଡ (ଆର୍‌ଏସ୍‌ଏମ୍‌ଏସ୍‌ଏସ୍‌ବି) ଦ୍ୱାରା ଜାରି ହୋଇଥିବା ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କ ନିଯୁକ୍ତି...

କନିଷ୍ଠ ଯନ୍ତ୍ରୀଙ୍କୁ ଛାଡୁନି ଚୌକି ମୋହ: ବଦଳି ଆଦେଶକୁ ବେଖାତିର୍‌

ବରଗଡ଼,୨୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ବିଭାଗର ସରକାରୀ କାର୍ଯ୍ୟାଳୟରେ ଅନେକ ଅଧିକାରୀ, କର୍ମଚାରୀ ଦୀର୍ଘବର୍ଷ ଧରି ଅବସ୍ଥାପିତ ରହିଛି। ସମ୍ପୃକ୍ତ କାର୍ଯ୍ୟାଳୟରେ ସେମାନଙ୍କ ଚୌକି...

ଆନ୍ଧ୍ର ପୂର୍ବତନ ଉପ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ପହଞ୍ଚି ଗୁହାରି ଜଣାଇଲେ କୋଟିଆ ପଞ୍ଚାୟତର ତିନି ଗ୍ରାମବାସୀ: ଆମକୁ ପରିଚୟ ଦିଅନ୍ତୁ

ପଟ୍ଟାଙ୍ଗୀ,୨୧।୦୪(ଶରତ କୁମାର ଧଳ): କୋରାପୁଟ ଜିଲ୍ଲା ପଟ୍ଟାଙ୍ଗୀ ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତକୁ ନେଇ ପୁଣି ଦେଖା ଦେଇଛି ସଙ୍ଗିନୀ ପରିସ୍ଥିତି। ସୂଚନା ମୁତାବକ ଉକ୍ତ...

ଫାର୍ମପଣ୍ଡ ଖନନ ନାମରେ ଟଙ୍କା ଆତ୍ମସାତ୍‌ ଘଟଣା: ତଦନ୍ତର ୨ମାସ ବିତିଲା, କାର୍ଯ୍ୟାନୁଷ୍ଠାନ ଶୂନ

ନୂଆପଡ଼ା,୨୧ା୪ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ୍‌ ଠିକପାଲି ପଞ୍ଚାୟତ ବାବୁପାଲି ଗାଁରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ଫାର୍ମପଣ୍ଡ (ଚହଲା) ଖନନ କରାଯାଇଛି। ସେଥିରୁ ଗୋଟିଏ ଚହଲାକୁ...

ଟଙ୍କା ଭର୍ତ୍ତି ବ୍ୟାଗ ଝାମ୍ପିନେବାକୁ ଉଦ୍ୟମ ଧରାପଡ଼ିବା ଭୟରେ ବୋମା ପକାଇଲେ: ୫ ଗିରଫ

ଭବାନୀପାଟଣା,୨୧ା୪(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ସୋମବାର ଦିନ ଦ୍ବିପ୍ରହରରେ ଲୁଟ୍‌ ଉଦ୍ୟମ ହୋଇଛି। ପୂର୍ବାହ୍ନ ୧୦ଟା ୧୦ରେ ବାହାଦୁର ବଗିଚାପଡାର ଶରତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image